-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜନୀତି

ବିଜୁ ଛାତ୍ର ଜନତା କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବକୁ ନେଇ ଆଲୋଚନା:ଓଡିଶା ବିଶ୍ୱବିଦ୍ୟାଳୟ ସଂସୋଧନ ଆଇନ୍ ୨୦୨୦ ଏକ ଯୁଗନ୍ତକାରୀ ପଦକ୍ଷେପ

23-Dec-2020



ଭୁବନେଶ୍ବର, (ପ୍ରେରଣା ଖବର) - ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ବସିଛି । ବୈଠକରେ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି, ଜୋନ ସଭାପତି ଓ ରାଜ୍ୟ ଛାତ୍ର କାର୍ଯ୍ୟକାରିଣୀ ନେତୃମଣ୍ଡଳୀ ଉପସ୍ଥିତ ରହିଛନ୍ତି । ଏହି ସମାବେଶରେ ବିଭିନ୍ନ ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ପ୍ରସ୍ତାବ ରଖାଯାଇଛି । ଓଡିଶା ବିଶ୍ୱ ବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦, ଏକ ଯୁଗାନ୍ତକାରୀ ପଦକ୍ଷେପ ।*ଏହା ବିଶ୍ୱ ବିଦ୍ୟାଳୟ ସ୍ତରରେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ଦୁର୍ନୀତି, ପ୍ରିୟାପ୍ରିତୀ ତୋଷଣ ଦୂରିକରଣ ତଥା ରାଜନୈତିକରଣକୁ ଦୂରେଇ ଉପଯୁକ୍ତ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଇ ପାରିବ । ତେଣୁ ଏଭଳି ଆଇନ୍ ଆଣିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛି ବିଜୁ ଛାତ୍ର ଜନତା ଦଳ । ଏହାସହ ଏହି କାର୍ଯ୍ୟକାରୀଣୀ ବୈଠକରେ ବିଜୁ ଛାତ୍ର ଜନତା ଦଳର ଡାଟାବେସ୍ ପ୍ରସ୍ତୁତ କରିବା ପାଇଁ ପ୍ରସ୍ତାବ ଆଗତ କରିଛନ୍ତି ବିଜୁ ଛାତ୍ର ଜନତା ଦଳ କଟକ ଜିଲ୍ଲାର ସାଧାରଣ ସଂପାଦକ ସନ୍ତୋଷ ମହାପାତ୍ର । ବୈଠକରେ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଅଛନ୍ତି । ବିଜୁ ଛାତ୍ର ଜନତା ଦଳରେ ସାମିଲ ହୋଇଥିବା ସମସ୍ତ ସଦସ୍ୟ ନବୀନଙ୍କ ନୀତି, ଆଦର୍ଶ ଓ ଭିଜନକୁ ଲୋକଙ୍କ ପାଖରେ ପହଂଚାଇବାକୁ ପରାମର୍ଶ ଦେଇଛନ୍ତି ପ୍ରଣବ ପ୍ରକାଶ ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like