-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ପ୍ରସ୍ତାବିତ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବିରେ ନେତାଜୀ ସଂଗ୍ରାମି ପରିଷଦ ପକ୍ଷ ରୁ ଜିଲ୍ଲାପାଳଙ୍କ ଅଫିସ ଆଗରେ ଗଣଧାରଣା

23-Dec-2020



ବଲାଙ୍ଗିର, (ପ୍ରେରଣା ଖବର) - ବଲାଙ୍ଗିର ରେ ପ୍ରସ୍ତାବିତ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବିରେ  ଆଜି ନେତାଜୀ ସଂଗ୍ରାମି ପରିଷଦ ପକ୍ଷ ରୁ ଜିଲ୍ଲାପାଳଙ୍କ ଅଫିସ ଆଗରେ ଗଣଧାରଣା  ଦିଆଯାଇଛି l ନେତାଜୀ  ସଂଗ୍ରାମି ପରିଷଦ ର ସଭାପତି ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ଗଣଧାରଣାରେ ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ସାମ୍ବାଦିକ ବିରେନ୍ଦ୍ର ଝାଙ୍କର, ରଘୁ ନନ୍ଦନ ସିଂହ, ବରିଷ୍ଠ ବିଜେପି ନେତା ଗୋପଲଜୀ ପାଣିଗ୍ରାହୀ, ଟାଙ୍ଗିଆ ଜାମ୍ କମିଟି ର ସଭାପତି ଗୋପାଲ ହୋତା, ନୀଳମଣି ମିଶ୍ର, ହିତେଶ ମିଶ୍ର, ଜଗନ୍ନାଥ ମହାରଣା,  ଦୂର୍ଗା ପ୍ରସାଦ ହୋତା, ରାଜେନ୍ଦ୍ର ଶର୍ମ, ଓକିଲ ବସୁଦେବ ରଥ, ଦେବାଶିଷ ବିଶ୍ଵାଳ, ଭାସ୍କର ନାୟକ, ବିଷ୍ଣୁ ପ୍ରସାଦ କେଡ଼ିଆ, ବିପିନ କୁଶଲିଆ ପ୍ରମୁଖ ଉଦବୋଧନ ଦେଇ ବଲାଙ୍ଗିରରେ କୃଷି ବିଶ୍ଵବିଦ୍ୟଳୟର ଆବଶ୍ୟକତା ସମ୍ପର୍କରେ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ପରେ ପରିଷଦ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like