-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

କୋଭିଡ କଟକଣା ମୁକ୍ତ ମଶାରୀ ବଣ୍ଟନ

23-Dec-2020



ନୟାଗଡ଼ ଜିଲ୍ଲା ରେ ନୂତନ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଚାଲୁ ରହିଛି | ନୂଆ ଗଡିଆସାହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଜାକଲା ସ୍ୱାସ୍ଥ୍ୟ ଉପକେନ୍ଦ୍ର ର ସ୍ୱାସ୍ଥ୍ୟ କର୍ମୀ ଙ୍କ ଉପସ୍ଥିତି ରେ କୁମ୍ଭାରପଡ଼ା ଗ୍ରାମପଂଚାୟତ ରେ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଶେଷ ହୋଇଛି | କୁମ୍ଭାରପଡ଼ା ର ତିନୋଟି ଅଙ୍ଗନବାଡି ର କର୍ମୀ, ଆଶା କର୍ମୀ ଏବଂ କେତେଜଣ ୱାର୍ଡ ସଭ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗଦେଇ ମଶାରୀ ବଣ୍ଟନ କରିଥିଲେ |ସୂଚନା ମୁତାବକ ଅଙ୍ଗନବାଡି ୧ ଅଧୀନରେ ଡବଲ ମଶାରୀ 318 ଏବଂ ଫାମିଲି ମଶାରୀ 120, ଅଙ୍ଗନବାଡି ୨ ଅଧୀନରେ ଡବଲ ମଶାରୀ 348ଏବଂ ଫାମିଲି ମଶାରୀ 120, ଅଙ୍ଗନବାଡି ୩ ଅଧୀନରେ ଡବଲ ମଶାରୀ 237 ଏବଂ ଫାମିଲି ମଶାରୀ 110ଟି ବଣ୍ଟନ କରାଯାଇଛି | ପ୍ରକାଶଥାଉକି ତିନୋଟି ଅଙ୍ଗନବାଡି ର କାର୍ଯ୍ୟକ୍ରମ କୁ ଅଙ୍ଗନବାଡି ୧ ଏବଂ କୁମ୍ଭାରପଡ଼ା ପ୍ରାଥମିକ ବିଦ୍ୟାଳୟ ଠାରେ ସମ୍ପର୍ଣ୍ଣ କରାଯାଇଥିଲା | ଅଙ୍ଗନବାଡି ଗୃହ ନଥିବାରୁ ବିଦ୍ୟାଳୟ ର ଶିକ୍ଷକ ଙ୍କ ସହାୟତା କ୍ରମେ ଏହିକାର୍ଯ୍ୟକ୍ରମ ବିଦ୍ୟାଳୟରେ ହୋଇଥିବାରୁ ଜାକଲା ସ୍ୱାସ୍ଥ୍ୟ ଉପକେନ୍ଦ୍ର ର ମହିଳା ସ୍ୱାସ୍ଥ୍ୟକର୍ମୀ ଶ୍ରୀମତୀ ସୁନିତା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଙ୍କୁ ଧନ୍ୟବାଦ ଦେଇଛନ୍ତି |ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ରେ କୋଭିଡ କଟକଣା ଉଲଂଘନ ହୋଇଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି | ଚର୍ଚାହେଉଛି କି ସ୍ୱାସ୍ଥ୍ୟ କର୍ମୀ ଙ୍କ ଉପସ୍ଥିତି ରେ କୋଭିଡ କଟକଣା ଉଲଘଂନ ସରକାରୀ କର୍ମଚାରୀ ଙ୍କ ଏକ ବେପରୁଆ କାର୍ଯ୍ୟ | ଗୋଟିଏ କମ୍ପାନୀ ର ଅନୁଦାନ ରେ ମଶାରୀ ମିଳିଥିବା ବେଳେ ସରକାର ଙ୍କ ସଚେତନତା ବାଣ୍ଟିବାରେ କର୍ମୀ ମାନଙ୍କ ଦ୍ୱାରା ହେଉଥିବା କାର୍ଯ୍ୟକ୍ରମ କୋଭିଡ ଗାଇଡ଼ ଲାଇନ ଉଲଂଘନ ଏକ ଅପରାଧ ବୋଲି ଜନସାଧାରଣରେ ଆଲୋଚନା ହେଉଛି 

ଖଣ୍ଡପଡା ପ୍ରତିନିଧି ପ୍ରଦୀପ କୁମାର ପଣ୍ଡା ଙ୍କ ରିପୋର୍ଟ ଜନତା ଜିନ୍ଦାବାଦ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like