-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା କୁମ୍ଭକାର ମହାସଂଘ ସମ୍ମିଳନୀ

20-Mar-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତ ଅନ୍ତର୍ଗତ ଶ୍ରୀମାଲ ଗ୍ରାମରେ ଆଞ୍ଚଳିକ କୁମ୍ଭକାର ସଂଘ ଆମ୍ବଗାଁ ର ଆହ୍ୱାନ କ୍ରମେ ପଶ୍ଚିମ ଓଡିଶା କୁମ୍ଭକାର କର୍ମକର୍ତ୍ତା ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ସମ୍ବଲପୁର ଜିଲା ସଭାପତି ହରିହର ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପଶ୍ଚିମ ଓଡିଶା କୁମ୍ଭକାର ମହାସଂଘ ସଭାପତି ସୁଶିଲ କୁମାର ରଣା ମୁଖ୍ୟଅତିଥି ଏବଂ ବିଶ୍ୱନାଥ ରଣା, ଓକିଲ ଶେଷଦେବ ରଣା, ନନ୍ଦିକିଶୋର ରଣା, ଇନ୍ଦ୍ରରାଜ ରଣା, ଓମ ପ୍ରକାଶ ରଣା, ଶେଷଦେବ ରଣା ଏବଂ ଅନୁଗୁଳ ସଭାପତି, ପିତାମ୍ବର ପାଣ୍ଡେ, ଲଳିତ ପାଣ୍ଡେ, କୁଶଳେଶ୍ୱର ରଣା, ସମାଜସେବୀ ପିନାକ ରଣା, ଆଇନଜୀବୀ ସୁରେଶ ଚନ୍ଦ୍ର ରଣା, ଆମ୍ବଗାଁ ଗୌନ୍ତିଆ ମୋତିଲାଲ ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମଞ୍ଚାସିନ ଥିଲେ l ଅନ୍ୟ ଜାତିର ଝିଅକୁ ବିବାହ ନକରିବା, କୁମ୍ଭକାର ସମାଜରେ ଭ୍ରଷ୍ଟାଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ ନିନ୍ଦା କରାଯିବା ସହିତ ସେହି ବ୍ୟକ୍ତିକୁ ସମାଜ ଅସହଯୋଗ କରିବା ଏବଂ ଭ୍ରଷ୍ଟାଚାରୀଙ୍କୁ ସହଯୋଗ କରୁଥିବା ଲୋକଙ୍କୁ ମଧ୍ୟ କଠୋର ଦଣ୍ଡବିଧାନ କରିବା ପାଇଁ ସଭାରେ ଅତିଥି ମାନଙ୍କ ଦ୍ୱାରା ମତପ୍ରକାଶ ପାଇଥିଲା l ଶେଷରେ ମୋତିଲାଲ ରଣା ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like