-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ମନୋରଞ୍ଜନ

ସର୍ଟ ଫିଲ୍ମ ‘ଆତ୍ମନ- ଦ ଓଣ୍ଡର ବୟ’ର ପୋଷ୍ଟର ରିଲିଜ ଓ ପ୍ରିମିୟର ସୋ

23-Dec-2020



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗୀର ମାଟିରୁ ନିର୍ମିତ ତଥା ବଲାଙ୍ଗୀର ଜିଲ୍ଲାର କଳାକାର ମାନଙ୍କୁ ନେଇ ସଂପୂର୍ଣ୍ଣ ନିଜସ୍ୱ ଜ୍ଞାନ କୌଶଳରେ ନିର୍ମିତ ହୋଇଛି ସର୍ଟ ଫିଲ୍ମ ‘ଆତ୍ମନ- ଦ ଓଣ୍ଡର ବୟ’ । ଗୋଟିଏ ଛୋଟ ଶିଶୁର ମନସ୍ତତ୍ତ୍ୱ ଏବଂ ତାହାକୁ ଏକ ସ୍ୱୟଂସଂପୂର୍ଣ୍ଣ ଭାବେ ଗଢ଼ି ତୋଳିବାରେ ବାପା ମାଁ ଙ୍କ ଭୂମିକାକୁ ଏହି ସିନେମାରେ ପ୍ରଦର୍ଶନ କରାଯାଇଛି । ଅନେକ ଘାତପ୍ରତିଘାତ ଦେଇ ଦୀର୍ଘ ଦୁଇ ବର୍ଷ ଧରି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଲୋକେସନରେ ଏହି ଚଳଚ୍ଚିତ୍ରର ସୁଟିଂ  ଚାଲିଥିଲା । ଆଜି ଏହି ଚଳଚ୍ଚିତ୍ର ର ପୋଷ୍ଟର ରିଲିଜ ସହ ପ୍ରିମିୟର ସୋ ଅନୁଷ୍ଠିତ ହୋଇଯାଇଛି । ପ୍ରିମିୟର ସୋ ଅବସରରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଏକ ସଭାକୁ ସଂସ୍କୃତି ପ୍ରେମୀ ତଥା ସଙ୍ଗୀତ ନିର୍ଦ୍ଦେଶକ ମୁରଲିଧାରୀ ପତି ସଂଯୋଜନା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ ଶତପଥୀ ଯୋଗ ଦେଇ ନିଜ ବକ୍ତବ୍ୟରେ ଏହି ମାଟିରେ ମଧ୍ୟ ଉନ୍ନତ ମାନର ଚଳଚ୍ଚିତ୍ର ନିର୍ମାଣ ହୋଇ ପାରିବ ବୋଲି କହିବା ସହ ଏହା ଦର୍ଶକଙ୍କ ଦ୍ୱାରା ଉଚ୍ଚାଦୃତ ହୋଇପାରିବ ବୋଲି ଆଶା ପ୍ରକଟ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶକ ହିମାଂଶୁ ଖମାରୀ ଚଳଚ୍ଚିତ୍ର ନିର୍ଦ୍ଦେଶନା ସମୟରେ ସାମ୍‌ନା କରିଥିବା ବିଭିନ୍ନ ବାଧାବିଘ୍ନ ସଂପର୍କରେ ନିଜର ଅଭିଜ୍ଞତା ବଖାଣିବା ସହ କିପରି ଏହି ବାଧାବିଘ୍ନକୁ ଏଡାଇ ଦେଇ ପୁରା ଟିମ୍ ନିଷ୍ଠାର ସହ କାମ କରି ଆଜି ଚଳଚ୍ଚିତ୍ରକୁ ଦର୍ଶକଙ୍କ ପାଖରେ ପହଞ୍ଚାଇ ପାରିଛନ୍ତି ସେ ସଂପର୍କରେ ନିଜର ଅନୁଭୂତି କହିଥିଲେ । ଚଳଚ୍ଚିତ୍ରର ପ୍ରଯୋଜକ ତଥା ସଂଳାପ ଲେଖକ ଗୋବର୍ଦ୍ଧନ ଭୋଇ ଚଳଚ୍ଚିତ୍ରର ବିଷୟବସ୍ତୁ ଉପରେ ସାମ୍ୟକ ସୂଚନା ଦେଇଥିଲେ । ଆଜକୁ ୪ ବର୍ଷ ପୂର୍ବେ ନିଜ ପୁଅ ଆତ୍ମନର କାହାଣୀକୁ ନେଇ ତା ନାମରେ ଏହି ଚଳଚ୍ଚିତ୍ର ନିର୍ମାଣ ହୋଇଛି  l ଆତ୍ମନ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ ମଧ୍ୟ କରିଥିବା ପ୍ରଯୋଜକ ଶ୍ରୀ ଭୋଇ ସୂଚନା ଦେଇଥିଲେ ।  ସଂସ୍କୃତି ପ୍ରେମୀ ତଥା ସାଇଟ୍‌ର ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର, ରିଲାଏନ୍ସ ଏଜୁକେସନାଲ କଂପ୍ଲେକ୍ସର ନିର୍ଦ୍ଦେଶକ ମନୋଜ କୁମାର ମିଶ୍ର ପ୍ରମୁଖ ମଞ୍ଚାସୀନ ରହି ଚଳଚ୍ଚିତ୍ର ନିର୍ମାଣ ସମୟର ବିଭିନ୍ନ ଘଟଣାକୁ ଅବତାରଣା କରିଥିଲେ । ପରେ ଏହି ସିନେମାର ପ୍ରିମିୟର ସୋ ଅନୁଷ୍ଠିତ ହୋଇଥିଲ । ଉପସ୍ଥିତ ଦର୍ଶକ ଓ କଳାପ୍ରେମୀ ତଥା ଏଥିରେ ଅଭିନୟ କରିଥିବା ସମସ୍ତ କଳାକାର ଉପସ୍ଥିତ ରହି ଚଳଚ୍ଚିତ୍ରକୁ ଉପଭୋଗ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅଭିନେତା ରତନ  ମେହେର , ନର୍ଦ୍ଦେଶକ  ଅଶୋକ ମିଶ୍ର, ଗୋପାଳ ପ୍ରଧାନ, କପିଳ ଖମାରୀଙ୍କ ସମେତ ଏହି ଚଳଚ୍ଚିତ୍ର ସହ ଜଡିତ ବହୁ ଅଭିନେତା, ଅଭିନେତ୍ରୀ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm