-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଏବର୍ଷ ନାଟ୍ୟ ଭବଭୁତି ସମ୍ମାନ ଉମେଶ ପ୍ରସାଦ ରଥ ଓ ନାଟନାଟୁଆ ସମ୍ନାନ ରେ ସମ୍ମାନିତ ହେବେ ଦଶରଥ ମେହେର ll

22-Mar-2024




ସମ୍ବଲପୁର-(ସଞ୍ଜିବପାଣିଗ୍ରାହୀ)
ସମ୍ବଲପୁର ର ନାଟ୍ୟ ଅନୁଷ୍ଠାନ ମାନଙ୍କୁ ନେଇ ପ୍ରତିଷ୍ଠିତ "ନାଟନାଟୁଆ" ବିଗତ ବର୍ଷ ମାନଙ୍କ ପରି ଏହି ବର୍ଷ ମଧ୍ୟ ଆସନ୍ତା  ମାର୍ଚ୍ଚ 27 ତାରିଖ ଦିନ ବିଶ୍ୱ ନାଟ୍ୟ ଦିବସ ମହାସମାରୋହ ରେ ପାଳନ କରିବାକୁ ଯାଉଛି l ଏଥି ପାଇଁ ଇତିମଧ୍ୟରେ ଏକ ପ୍ରସ୍ତୁତି ବୈଠକ ସମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବର୍ଷ ଜିଲ୍ଲା ସାମ୍ବାଦିକ ସଙ୍ଘ ର ମିଳିତ ସହଯୋଗ ରେ ବିଶ୍ୱ ନାଟ୍ୟ ପାଳନ କରିବାକୁ ସ୍ଥିର ହୋଇଥିବା ବେଳେ 27 ମାର୍ଚ୍ଚ ଦିନ ପୂର୍ବାହ୍ନ ରେ ସାମ୍ବାଦିକ ଭବନ ଠାରେ ଏହି ନାଟ୍ୟକର୍ମୀ ମାନଙ୍କ ପାଇଁ ବିଶେଷ ଦିବସ ବିଶ୍ୱ ନାଟ୍ୟ ଦିବସ ଆୟୋଜନ କରାଯିବ l
ଏହି ଅବସରରେ ବିଶିଷ୍ଟ ନାଟ୍ୟବିଭୁତି ଉମେଶ ପ୍ରସାଦ ରଥ ଙ୍କୁ ନାଟକ କ୍ଷେତ୍ର ରେ ତାଙ୍କର ବିଶେଷ ଅବଦାନ ପାଇଁ "ନାଟ୍ୟ ଭବଭୁତି ସମ୍ମାନ" ରେ ସମ୍ମାନିତ କରାଯିବ ଓ  ଆବାହ ସଂଗୀତ ଦେଇ ନାଟକ କୁ ସଫଳ କରିଆସିଥିବା ତାରସେହେନାଇ ବାଦକ ଦଶରଥ ମେହେର ଙ୍କୁ "ନାଟନାଟୁଆ ସମ୍ମାନ" ରେ ସମ୍ମାନିତ କରାଯିବ ବୋଲି ନାଟନାଟୁଆ ର ସଂଯୋଜକ ସୂର୍ଯ୍ୟ ପାଣିଗ୍ରାହୀ,ଯୁଗ୍ମ ସଂଯୋଜକ ଅତିଶ ଶତପଥି ଓ ବିରୁପାକ୍ଷ ପ୍ରଧାନ ଏକ ପ୍ରେସ ବିବୃତ୍ତି ରେ ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like