-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||     

HOME   ଜିଲ୍ଲା

ନୁନହାଡରେ କଂଗ୍ରେସ ର ଜୋନ୍ ସ୍ତରୀୟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ, ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋ ମୂଳ ଲକ୍ଷ୍ୟ: ଅନିଲ କୁମାର ମେହେର

22-Mar-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବେଲପଡା ବ୍ଳକ ନୁନହାଡ ସ୍ଥିତ ଆମ୍ବତୋଟା ଠାରେ  ଜୋନ୍ ନଂ ୨୫ ସ୍ତରୀୟ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ବ୍ଳକ ସଭାପତି ପତିତପାବନ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ  ପିସିସି ସଭ୍ୟ ଅନିଲ କୁମାର ମେହେର ଯୋଗଦେଇ ଉପସ୍ଥିତ କର୍ମୀ ମାନଙ୍କୁ 

ଉଦବୋଧନ ଦେଇଥିଲେ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପାରଗତା ଶୋଷଣ ନୀତି ଉପରେ ଉଦବୋଧନ ଦେବା ସହ କଂଗ୍ରେସ ସରକାରଙ୍କ ନୀତି ଆର୍ଦଶରେ ୧୫୦/୨୦୦  କର୍ମୀ କଂଗ୍ରେସ ଦଳରେ ସାମିଲ ହୋଇଥିବା ବେଳେ ଦଳୀୟ ପତାକା ଦେଇ କର୍ମୀ ମାନଙ୍କୁ ସ୍ବାଗତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବନମାଳୀ ମେହେର, ଚନ୍ଦନ ସାହୁ, ସାଧୁଚରଣ ମେହେରଙ୍କ ସମେତ ୨ ହଜାରରୁ ଉର୍ଦ୍ଧ୍ବ କର୍ମୀ ଉପସ୍ଥିତ ଥିଲେ । ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ କହିଥିଲେ ଯେ ଦୀର୍ଘ ୨୫ ବର୍ଷ ଧରି ରାଜ୍ ପରିବାର ରାଜୁତି କରି ଆସୁଥିଲେ କିନ୍ତୁ ଅଞ୍ଚଳର କୌଣସି ବିକାଶ ହୋଇନଥିବାରୁ ୨୦୧୯ ମସିହାରେ ଜନସାଧାରଣ ପରିବର୍ତ୍ତନଶୀଳ କରିବା ପାଇଁ ବିଜେଡି ବିଧାୟକଙ୍କ ଉପରେ ବିଶ୍ବାସ ରଖି ବିଜୟ କରାଇଛନ୍ତି। କିନ୍ତୁ ବିଧାୟକଙ୍କ କାର୍ଯ୍ୟ କାଳରେ ଅଫିସର୍ ରାଜ ଚାଲୁଥିବା ବେଳେ ସାଧାରଣ ଜନତାଙ୍କ ପ୍ରତି ଦୃଷ୍ଟିଗୋଚର ହୋଇ ପାରୁ ନାହିଁ l

 ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଗୋଟିଏ ସ୍ଥାନରେ ରହି ଜନତାଙ୍କ ପ୍ରତି ଉଚିତ ବ୍ୟବହାର ପ୍ରଦର୍ଶନ କରୁନାହାନ୍ତି କି ଠିକ୍ ଭାବରେ କାର୍ଯ୍ୟ ତୁଲାଉନାହାନ୍ତି । ଯଦି ସରକାରୀ କର୍ମଚାରୀଙ୍କ ଜୁଲମ ହଟାଇବା ପାଇଁ ଚାହୁଁଛନ୍ତି ତାହେଲେ ୨୦୨୪ ନିର୍ବାଚନ ରେ କଂଗ୍ରେସ ବିଧାୟକ ଜିତାଇ ନିଜକୁ ନିଜେ ଜଣେ ଅନିଲ ମେହେର ଭାବନ୍ତୁ ବୋଲି ପରାମର୍ଶ ଦେଇଛନ୍ତି।ଅନିଲ ମେହେର ଙ୍କ ଏଭଳି ପ୍ରତିକ୍ରିୟା ଶୁଣି ଜନସାଧାରଣରେ ଖୁସିର ମାହୋଲ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026

You Might Also Like