-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ବଦାନ୍ୟ ବ୍ୟକ୍ତିଙ୍କ ଉଦ୍ୟମରେ ସହାୟତା ପାଇଲେ ବୃଦ୍ଧା ମାଳତୀ

23-Dec-2020



ଲୋଇସିଂହା, (ବିନୋଦ କୁମାର ଦୀପ): ସମିତି ସଭ୍ୟ ନନ୍ଦ କିଶୋର ଭୋଇଙ୍କ ଉଦ୍ୟମ ତଥା  ସ୍ଥାନୀୟ ପ୍ରଶାସନର ସହଯୋଗରେ ଲୋଇସିଂହା ନୂଆପଡା ବାସିନ୍ଦା ମାଳତୀ ମାଝୀ ମୁଣ୍ଡ ଗୁଞ୍ଜିବାକୁ ରାହା ପାଇଛନ୍ତି । ନିଜ ଅବିବାହିତା ଝିଅଙ୍କ ସହିତ ଝାଟିମାଟି କୁଡ଼ିଆ ଘରେ ରହନ୍ତି ନୂଆପଡ଼ାର ମାଳତୀ ମାଝୀ । ସ୍ୱାମୀ କୁମର ମାଝୀ ଦୀର୍ଘ ୧୩ ବର୍ଷ ତଳୁ ସ୍ଵର୍ଗାରୋହଣ କରି ସାରିଥିବା ବେଳେ ପୁଅ ଯାଇଛି ଦାଦନ ଖଟି ସୁଦୂର ତାମିଲନାଡୁକୁ । ଦୁଃଖେ କଷ୍ଟେ ମା ଝିଅ ଚଳି ଆସୁଥିଲେ । ତେବେ ଗତ ଲଘୁଚାପ ଜନିତ ବର୍ଷାରେ ମାଳତୀଙ୍କ ମାଟି କୁଡ଼ିଆ ଘର କାନ୍ଥ ଭାଙ୍ଗି ଯାଇଥିଲା । ଅଳ୍ପକେ ବର୍ତ୍ତି ଯାଇଥିଲେ ମା ଝିଅ । ଆଉ ଆଶ୍ରୟ ନେଇଥିଲେ ନିକଟସ୍ଥ ମନ୍ଦିର ବାରଣ୍ଡାରେ । ଖବର ପାଇ ସ୍ଥାନୀୟ ସମିତି ସଭ୍ୟ ମାଲତୀଙ୍କ ନିକଟରେ ପହଞ୍ଚି ଖାଇବା ପିଇବା ବ୍ୟବସ୍ଥା କରିବା ସହିତ ତହସିଲଦାରଙ୍କ ସହିତ ଯୋଗାଯୋଗ କରି ମାଳତୀଙ୍କ ପାଇଁ ଘରଭଂଘା ସହାୟତା ରାଶି ୫ ହଜାର ଟଙ୍କା ଓ ପଲିଥିନ ଖଣ୍ଡିଏ ଯୋଗାଡ଼ କରି ଦେଇଥିଲେ । ଏହାପରେ ସମିତି ସଭ୍ୟ ଶ୍ରୀ ଭୋଇଙ୍କ ଉଦ୍ୟମ କ୍ରମେ କିଛି ବଦାନ୍ୟ ବ୍ୟକ୍ତିଙ୍କ ଠାରୁ ସଂଗୃହୀତ ୧୮ ହଜାର ଟଙ୍କା ମାଳତୀଙ୍କୁ ଦିଆଯାଇଥିଲା । ସେହି ଟଙ୍କାରେ ମାଳତୀ ନିଜ ମାଟି ଖପର ଘର ମରାମତି କରିଥିଲେ । ଅସହାୟ ବୃଦ୍ଧା ଓ ତାଙ୍କ ଝିଅଙ୍କ ମୁହଁରେ ଟିକିଏ ହସ ଫୁଟି ଉଠିଥିଲା ।  ମଙ୍ଗଳବାର ସମିତି ସଭ୍ୟ ଶ୍ରୀ ଭୋଇ ପୁଣି ମାଳତୀ ଙ୍କୁ ଦୁଇ ହଜାର ଟଙ୍କା ସହାୟତା ପ୍ରଦାନ କରି ନିଜ ମାନବିକତାର ପରିଚୟ ଦେଇଛନ୍ତି । ଆଉ ମାଲତୀଙ୍କୁ ଜରୁରୀକାଳୀନ କ୍ରମେ ଆବାସ ଯୋଜନାରେ ସାମିଲ କରି ଘର ଖଣ୍ଡିଏ ଯୋଗାଇ ଦେବାକୁ ଉଦ୍ୟମ ଜାରି ରଖିବେ ବୋଲି ଶ୍ରୀ ଭୋଇ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like