-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||     

HOME   ଜିଲ୍ଲା

ବିଶ୍ବ ବନ ଦିବସ ପାଳିତ ଜଙ୍ଗଲ ଏବଂ ଅଭିନବତା : ଏକ ଉନ୍ନ‌ତ ବିଶ୍ବ ପାଇଁ ନୂତନ ସମାଧାନ

21-Mar-2024



ବଲାଙ୍ଗିର ( ପ୍ରେରଣା ଖବର ) :  ଆମର ଦୈନନ୍ଦିନ ଜୀବନ, ପରିବାର, ସମାଜ, ଦେଶ ଓ ଗ୍ରହ ପାଇଁ ଜଙ୍ଗଲର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ବାୟୁକୁ ଶୁଦ୍ଧ କରିବାଠାରୁ ଆରମ୍ଭ କରି ଅଗଣିତ ପ୍ରାଣୀ ତଥା ଉଦ୍ଭିଦ ପ୍ରଜାତିଙ୍କୁ ବାସସ୍ଥାନ ଯୋଗାଇ ଜଙ୍ଗଲ ସାରା ପୃଥ‌ିବୀର ରକ୍ଷକ ସାଜିଛି। ଖାଦ୍ୟ, ବସ୍ତ୍ର, ବାସଗୃହ ଔଷଧ, ପୋଷାକ, ଘରକରଣା ଇତ୍ୟାଦି ଦ୍ରବ୍ୟ ପ୍ରସ୍ତୁ ପ୍ରସ୍ତୁତି  ପାଇଁ ସବୁ କାର୍ଯ୍ୟରେ ପ୍ରତ ପ୍ରତ୍ୟକ୍ଷ ଭାବେ ହେଉ ଅବା ପରୋକ୍ଷରେ ଜଙ୍ଗଲର ଆବଶ୍ୟକତା ପଡୁଛି। ମଣିଷର ସୁବିଧାବାଦୀ କାର୍ଯ୍ୟକଳାପରେ ଆଜି ଜଙ୍ଗଲ ସମ୍ପଦ କ୍ଷତିଗ୍ରସ୍ତ ହେଉଛି। ଏହାର କୁପ୍ରଭାବ ସାରା ଜୀବଜଗତ ଉପରେ ପଡ଼ୁଥିବାରୁ ଆମକୁ ସଚେତନ, ସଜାଗ ଓ ସତର୍କ ରହିବାକୁ ବିଶ୍ବ ବନ ଦିବସ ଆହ୍ୱାନ ଦେଉଛି। ମାର୍ଚ୍ଚ ୨୧କୁ ସାରା ବିଶ୍ବ ବନ ଦିବସ ଭାବେ ପାଳନ କରୁଥିବାବେଳେ ଏହାଦ୍ବାରା ବିଶ୍ବବାସୀ ଜଙ୍ଗଲର ମହତ୍ତ୍ବ ବିଶେଷକରି ଜଳବାୟୁ ପରିବର୍ତ୍ତନ, ପୃଥ‌ିବୀରେ ଜୀବନଚକ୍ରକୁ ସନ୍ତୁଳିତ କରିବାରେ ଜଙ୍ଗଲ କିପରି ସାହାଯ୍ୟ କରେ ବିଷୟରେ ଅବଗତ ହେବେ ।

ଚଳିତ ବର୍ଷ ବିଶ୍ବ ବନ ଦିବସର ଥିମ୍ ରହିଛି ‘ଜଙ୍ଗଲ ଏବଂ  ଅଭିନବତା : ଏକ ଉନ୍ନ‌ତ ବିଶ୍ବ ପାଇଁ ନୂତନ ସମାଧାନ’। ଜଙ୍ଗଲ ସୁରକ୍ଷା ଏବଂ ଜଙ୍ଗଲ ସଂରକ୍ଷଣ ତଥା କିଭଳି ଭାବରେ ଜଙ୍ଗଲ ସମ୍ପଦକୁ ନ୍ୟାୟୋଚିତ ଭାବରେ ନିରନ୍ତର ଉପଯୋଗ କରାଯାଇ ପାରିବ ସେନେଇ ଥିବା ବାଧାବିଘ୍ନ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ମଧ୍ୟ ବିଶ୍ବ ବନ ଦିବସର ଅନ୍ୟତମ ଉଦ୍ଦେଶ୍ୟ ବୋଲି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଅମରାବତୀ ଇକୋକ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ବ ବନ ଦିବସ ପାଳିତ ଅବସରରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସାମଜସେବୀ ତଥା ପ୍ରକୃତିପ୍ରେମୀ ବିପିନ ରଣା , ସମ୍ମାନିତ ଅତିଥି ଭାବରେ ଦିଲିପ ରଣା, ଜନକ ବାରିକ, ପଦ୍ମନ ରଣା ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟମକୁ ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିୟର ରେଡ଼କ୍ରସ  କାଉନସେଲର ରାମନାରାୟଣ ଦାଶ ସଂଯୋଜନା କରିଥିଲେ ।   କାର୍ଯ୍ୟମରେ ଶିକ୍ଷକ ସୁଦର୍ଶନ ଦାଶ  କୃପାସିନ୍ଧୁ ମିଶ୍ର, ହିମାଂଶୁ ଶେଖର ବିଶ୍ୱାଳ, ଲିଙ୍ଗରାଜ ନନ୍ଦ, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ଶିବାନୀ ମଲ୍ଲିକ, ଦ୍ରୋପଦୀ ଭୋଇ, ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ , ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ  ଶିକ୍ଷୟିତ୍ରୀ ରେଣୁକା ସାହୁ   ପରିଚାଳନା କରିଥିଲା ବେଳେ ଶିକ୍ଷକ  ସମୀର ସେଠୀ, ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026

You Might Also Like