-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଗ୍ରାମ ଦେବୀଙ୍କୁ ଭୟ, ରକ୍ତ ନେଲେ ପଡିବ ଦେବୀ ଙ୍କ କୋପ ଦୃଷ୍ଟି, ୫ ଟି ସରକାର ଅମଳରେ କିପରି ଚାଲିଛି ସ୍ୱାସ୍ଥ୍ୟ ସେବା। ବିଧାୟିକା ତଥା ମହିଳା ଓ ଶିଶୁ କଲ୍ୟାଣ ତଥା ମିଶନ ଶକ୍ତି ମନ୍ତ୍ରୀ ଙ୍କ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ର ନଗ୍ନ ଚିତ୍ର

22-Dec-2020



ଟିଟିଲାଗଡ଼, (ପ୍ରେରଣା ଖବର) - ଗତ ସୋମବାର ୨୧ ତାରିଖ ସାନ୍ଧ୍ୟ ପ୍ରାୟ ୫ଟା ରେ ସିନ୍ଧେକେଲା ଥାନା ଅନ୍ତର୍ଗତ କେନ୍ଦୁମୁଣ୍ଡି ଗ୍ରାମରେ ଦୁଲମଣୀ ସିକା ଙ୍କ ସ୍ତ୍ରୀ କୁନ୍ତୀ ସିକା(ବ-୨୯)ଙ୍କ ହଠାତ ପ୍ରସବ ଯନ୍ତ୍ରଣା ହୋଇ ଘରେ ଏକ ଶିଶୁ କୁ ଜନ୍ମ ଦେଇଥିଲେ । ଶିଶୁ ଟି ଜନ୍ମ ର କିଛି ସମୟ ପରେ ମୃତ୍ୟୁ ବରଣ କରିଥିବା ବେଳେ ମହିଳାଙ୍କୁ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପରିବାର ଲୋକେ ଆଣି କିଛି ସମୟ ଡାକ୍ତର ଖାନା ରେ ରହି ପରେ ଘରକୁ ପ୍ରାୟ ରାତି ୮ ଟା ରେ ଘରକୁ ଚାଲିଯାଇଥିଲେ । ହେଲେ ରାତି ୯ ଟା ରେ ମହିଳା ଅଧିକ ଗୁରୁତର ହେବାରୁ ତାଙ୍କୁ ପୁନଃ ସିନ୍ଧେକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠୁ ଡାକ୍ତର ଅଧିକ ଗୁରୁତର ଥିବା ଓ ତୁରନ୍ତ ଟିଟିଲାଗଡ ନେଇ ଯିବାକୁ ପରାମର୍ଶ ଦେଇଥିଲେ । ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଟିଟିଲାଗଡ ଡାକ୍ତରଖାନା କୁ ରାତି ପ୍ରାୟ ୧୧ ଟା ରେ ଆଣି  ଭର୍ତ୍ତି କରାଯାଇଥିଲା । କାର୍ଯ୍ୟରତ  ଡ଼ଃ ଓଁକାର ହୋତା ଅବସ୍ଥା ଅତି ଗୁରୁତର ଥିବା ଓ ରକ୍ତସ୍ରାବ ହେବ ଯୋଗୁଁ ତୁରନ୍ତ ବଲାଙ୍ଗୀର ମ୍ୟାଡିକାଲ କଲେଜ ଡାକ୍ତରଖାନା କୁ ଏକ ପ୍ୟାକେଟ ରକ୍ତ ଦେଇ  ପରାମର୍ଶ ଦେଇଥିଲେ । ହେଲେ ପରିବାର ଲୋକେ ଅନ୍ୟ ଲୋକର ରକ୍ତ ଆମେ ନେବୁନି ବୋଲି ଜିଦ ଧରିଥିଲେ । ଶେଷରେ ରାତି ପ୍ରାୟ ୨ ଟା ରେ ତାଙ୍କର ଶୋଚନୀୟ ମୃତ୍ୟୁ ଘଟିଥିଲା । ଏବେବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅନ୍ୟ ଦେହର ରକ୍ତ ନ ନେବା ଓ ଇଂଜେକସନ, ସଲାଇନ ନେବୁ ବୋଲି ଜିଦ ଧରିବା ଓ ଅନ୍ୟଦେହର ରକ୍ତ ନେଲେ ଗ୍ରାମ ଦେବୀ ଙ୍କ କୋପ ଦୃଷ୍ଟି ପଡିବ କହି ଏପରି ଚିକିତ୍ସା ସେବା ପାଇବାରୁ ବଞ୍ଚିତ ରହି ଅନେକ ଲୋକ ମୃତ୍ୟୁ ବରଣ କରିବା ପରି ଶୋଚନୀୟ ଘଟଣା ମାନ ଦେଖିବା କୁ ମିଳୁଛି । ସରକାର ଙ୍କ ଏତେ ଯୋଜନ ଥାଇ ସୁଦ୍ଧା ସେ ସବୁ କାର୍ଯ୍ୟକାରୀ କେତେ ପରିମାଣ ରେ ହେଉଛି ଏଥିରୁ ସ୍ପଷ୍ଟ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like