-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସବୁ ନିର୍ବାଚିତ ପ୍ରତିନିଧୀ ଦେବେ ସଂପତ୍ତି ତାଲିକା- ଚରମବାଣୀ ଶୁଣାଇଲେ ନବୀନ

22-Dec-2020



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ )- ଏଥର ସମସ୍ତ ନିର୍ବାଚିତ ପ୍ରତିନିଧୀ ସେମାନଙ୍କର ସଂପତ୍ତି ତାଲିକା ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସମସ୍ତେ ଏହା ମାନିବାକୁ ବାଧ୍ୟ। ଏପରି ରୋକଠୋକ ଭାବେ ଦଳୀୟ କର୍ମୀଙ୍କୁ କହିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ପରିଷଦ ବୈଠକରେ ଅଧ୍ୟକ୍ଷତା କରି ଅପରାହ୍ନରେ ଏମିତି ଚରମ ବାଣୀ ଶୁଣାଇଛନ୍ତି ନବୀନ। ନିର୍ବାଚିତ ପ୍ରତିନିଧୀଙ୍କ ଏହି ସଂପତ୍ତି ତାଲିକା ଲୋକାୟୁକ୍ତଙ୍କ ନିକଟରେ ଦାଖଲ କରାଯିବ। କାହାର ସଂପତ୍ତି କେତେ ବୃଦ୍ଧି ପାଇଲା ତାହାର ହିସାବ କରାଯିବ। ଭୁଲ ସଂପତ୍ତି ତାଲିକା ଦେଲେ ତାଙ୍କ ବିରୋଧରେ ଦଳୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କିଛି ଚରମ ବାଣୀ ନେଇ ନିର୍ବାଚିତ ପ୍ରତିନିଧୀଙ୍କ ମଧ୍ୟରେ ଭୟ ସୃଷ୍ଟି ହେଲାଣି। ସରପଞ୍ଚ, ଜିଲ୍ଲାପରିଷଦ ସଭାପତି, ଉପସଭାପତି, ବ୍ଲକ ଅଧ୍ୟକ୍ଷ, ଏନଏସି ଅଧ୍ୟକ୍ଷଙ୍କ ସହିତ ବିଧାୟକ ଓ ସାଂସଦମାନେ ଏହି ସଂପତ୍ତି ତାଲିକା ଦେବେ। ଏହି ତାଲିକା ସାଧାରଣ ଲୋକେ ଜାଣିବା ପାଇଁ ୱେବସାଇଟରେ ପ୍ରକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ  ଦୁର୍ନୀତିକୁ ରୋକିବା ପାଇଁ ନବୀନ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ପଦକ୍ଷେପମାନେ ଗ୍ରହଣ କରିବାରେ ଲାଗିଛନ୍ତି। ପୂର୍ବରୁ ମନ୍ତ୍ରୀମାନେ ସଂପତ୍ତି ତାଲିକା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ଅନୁସାରେ ମନ୍ତ୍ରୀମାନେ ସେମାନଙ୍କ ସଂପତ୍ତି ତାଲିକା ପ୍ରଦାନ କରୁଛନ୍ତି। ସରକାରୀ ନିୟମ ଅନୁସାରେ ଆଇଏଏସ ଅଫିସରମାନେ ସେମାନଙ୍କ ଉଚ୍ଚ ଅଧିକାରୀଙ୍କୁ ସଂପତ୍ତି ତାଲିକା ପ୍ରଦାନ କରୁଛନ୍ତି। ହେଲେ ସବୁ ନିର୍ବାଚିତ ପ୍ରତିନିଧୀମାନେ ସଂପତ୍ତି ତାଲିକା ଦଖଲ କରିବା କୈଣସି ନିର୍ଦ୍ଦେଶ ନ ଥିଲା। ଏହା ଦଳୀୟ ନିର୍ଦ୍ଦେଶ ହୋଇଥିଲେ ମଧ୍ୟ ସୁପ୍ରିମୋ ଏହାକୁ ବାଧ୍ୟତାମୂଳକ କରିଛନ୍ତି।

ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଭାଷଣରେ କହିଥିଲେ ଯେ, ସରକାର ଆରମ୍ଭରୁ ହିଁ ଦୁର୍ନୀତି ବିରୁଦ୍ଧରେ ଲଢେଇ କରିଆସିଛି। ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ। ଏ ନେଇ ନବନ କହିଲେ ଆମେ ଲଢେଇ କରୁଛୁ, ଗରିବୀ ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ରୋଗ ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ଆଂଚଳିକ ଅସମତା ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ପ୍ରାକୃତିକ ବିପର୍ଯ୍ୟୟ ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ଅସମାନତା ବିରୁଦ୍ଧରେ ଅନ୍ୟାୟ ବିରୁଦ୍ଧରେ ଏବଂ ଅପାରଗତା ବିରୁଦ୍ଧରେ। ଏଥିସହିତ ରାଜ୍ୟ ପରିଷଦରେ ଆସିଥିବା ବିଭିନ୍ନ ପ୍ରସ୍ତାବକୁ ସଂପୃକ୍ତ ବିଭାଗର ମନ୍ତ୍ରୀମାନଙ୍କ ନିକଟକୁ ପଠାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସମସ୍ତ ପ୍ରସ୍ତାବଗୁଡିକ ଯେପରି କାର୍ଯ୍ୟକାରୀ ହେବ ସେ ନେଇ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ସମନ୍ବୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାକୁ ନେଇ ଅନେକ ନିର୍ବାଚିତ ପ୍ରତିନିଧୀଙ୍କ ଛାତି ଧଡଧଡ ହେଲାଣି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like