-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

ରକ୍ତଦାନ ଓ ଅନ୍ନଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

20-Mar-2024



ବଲାଙ୍ଗୀର, ସମାଜେସବୀ ଓ ଶ୍ରମିକ ସଂଗଠକ ସ୍ୱଗର୍ତ ଅରୁଣ କୁମାର ସାହୁଙ୍କ ଜନ୍ମଦିନ ସ୍ମୃତିରେ ବଲାଙ୍ଗିର ଭୀମେଭାଇ ମେଡିକାଲ କେଲଜ ଓ ହସପିଟାଲରେ ଥିବା ବ୍ଲଡ ସଂଗ୍ରହ ଠାରେ ରକ୍ତଦାନ ଓ ତାର ସମ୍ମୁଖରେ ଅନ୍ନଦାନ କାର୍ଯ୍ୟକ୍ରମ ଅରୁଣ କୁମାର ସାହୁ ସ୍ମୃତି କମିଟି ତରଫରୁ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟାରେ  ହୋଇଥିବା କାର୍ଯ୍ୟକ୍ରମରେ ପ୍ରଶାନ୍ତ କୁମାର ମିଶ୍ର, ତପସ୍ମିନୀ ପେଟଲ, ଜେିତନ୍ଦ୍ର ରାଉତ, ଭୀମେସନ ମେହର, ଯଜ୍ଞଶ୍ୱର ସାହୁ,

ବେିରନ୍ଦ୍ର ପୋଡ ପ୍ରମୁଖ ରକ୍ତଦାନ କରିଥିଲେ  । ସନ୍ଧ୍ୟାରେ ସହେଯାଗ ଫାେଉଣ୍ଡସନର ସହଯୋଗରେ ଅନ୍ନଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ରୋଗୀ ଓ ତାଙ୍କ ସମ୍ପର୍କୀୟ ମାନଙ୍କୁ ରୁଟି, ତରକାରି ଓ ଆଚାର ଆଦି ଖାଦ୍ୟ ବଣ୍ଟନ କରାଯାଇଥିଲା । ଏହି ଅବସରରେ  ରେଡକ୍ରସ କର୍ମୀ ରବିଚନ୍ଦ୍ର ପଶାୟତ, ପ୍ରଭାକର ଛନ୍ଦଙ୍କୁ ସ୍ମୃତି କମିଟି ତରଫରୁ ରକ୍ତଦାତା

ଭାବରେ  ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମେର ଅନିଲ ମୋଦି, ବିଶ୍ୱଜିତ ନନ୍ଦ, ମଧୁସ୍ମିତା ଖୁଣ୍ଟିଆ, ଅଶୋକ ସାହୁ, ସଙ୍ଗମିତ୍ରା ସାହୁ, ଜୟପ୍ରକାଶ ସାହୁ, ବିଶ୍ୱମୟ ପୂଝାରୀ, ରେୁପଶ ସାମଲ ସହଯୋଗ କରିଥିଲେ । ସମାଜେସବୀ ଶିକ୍ଷକ ରାମନାରାୟଣ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସ୍ୱଗର୍ତ ଅରୁଣ କୁମାର ସାହୁଙ୍କର ବଡ ଭାଇ ଅକୁର ସାହୁ ଧନ୍ୟବାଦ ଅପର୍ଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like