-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ବିଶେଷ

ଜିଲ୍ଲା, ରାଜ୍ୟ, ଜାତୀୟ ଓ ଆର୍ନ୍ତଜାତୀୟ ସ୍ତରର କିଛି ଖବର

22-Dec-2020



1)- ପୁରୀ ହାଜତ ମୃତ୍ୟୁ ମାମଲା, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ। ଥାନାରେ ହତ୍ୟା ମାମଲା ରୁଜୁ ହୋଇଛି କି ନାହିଁ ପଚାରିଲେ। ମାଜିଷ୍ଟ୍ରେଟ ତଦନ୍ତ ଅଗ୍ରଗତି କଣ ପଚାରିଲେ ହାଇକୋର୍ଟ। ପୋଷ୍ଟମର୍ଟମ ଓ ମାଜିଷ୍ଟ୍ରେଟ ତଦନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦେଶ।
ମେଡିକାଲ ଓ ଆକ୍ସନ ଟେକେନ୍ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

2)- କାନାଡା, ଜର୍ମାନୀ, ନେଦରଲାଣ୍ଡ, ସାଉଦିଆରବ ଭଳି ରାଷ୍ଟ୍ର ବ୍ରିଟେନକୁ ବିମାଣ ଚଳାଚଳ ଉପରେ କଟକଣା ଲଗାଇଛନ୍ତି। କରୋନାର ଏହି ନୂଆ ଭୂତାଣୁ ଉପରେ ନଜର ରଖିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟା। ଆଜି ମଧ୍ୟରାତ୍ରରୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବ୍ରିଟେନକୁ ସମସ୍ତ ବିମାନ ବାତିଲ କରାଯାଇଛି। ଏଥିସହ ବ୍ରିଟେନରୁ ଆସୁଥିବା ସମସ୍ତ ଯାତ୍ରୀଙ୍କୁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି।

3)-  UKରେ କୋରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ପ୍ରସଙ୍ଗ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରେସମିଟ୍‌ । ପ୍ରାୟ ସମସ୍ତ ଭାଇରସ୍‌ରେ ମ୍ୟୁଟେସନ ଆସେ । ମାତ୍ର ଏଥିରେ ଏକା ଥରେ ୧୭ଟି ପରିବର୍ତ୍ତନ ଆସିଛି । ଏହା ଦ୍ବାରା ଏହି ଭାଇରସ୍‌ ସୁପର୍‌ସ୍ପ୍ରେଡର ହୋଇଯାଇଛ ଏହା ଦ୍ବାରା ସଂକ୍ରମଣ ମାତ୍ରା ୭୦ ପ୍ରତିଶତ ବଢ଼ିଯାଇଥିବା ସୂଚନା । ମାତ୍ରା ଏହା ଦ୍ବାରା ମୃତ୍ୟୁ ହାର ବଢ଼ିନାହିଁ । ଅଷ୍ଟ୍ରେଲିଆ ଓ ୟୁରୋପରେ ଏହି ନୂଆ ଷ୍ଟ୍ରେନ୍‌ ମିଳିଛି ।
ଭାରତରେ ଏହି ଷ୍ଟ୍ରେନ୍‌ ଏପର୍ଯ୍ୟନ୍ତ ମିଳି ନାହିଁ l


4)- ରାଉରକେଲା: GST ଅଫିସର ଅଲେଖ ମହାନନ୍ଦଙ୍କ ଘରେ ଭିଜିଲାନ୍ସ ରେଡ୍;  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ; ଛେଣ୍ଡ୍ କଲୋନୀ ଘର ସମେତ ୪ଟି ସ୍ଥାନରେ ରେଡ୍; ଶ୍ୱଶୁର ଘର, ପୈତୃକ ଘର ଓ ଅଫିସ୍‌ରେ ବି ଭିଜିଲାନ୍ସ ଚଢ଼ାଉ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like