-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବିଶ୍ୱ ଜଳ ଦିବସ ପାଳିତ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳର ଉପାଦେୟତା ସମ୍ପର୍କରେ ସଚେତନତା

22-Mar-2024



ବଲାଙ୍ଗିର, ତା. ୨୨/୦୩ (  ପ୍ରେରଣା ଖବର ) :  ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ୱ ଜଳ  ଦିବସ  ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ସଭାପତିତ୍ୱ  ଅନୁଷ୍ଠିତ କାର୍ଯ୍ୟକ୍ରମରେ  ସମ୍ମନିତ ଅତିଥି ଭାବରେ ଖେଡୁ ରଣା ଯୋଗ ଦେଇଥିଲେ । ଜଳ ବିନା ପୃଥିବୀରେ କୌଣସି ଜୀବର ସତ୍ତା ନାହିଁ । ଜଳ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ପିଇବା ଠାରୁ ଆରମ୍ଭ କରି ଗାଧୋଇବା ପର୍ଯ୍ୟନ୍ତ ଜଳ ହେଉଛି ଏକ ପ୍ରାକୃତିକ ଉତ୍ସ ଯାହା ଆମର ଦୈନନ୍ଦିନ ଜୀବନରେ ଅପରିହାର୍ଯ୍ୟ ଅଟେ। ଆମେ ଦୈନନ୍ଦିନ କାର୍ଯ୍ୟକଳାପ ପାଇଁ ବ୍ୟବହାର କରୁଥିବା ଅଧିକାଂଶ ଜଳ ଭୂତଳ ଜଳ, ତୁଷାର ଏବଂ ନଦୀ ତଥା ଝରଣା ଗୁଡିକରୁ ଆସିଥାଏ।

ଆମର ସ୍ଥିର ଏବଂ ସୁସ୍ଥ ଜୀବନଶୈଳୀ ଅଛି ବୋଲି ସୁନିଶ୍ଚିତ କରିବାରେ ଏହି ପ୍ରାକୃତିକ ସମ୍ପଦ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମଧୁର ଜଳର ଗୁରୁତ୍ବ ସର୍ବୋତ୍ତମ ଅଟେ। ଜନସଂଖ୍ୟା ବୃଦ୍ଧି ସହିତ ଜଳର ବ୍ୟବହାର ବୃଦ୍ଧି ପାଉଛି, ସେତେବେଳେ ଏହାର ଉପଲବ୍ଧତା ହ୍ରାସ ପାଉଛି। ଆମକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ସମ୍ପଦ ଠାରୁ ଦୂରେଇ ନ ଯିବା ପାଇଁ ମଧୁର ଜଳ ସଂରକ୍ଷଣରେ ଏକତ୍ର ହୋଇ କାର୍ଯ୍ୟ କରିବା ଆବଶ୍ୟକ।  ବିକାଶ ଲକ୍ଷ୍ୟ (ଏସଡିଜି) -୬ ' ସ୍ୱଚ୍ଛ ଜଳ ଏବଂ ପରିମଳ ' ଉପରେ ଧ୍ୟାନ ଦେଇଥାଏ। ୨୦୨୪ ପାଇଁ ବିଶ୍ବ ଜଳ ଦିବସ ପାଳନର ଥିମ୍ ହେଉଛି ' ଶାନ୍ତି ପାଇଁ ଜଳ '। ଏହାର ଉଦ୍ଦେଶ୍ୟ ହେଉଛି ବିଶ୍ବ ରାଜନୀତିରେ ସ୍ଥିରତା ଏବଂ ଶାନ୍ତି ପ୍ରତିଷ୍ଠା ପାଇଁ ଜଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ଆଲୋକପାତ କରିବା।  ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ଵ ତଥା ଆବଶ୍ୟକତା ବିଷୟରେ ଅତିଥି,  ପ୍ରଧାନଶିକ୍ଷକ ତଥା ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ମତପ୍ରକାଶ କରିଥିଲେ । ଏକ ଜନ ସଚେତନତା କାର୍ଯ୍ୟକ୍ରମ ସୃଷ୍ଟି କରିଛନ୍ତି।   କାର୍ଯ୍ୟମରେ  ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ, ଶିକ୍ଷୟିତ୍ରୀ ରେଣୁକା ସାହୁ, କାନ୍ତି ଭୋଇ, ଦ୍ରୋପଦୀ ଭୋଇ, ଶିକ୍ଷକ କୃପାସିନ୍ଧୁ ମିଶ୍ର, ସମୀର ସେଠୀ,   ଲିଙ୍ଗରାଜ ନନ୍ଦ, ହିମାଂଶୁ ବିଶ୍ୱାଳ, ସୁଦର୍ଶନ ଦାଶ , ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ ।  କାର୍ଯ୍ୟକ୍ରମକୁ   ବିଜ୍ଞାନ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ  ପରିଚାଳନା କରିଥିଲା ବେଳେ ପ୍ରକୃତିବନ୍ଧୁ ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026

You Might Also Like