-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
23-Dec-2020
ଭୁବନେଶ୍ବର, (ପ୍ରେରଣା ଖବର) - ରାଜ୍ଯରେ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଓ ଅନ୍ୟ ୧୫୪ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୨୭,୨୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!* ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଓ ଅନ୍ୟ ୧୫୪ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୨୭,୨୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*