-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ଆଜି ୨୨ ଜଣ କରୋନା ପୋଜିଟିଭ ଚିହ୍ନଟ

23-Dec-2020



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ଆଜି ବଲାଙ୍ଗିର ଜିଲ୍ଲାରେ ଆଜି ସମୁଦାୟ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ସହରରୁ ୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ୮୩୭୧ ଜଣ କରୋନା ଦ୍ବାରା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୨୨୪ ଜଣ ସୁସ୍ଥ ହୋଇଛନ୍ତି ଓ ୧୦୯ ଜଣ ଏକ୍‌ଟିଭ୍‌ ଅଛନ୍ତି । ବ୍ଲକ୍ ଅନୂଯାୟୀ ନିମ୍ନମତେ ତାଲିକା ପ୍ରଦାନ କରାଯାଇଛି। 

(୧)ବାଲାଙ୍ଗୀର ମୁନିସିପାଲିଟି ୱାର୍ଡ ନଂ- ୨ ରୁ ୧ ଜଣ, 

ୱାର୍ଡ ନଂ୧୧ ରୁ ୧ ଜଣ, ୧୪ ରୁ ୧ ଜଣ, ଓ୍ବାର୍ଡ ନଂ୧୭ ରୁ ୧ଜଣ

ଓ ଓ୍ବାର୍ଡ ନଂ ୧୮ ରୁ ୧ ଜଣ। ।

(୨) ବଙ୍ଗୋମୁଣ୍ଡା ବ୍ଳକ ବଙ୍ଗୋମୁଣ୍ଡା ରୁ ୧ ଜଣ। 

(୩)ବେଲପଡା ବ୍ଲକ କାନୁଟ ରୁ ୧ ଜଣ ଓ ତେତେଲମୁଣ୍ଡା ରୁ ୧ ଜଣ। 

(୪) କଣ୍ଟାବାଞ୍ଜି ଏନ ଏ ସି ଓ୍ବାର୍ଡ ନଂ ୧୨ ରୁ ୧ ଜଣ। 

(୫) ଖପ୍ରାଖୋଲ ବ୍ଳକ ବେନ୍ଦ୍ରା ରୁ ୨ ଜଣ। 

(୬) ଟିଟିଲାଗଡ ଖୋଲାନ ରୁ ୨ ଜଣ ଓ କୁରୁଷୁଡ ରୁ ୧ ଜଣ। 

(୭) ତୁରେକେଲା ବ୍ଲକ ଘୁନେଶ ରୁ ୨ ଜଣ ଓ ମହୁଲପାଟି ରୁ ୪ ଜଣ ।

(୮) ପାଟଣାଗଡ଼ ମରୁଆଁ ରୁ ୧ ଜଣ। 

(୯) ଲୋଇସିଂହା ବ୍ଳକ ଲୋଇସିଂହା ରୁ ୧ ଓ ବୁଢିପଦର ରୁ ୧ ଜଣ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like