-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||     

HOME   ଜିଲ୍ଲା

ଆର.ଡ଼ବ୍ଲୁ.ଏସ.ଏସ ପାଇପ ଲାଇନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ଅଭିଯୋଗ

20-Mar-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଘଣ୍ଟମାଲ ଠାରୁ ନର୍ଲା ଭେଟନାରୀ ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତିକରଣ ପାଇଁ ଦୁଇଟି ପର୍ଯ୍ୟାୟ ରେ ପାନୀୟ ଜଳର ପାଇପ ଲାଇନ୍ ପୁରୁଣା ହଟାଇ ନୂଆ ପାଇପ ଲାଇନ୍ ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି କିନ୍ତୁ ଏହି କାର୍ଯ୍ୟରେ ଟେଣ୍ଡର ମାଧ୍ୟମରେ କାର୍ଯ୍ୟ କରୁଥିବା ଭବାନୀପାଟଣା ର ମନୋଜ ଗୁପ୍ତା ନାମକ ଜଣେ ଠିକାଦାର ସରକାରୀ ନୀତି ନିୟମ କୁ ଖୋଲାଖୋଲି ଭାବରେ ଉଲଘଂନ କରି ଉଠା ଯାଇଥିବା ପୁରୁଣା ରିଜେକ୍ଟ ପାଇପ ଗୁଡ଼ିକୁ ପୁନଃ ସଂଯୋଗ କରି ସରକାରୀ ଅର୍ଥ ଆତ୍ମସାତ କରୁଥିବା ଅଭିଯୋଗ ହୋଇଛି ଖାଲି ସେତିକି ନୁହେଁ ପାଇପ ଲାଇନ ଟି ଏକ ମିଟର ଗଭୀର ତଳେ ରହିବା ସରକାରୀ ନିୟମ ଥିବା ବେଳେ ମାତ୍ର ଦେଢ଼ ଫୁଟ ଗଭୀର ମାଟି ଖୋଲି ପାଇପ ଗୁଡ଼ିକୁ ଅନଭିଜ୍ଞ ଲେବର ମାନଙ୍କ ଜରିଆରେ ବିଛା ଯାଉଛି  ଫଲରେ ବିଭିନ୍ନ ଜନଗହଳି ସ୍ଥାନ ମାନଙ୍କରେ  ନର୍ଦ୍ଧମା ଭଳି ପାଣି,ଜମି ରହି ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି ଏବଂ ଖୋଲା ଯାଇଥିବା ପାଇପ ଲାଇନ ଘଣ୍ଟମାଲ ଠାରୁ ନର୍ଲା ପର୍ଯ୍ୟନ୍ତ ମାଟି ପୋତି ତାର ଫେନେସିଙ୍ଗ କରାଯାଇ ନ ଥିବାରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ମାନଙ୍କୁ ଯାନବାହାନ ଯିବା ଆସିବା ରେ ସମସ୍ୟା ସୃଷ୍ଟି ହେବା ସଙ୍ଗେ ସଙ୍ଗେ ଛୋଟ ବଡ଼ ଦୁର୍ଘଟଣା ଲାଗି ରହୁଛି ଫଲରେ ଅନେକ ଲୋକଙ୍କ  ଧନ ଜୀବନ ନଷ୍ଟ ହେଉଥିବା ସାଧାରଣରେ ଅଭିଯୋଗ ହୋଇଛି ଏଣୁ ଏହାର ଏକ ଉଚ୍ଚ ସ୍ତରୀୟ ଏକ ବୈଷୟିକ ଟିମ ଗଠନ କରାଯାଇ ଏଭଳି ଦୁର୍ନୀତି ଖୋର ଠିକାଦାର ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026

You Might Also Like