-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||     

HOME   ଜିଲ୍ଲା

ଶିକ୍ଷକଙ୍କ ଦ୍ୱାରା ବିଶ୍ଵ ଜଳ ଦିବସ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ

22-Mar-2024



ଖଲ୍ଲିକୋଟ : ବିଶ୍ବ ଜଳ ଦିବସ ପ୍ରତିବର୍ଷ ମାର୍ଚ୍ଚ ୨୨ ତାରିଖରେ ବିଶ୍ବସାରା ପାଳିତ ହୋଇଥାଏ। ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ଵ ତଥା ଆବଶ୍ୟକତା ବିଷୟରେ ବିଜ୍ଞାନ ଶିକ୍ଷକ ତଥା ସମାଜସେବୀ ନିରଞ୍ଜନ ବିଶ୍ୱାଳ ଏକ ଜନ ସଚେତନତା କାର୍ଯ୍ୟକ୍ରମ ସୃଷ୍ଟି କରିଛନ୍ତି। ଜଳ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ପିଇବା ଠାରୁ ଆରମ୍ଭ କରି ଗାଧୋଇବା ପର୍ଯ୍ୟନ୍ତ ଜଳ ହେଉଛି ଏକ ପ୍ରାକୃତିକ ଉତ୍ସ ଯାହା ଆମର ଦୈନନ୍ଦିନ ଜୀବନରେ ଅପରିହାର୍ଯ୍ୟ ଅଟେ। ଆମେ ଦୈନନ୍ଦିନ କାର୍ଯ୍ୟକଳାପ ପାଇଁ ବ୍ୟବହାର କରୁଥିବା ଅଧିକାଂଶ ଜଳ ଭୂତଳ ଜଳ, ତୁଷାର ଏବଂ ନଦୀ ତଥା ଝରଣା ଗୁଡିକରୁ ଆସିଥାଏ। ଆମର ସ୍ଥିର ଏବଂ ସୁସ୍ଥ ଜୀବନଶୈଳୀ ଅଛି ବୋଲି ସୁନିଶ୍ଚିତ କରିବାରେ ଏହି ପ୍ରାକୃତିକ ସମ୍ପଦ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମଧୁର ଜଳର ଗୁରୁତ୍ବ ସର୍ବୋତ୍ତମ ଅଟେ।

* 

 ମଧୁର ଜଳ ନିଶ୍ଚିତ କରେ ଯେ ଶରୀରର ସୁସ୍ଥତା ଆଉ ସବଳତା। ଜନସଂଖ୍ୟା ବୃଦ୍ଧି ସହିତ ଜଳର ବ୍ୟବହାର ବୃଦ୍ଧି ପାଉଛି, ସେତେବେଳେ ଏହାର ଉପଲବ୍ଧତା ହ୍ରାସ ପାଉଛି। ଆମକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରାକୃତିକ ସମ୍ପଦ ଠାରୁ ଦୂରେଇ ନ ଯିବା ପାଇଁ ମଧୁର ଜଳ ସଂରକ୍ଷଣରେ ଏକତ୍ର ହୋଇ କାର୍ଯ୍ୟ କରିବା ଆବଶ୍ୟକ। ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନିରୋ ଠାରେ ମିଳିତ ଜାତିସଂଘର ଆୟୋଜିତ ' ପର୍ଯ୍ୟାବରଣ ଓ ବିକାଶ ସମ୍ମେଳନ ' ରେ ବିଶ୍ବ ଜଳ ଦିବସ ପାଳନ କରାଯିବାର ନିଷ୍ପତି ନିଆଯାଇଥିଲା।୧୯୯୩ ମସିହାଠାରୁ ବିଶ୍ବ ଜଳ ଦିବସ ଜାତିସଂଘ ଆନୁକୁଲ୍ୟରେ ପାଳିତ ହୋଇ ଆସୁଅଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ (SDG) -୬ ' ସ୍ୱଚ୍ଛ ଜଳ ଏବଂ ପରିମଳ ' ଉପରେ ଧ୍ୟାନ ଦେଇଥାଏ। ବିଶ୍ବ ପରିବେଶରେ ସୁଧାର ଆଣିବା ପାଇଁ ମିଳିତ ଜାତିସଂଘ ୧୭ ଟି ନିରନ୍ତର ବିକାଶ ଲକ୍ଷ୍ୟ ସ୍ଥିର କରିଛି।୨୦୨୪ ପାଇଁ ବିଶ୍ବ ଜଳ ଦିବସ ପାଳନର ଥିମ୍ ହେଉଛି ' ଶାନ୍ତି ପାଇଁ ଜଳ '। ଏହାର ଉଦ୍ଦେଶ୍ୟ ହେଉଛି ବିଶ୍ବ ରାଜନୀତିରେ ସ୍ଥିରତା ଏବଂ ଶାନ୍ତି ପ୍ରତିଷ୍ଠା ପାଇଁ ଜଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ଆଲୋକପାତ କରିବା। ଏହା ମଧ୍ୟ ବିଶ୍ବବ୍ୟାପୀ ଜଳକୁ ଏକତ୍ର କରି ଯେଉଁ ପ୍ରସଙ୍ଗ ଗୁଡ଼ିକ ରହିଛି ତାହା ଉପରେ ଚର୍ଚ୍ଚା କରିବାକୁ ଲକ୍ଷ୍ୟ ରଖିଛି। ଜଳ ଜୀବନର ଏକ ଅତ୍ୟାବଶ୍ୟକ ମୌଳିକ ଉପାଦାନ। ବଞ୍ଚିବା ପାଇଁ ଆମ ସମସ୍ତଙ୍କୁ ଜଳ ନିହାତି ଆବଶ୍ୟକ। ଜଳ ବିନା ପୃଥିବୀରେ କୌଣସି ଜୀବର ସତ୍ତା ନାହିଁ। ଶିକ୍ଷକ ନିରଞ୍ଜନ ଏହି ଦିବସ ଉପଲକ୍ଷେ ଗାଁ ମାନଙ୍କୁ ଯାଇ ରାଲି କରି ଜଳର ମହତ୍ତ୍ଵ,ଆବଶ୍ୟକତା,ସ୍ୱଚ୍ଛତା, ସଂରକ୍ଷଣ, ଅନାବଶ୍ୟକ ବ୍ୟବହାର ଇତ୍ୟାଦି ବିଷୟରେ ସ୍ଲୋଗାନ ପ୍ରଦାନ କରି ଏକ ସଚେତନତା ସୃଷ୍ଟି କରିଛନ୍ତି।ଶିକ୍ଷକ ନିରଞ୍ଜନ ବିଶ୍ୱାଳ ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କଞ୍ଚଣା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା ବୃତ୍ତିରେ ନିୟୋଜିତ ହେବା ସହିତ ପୂର୍ବରୁ ବହୁ  ସମାଜ ମଙ୍ଗଳକାରି କାର୍ଯ୍ୟମାନ କରି ଜନସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026

You Might Also Like