-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଅସଂଜତ ଅବସ୍ଥାରେ ଧରା ପଡିଲେ ମହିଳା "ଭିଡିଓ ଭାଇରାଲ" ପରେ ସଂପୂର୍ଣ୍ଣ ଘଟଣାର ମୋଡ଼ ବଦଳି ଗଲା

21-Mar-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାବୁଗାଁ ଥାନା ଅଞ୍ଚଳରେ ଗୋଟିଏ ଭିଡିଓ ଭାଇରାଲ ହେବାପରେ ରୋଚକ ପରିସ୍ଥିତି ସୃଷ୍ଟି ହୋଇଛି।ପରିବାରର ସମ୍ମାନ ପାଇଁ  ଦୁଇ ଭଉଣୀ ପରସ୍ପର ବିରୋଧରେ ଥାନାରେ ଏତଲା ଦେଇଛନ୍ତି ।ଜଣେ ମନ୍ଦିର ପୂଜକଙ୍କ ସହ ବିବାହିତା ମହିଳାଙ୍କ ବହୁ ଦିନ ହେଲା ଅନୈତିକ ସଂପର୍କ ରହିଥିଲା।ଅବୈଧ ସଂପର୍କରେ ପୂର୍ଣ୍ଣଚ୍ଛେଦ ପକାଇବା ପାଇଁ  ମହିଳାଙ୍କ ସାନଭଉଣୀ ଅନେକଥର ଉଦ୍ୟମ କରିବା ବିସଫଳ ହୋଇଥିଲେ। ଗୁରୁବାର ସକାଳେ ମନ୍ଦିର ପୂଜକଙ୍କୁ ଭେଟିବା ପାଇଁ ମହିଳା ଜଣକ ଯିବା ସମୟରେ ସାନଭଉଣୀ ନିଜ ସ୍ବାମୀଙ୍କ ସହ ପିଛା କରିଥିଲେ। ଗାଁ ନିକଟ ଏକ ଜମିରେ ବଡ଼ଭଉଣୀକୁ ଅସଂଜତ ଅବସ୍ଥାରେ ଦେଖି ସାନଭଉଣୀ ତୁରନ୍ତ ନିଜ ଭିଣୋଇକୁ ଖବର ଦେଇଥିଲେ। ପତ୍ନୀଙ୍କ ପରକୀୟପ୍ରୀତି ସଂପର୍କରେ ସୂଚନା ପାଇ ସ୍ଵାମୀ ପହଞ୍ଚି ପାଟିତୁଣ୍ଡ କରିଥିଲେ। ଆକ୍ରମଣ ସମ୍ଭାବନା ଥିବାରୁ ସୁଯୋଗ ଦେଖି ମନ୍ଦିର ପୂଜକ ସେଠାରୁ ଚମ୍ପଟ ମାରିଥିଲା। ମହିଳାଙ୍କୁ ତାର ସ୍ଵାମୀ ଗାଳିଗୁଲଜ କରି ପିଟିବା ଆରମ୍ଭ କରିଥିବା ବେଳେ ସାନଭଉଣୀ ଏବଂ ତାଙ୍କ ସ୍ବାମୀ ପୂରା ଘଟଣାର ଭିଡିଓ କରିଥିଲେ।ଭିଡିଓ ଭାଇରାଲ ହେବା ପରେ ସଂପୂର୍ଣ୍ଣ ଘଟଣାର ମୋଡ଼ ବଦଳି ଯାଇଥିଲା। ସମ୍ମାନହାନି କରିଥିବାରୁ ସାନଭଉଣୀ ଏବଂ ତାଙ୍କ ସ୍ଵାମୀଙ୍କ ବିରୋଧରେ ମହିଳା ଜଣକ ଥାନାରେ ଏତଲା ଦେଇଛନ୍ତି। ସେହିପରି ସାନଭଉଣୀ ମଧ୍ୟ ନିଜ ବଡ଼ଭଉଣୀ ଏବଂ ଭିଣୋଇଙ୍କ ବିରୋଧରେ ପାଲଟା ଅଭିଯୋଗ କରିଛନ୍ତି। ସମ୍ମାନ ପାଇଁ ଦୁଇ ଭଉଣୀ ଏମିତି ମୁହାଁମୁହିଁ ହୋଇଥିବା ବେଳେ ଏହି ଘଟଣାର ମୂଳ କାରଣ ମନ୍ଦିର ପୂଜକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like