-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ସନ୍ଦେହଜନକ ଭାବେ ମହିଳାଙ୍କ ସବ ଉଦ୍ଧାର, କେହି ହତ୍ୟା କରି କୂଅ ରେ ଫିଙ୍ଗିଦେଇ ଥିବା ଅଭିଯୋଗ କଲେ ସ୍ୱାମୀ

23-Dec-2020



ଟିଟିଲାଗଡ଼, (ପ୍ରେରଣା ଖବର) -  ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ସହରର ସର୍ଗିଗୁଡାରେ ଜଣେ ମହିଳାଙ୍କୁ ହତ୍ୟା କରି କୂଅରେ ପକେଦେବା ପରି ଗୁରୁତର ଅଭିଯୋଗ ହୋଇଛି।     ସୂଚନା ଅନୁଯାୟୀ, ଟିଟିଲାଗଡ ସହରରେ ଆକାଶ ଫେନ୍ସି ନାମକ ଏକ ଫେନ୍ସି ଦୋକାନ ମାଲିକ ଆନନ୍ଦ ଅଗ୍ରୱାଲ ଙ୍କ ସର୍ଗିଗୁଡା ସ୍ଥିତ ବାସଭବନ ରେ ଗତ ମଙ୍ଗଳବାର ରାତି ୯ ଟା ୩୦ ସମୟରେ ସେ ଦୋକାନ ବନ୍ଦ କରି ଘରକୁ ଆସିଥିଲେ । କିଛି ସମୟ ପରେ ତାଙ୍କ ସ୍ତ୍ରୀ ସୁମିତ୍ରା ଅଗ୍ରୱାଲ(ବ-୫୦) ଙ୍କୁ ଖୋଜି ନ ପାଇ ପରେ ତାଙ୍କ କୁଅଁ ରେ ପଡିଥିବା ଦେଖିବାକୁ ପାଇଥିଲେ ବୋଲି ଆମ ନିକଟରେ ପ୍ରକାଶ କରିଛନ୍ତି । ଟିଟିଲାଗଡ ପୋଲିସ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସରୋଜ ଶତପଥୀ ନିଜେ ପହଁଚି  ଟିଟିଲାଗଡ ଥାନା ଏସ ଆଇ  ସାବିତ୍ରୀ ହିକା ଓ ଏକ ସାଇଣ୍ଟିଫିକ ଟିମ ସହ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି । ଉକ୍ତ ମହିଳାଙ୍କୁ କିଏ ହତ୍ୟା କରି କୁଅଁ ରେ ଫିଙ୍ଗି ଦେଇଥିବା ତାଙ୍କ ସ୍ବାମୀ ଆନନ୍ଦ ଅଗ୍ରୱାଲ ପ୍ରକାଶ କରିଥିବା ବେଳେ କିଏ ଓ କାହିଁକି ଏପରି କଲା ବୋଲି ପ୍ରଶ୍ନ କରିବାରୁ ସେ ଘରୁ କେହି ଚୋରି କରି ମାରି କୂଅ ରେ ପକେଇ ଦେଇଥିବା ସନ୍ଦେହ କରୁଛି କହିଥିଲେ । ହେଲେ ଘରୁ କିଛି ଚୋରି ହୋଇଛି କି ବୋଲି ପ୍ରଶ୍ନ କରାଯିବା ରୁ ତାହା ଘରେ ଦେଖି ପରେ କହିବି ବୋଲି କହିଛନ୍ତି । ତେବେ ଏ ନେଇ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସବକୁ ବ୍ୟବଚ୍ଛେଦ ପାଇଁ ପଠା ଯାଇଛି ଓ ଏ ଅଧିକ ତଦନ୍ତ ପରେ ଜଣେଇବି ବୋଲି ସୂଚନା ଦେଇଛନ୍ତି । ଏ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଥିବା ବେଳେ ନାନା ପ୍ରକାର ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like