-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ଷଷ୍ଠ ନାଟକ ଓ ଲୋକମହୋତ୍ସବ ‘ବଉଲ’ ଉଦଯାପିତ  ମନ ମୋହିଲା ନାଟକ "ଉଠପୁତା ଉଠ"  

20-Mar-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):  କଣ୍ଟାମାଳ ବ୍ଲକ ଖଟଖଟିଆର ବ୍ରlହ୍ମଣୀ ସ୍ଥିତ ବିଜୟ ମଣ୍ଡପରେ ଗତ ଦୁଇଦିନ ଧରି ଚାଲିଥିବା ୬ଷ୍ଟ ନାଟକ ଓ ଲୋକ ମହୋତ୍ସବ 'ବଉଲ' ଉଦଯାପିତ ହୋଇଛି l   ପ୍ରାକ୍ତନ ପ୍ରଧାନ ଶିକ୍ଷକ ସତ୍ୟବାନ ବସ୍ତିଆଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ,ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥିଭାବେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ,ମୁଖ୍ୟବକ୍ତା ଭାବେ ବରିଷ୍ଠ ବିଜେପି ନେତା କହ୍ନେଇ ଚରଣ ଡାଙ୍ଗ,ସମ୍ମାନିତ ଅତିଥି ଭାବେ ଜିଲାପରିଷଦ ଜୋନ -୨ର ସଦସ୍ୟl ପଦ୍ମାଲୟା ପ୍ରଧାନ, ସମାଜସେବୀ ଶ୍ରୀକାନ୍ତ ମିଶ୍ର,ଯୁବନେତା ବିଜିତ ପ୍ରଧାନ,ଶ୍ରମିକ ନେତା ସରୋଜ ପ୍ରଧାନ, ଯୁବ ଉଦ୍ୟୋଗୀ ଶିତିକଣ୍ଠ ମିଶ୍ର ପ୍ରମୁଖ ଯୋଗଦେଇ ନାଟକ ଓ ଲୋକକଳା କୁ ଗ୍ରାମାଞ୍ଚଳରେ ବଞ୍ଚାଇ ରଖିବାର ପ୍ରଚେଷ୍ଟା କୁ ପ୍ରଶଂସା କରିଥିଲେ  l ଯୁବ ନୃତ୍ୟ ନିର୍ଦେଶିକ ସଂଜୟ ସାହୁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଏବଂ ବରିଷ୍ଠ ନାଟ୍ୟକାର ହରିହର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ଅବସରରେ ମଞ୍ଚ କଳାକାର ମାଧବ ଚନ୍ଦ୍ର ଖେତୀ ଓ ତବଲା ବାଦକ ସାର୍ତ୍ତିକ ପ୍ରଧାନ ସମ୍ବର୍ଦ୍ଧିତ କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ନାଟ୍ୟକାର ହରିହର ପ୍ରଧାନ ଙ୍କ ରଚିତ ଓ ନିର୍ଦେଶିତ ସଚେତନତା ଧର୍ମୀ ନାଟକ "ଉଠପୁତାଉଠ ଲୋକଙ୍କ ମନ ମୋହିନେଇଥିଲା । ଏହାପରେ ଜିଲ୍ଲା ସଂସ୍କୃତି ବିଭାଗ ପ୍ରଦତ୍ତ ବଉଲି କଳାପରିଷଦ ବରପଦର ର କଳାକାରଙ୍କ ସମ୍ବଲପୁରୀ ନୃତ୍ୟ ର ଶରକେଳି,ଜାମୁଡ଼ାଲି ,ଗୁନଚା ମୂଷାଓ ସୁରସଙ୍ଗମ ଲୋଇସିଂହା(ଶଙ୍କର) ଲିକିର ଝିକିରି,ବିହା ଓ ବାଉଁଶୁଣି କଳା ପରିଷଦର ର କଳାକାରଙ୍କ ନୃତ୍ୟ ସହ ଶ୍ରୀଜଗନ୍ନାଥ ଉଚ୍ଚବିଦ୍ୟାପୀଠ ,ଉପ୍ରା ବିଦ୍ୟାଳୟ ଖଟଖଟିଆ ର ଛାତ୍ରୀଙ୍କ ଉଚ୍ଚକୋଟୀର ନାଚ ମଧ୍ୟରାତ୍ରୀ ଯାଏଁ ଦର୍ଶକ ଝୁମିଥିଲେ ।କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ବରିଷ୍ଠ କଳାକାର ଲିଙ୍ଗରାଜ ପ୍ରଧାନ,ନାଟ ଏଣ୍ଡ କଲଚାରଲ ଏସୋସିଏସନର ସଭାପତି ଅର୍ଜୁନ ପ୍ରଧାନ, ସଂପାଦକ ନେପାଳ ପଲିଆ ସଦସ୍ୟ ଶିବ କମ୍ପ, ଜୟ ପ୍ରଧାନ, କୁଶ ପ୍ରଧାନ, ପ୍ରହଲ୍ଲାଦ ଅମାତ,ସୁକାନ୍ତ ପ୍ରଧାନ,ଫକୀର ବସ୍ତିଆ, ରାଜକୁମାର ତ୍ରିପାଠୀ, ରିଲୁ ପ୍ରଧାନ,ମେନ ପାତ୍ର, ଗଣେଶ ମେଣ୍ଡେଲି, ସିପୁନ ପାଢ଼ୀ, ଇନ୍ଦ୍ରଜିତ ଅମାତ,କମଳ କର୍ଣ,ତ୍ରିପୁରାରି ପ୍ରଧାନ, ମନ୍ଥନ କର୍ଣ,ଏବଂ ଅନୁଷ୍ଠାନର ସମସ୍ତ ସଦସ୍ୟ ପରିଚାଳନା ରେ ସହଯୋଗ କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମକୁ  ସୁରେନ୍ଦ୍ର କର୍ଣ, ସଂଜୟ ସାହୁ ପରିଚାଳନା କରିଥିବାବେଳେ ବରିଷ୍ଠ କଳାକାର ବାମନ ଚରଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like