-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

23-Mar-2024



ବୌଦ୍ଧ(ଜୟାନନ୍ଦ ମିଶ୍ର ): ବୌଦ୍ଧ ଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦର ସାଧାରଣ ସମ୍ପାଦକ ସୁଧାଂଶୁ ଡାଙ୍ଗ ଙ୍କ ନେତୃତ୍ତ୍ଵରେ ଛୁଆଁ ଅଛୁଆଁ ଭେଦଭାବ ଏବଂ ଜାତିଆଣ ଆକ୍ଷେପ କରିଥିବା ଯୋଗୀନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକଙ୍କ ବହିଷ୍କାର ଦାବିରେ ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ, ବିଜ୍ଞାନ ଶିକ୍ଷକ ମନୋଜ କୁମାର ସାହୁ ଓ ସଂସ୍କୃତ ଶିକ୍ଷୟିତ୍ରୀ ଅନୁସୟା ଦେବୀ ଗତ ୧୪.୦୨.୨୦୨୪ ରିଖ ସରସ୍ବତୀ ପୂଜା ଦିନ ଗଣ୍ଡା ଜାତିର ଦଶମ ଶ୍ରେଣୀର ଛାତ୍ର ଶକ୍ତି ସଞ୍ଜତ ହରିପାଲଙ୍କୁ ଜାତିଆଣ ଆକ୍ଷେପ ତଥା ଛୁଆଁ ଅଛୁଆଁ ଭେଦଭାବ କରିବା ସହିତ ମାନସିକ ନିର୍ଯାତନା ଦେଇ ପ୍ରସାଦ ସେବନ ସମୟରେ ଦୂରେଇ ରହିବାକୁ କଡା ଭାଷାରେ ତାଗିତ କରିଥିଲେ l ରାଜ୍ୟ ସରକାର ଶିକ୍ଷାକୁ ସର୍ବବ୍ୟାପୀ ସର୍ବସ୍ପର୍ଶୀ କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ପରିସରକୁ ଦଣ୍ଡମୁକ୍ତ ଏବଂ ଭେଦଭାବ ଶୂନ୍ୟ ଅଞ୍ଚଳ ଘୋଷଣା କରିଥିବାବେଳେ ୩ ଜଣ ସରକାରୀ ଶିକ୍ଷକ / ଶିକ୍ଷୟିତ୍ରୀଙ୍କ ଏହି ଭଳି ଆଚରଣ ଗଣ୍ଡା ସମାଜକୁ ଗଭୀର ଆଘାତ ଦେଇଥିଲା l ଏହି ପରିପ୍ରେକ୍ଷୀରେ ଉପରୋକ୍ତ ୩ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗତ ୧୭.୦୨.୨୦୨୪ ରିଖରେ ବୌଦ୍ଧ ଜିଲ୍ଲା ପାଣ-ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ଏକ ଲିଖିତ ଦାବିପତ୍ର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲେ ମଧ୍ୟ କେବଳ ସଂସ୍କୃତ ଶିକ୍ଷୟିତ୍ରୀ ଅନୁସୟା ଦେବୀଙ୍କୁ ନିଲମ୍ବନ କରାଯାଇଛି l ତେଣୁ ସଂଗଠନ ତରଫରୁ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ ଏବଂ ବିଜ୍ଞାନ ଶିକ୍ଷକ ମନୋଜ କୁମାର ସାହୁଙ୍କ ତୁରନ୍ତ ବହିଷ୍କାର ଦାବୀ ରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବା ସହିତ ଗଣଧାରଣା ଦିଆଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ କେଂଦେରା କୁଜୁର ଆସନ୍ତା ଜୁନ ମାସ ଶେଷ ସୁଦ୍ଧା ସାଧାରଣ ନିର୍ବାଚନ - ୨୦୨୪ ପ୍ରକ୍ରିୟା ସରିବା ପରେ ପ୍ରଧାନ ଶିକ୍ଷକ ଏଵଂ ସହକାରୀ ଶିକ୍ଷକ ଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଲିଖିତ ପତ୍ର ପ୍ରଦାନ ପରେ ଗଣଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଗଣଧାରଣା କାର୍ଯ୍ୟକ୍ରମରେ ସଂଗଠନର ଜିଲ୍ଲା ଉପ ସଭାପତି ମକରଧ୍ଵଜ ମହାନନ୍ଦିଆ, ଦଶରଥ ବେହେରା , କୋଷାଧ୍ୟକ୍ଷ ରାମଚନ୍ଦ୍ର ତାଣ୍ଡି , ସହକାରୀ କୋଷାଧ୍ୟକ୍ଷ ଶ୍ରୀନିବାସ ହାତୀ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ନନ୍ଦିନୀ ନାଏକ , ଧରଣୀଧର ବିଭାର , ବିଶ୍ୱଜିତ ହରିପାଲ , ରମେଶ ମହାନନ୍ଦିଆ , ବରିଷ୍ଠ ସମାଜସେବୀ ଜୟରାମ ହରିପାଲ , ହରିହର ହରିପାଲ , ଜଗବନ୍ଧୁ ବାଦୀ , ଶ୍ରୀଧର କୁମ୍ଭାର , ସୁବ୍ରତ କୁମାର ଜଗଦଲା , ଚିତ୍ତ ରଞ୍ଜନ ବେହେରା, ଲଳିତ କହଁର , ସନତ କହଁର , ଭୂବନ ଭବସାଗର , କପିଳ ଭବସାଗର , ବରୁଣ ରାଜଦୀପ ପ୍ରମୁଖ ଶତାଧିକ ସମାଜସେବୀ ଯୋଗଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like