-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପୋଲିସ୍ ପକ୍ଷ ରୁ ୪ କ୍ଵିଣ୍ଟାଲ ୬୫ କେଜି ଗଂଜେଇ ଜବତ ସୋନପୁର ପୋଲିସ୍ ର ରେକର୍ଡ ସଫଳତା

23-Mar-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ ) ସକାଳ ୯ ଘଣ୍ଟା ସମୟରେ ସୋନପୁର ପୋଲିସ୍ ର ପେଟ୍ରୋଲିଂ ବେଳେ କୌଣସି ସୁତ୍ର ରୁ ଖବର ପାଈ  ହlର୍ଭେଷ୍ଟର ଲୋଡ଼ିଂ ଥିବା ଏକ ଇଚର୍ କମ୍ପାନୀ ଟ୍ରାକ୍ଟର ୩୮୦ କୁ ଯାଞ୍ଚ କରି ସେଥିରୁ ୪ କ୍ଵିଣ୍ଟାଲ ୬୫ କେଜି  ଗଞ୍ଜେଇ ଜବତ କରିଛି l ଯାହାର କି ମୂଲ୍ୟ ୧୫ ଲକ୍ଷ ରୁ ଅଧିକ ବୋଲି ସୂଚନା ମିଳିଛି l ଏବଂ ସୋନପୁର ପୋଲିସ୍ ଟିମ ର ଏକ ରେକର୍ଡ ସଫଳତା ମଧ୍ୟ ନିଶ୍ଚିତ l ସୋନପୁର ଥାନା ଭାରପ୍ରାପ୍ତ ଅଧିକାରୀ ଲୋକନାଥ ସାହୁ ଙ୍କ ନେତୃତ୍ୱ ରେ ଏକ ସ୍ପେଶlଲ୍ ସ୍କ୍ୱlର୍ଡ ଆଜି ଏଇ ଟ୍ରାକ୍ଟର ସହ ଗଞ୍ଜେଇ ଜବତ କରି ଅଭିଯୁକ୍ତ ବୌଦ୍ଧ ଜିଲ୍ଲା ର ମନମୁଣ୍ଡl ଥାନା ଅନ୍ତର୍ଗତ ଖଟଖଟିଆ ଗାଁ ର ୨୪ ବର୍ଷୀୟ ଯୁବକ ରିଲୁ ବିଶି ଓ ୨୨ ବର୍ଷୀୟ ଯୁବକ ମାନସ ଭୋଇ ଙ୍କୁ ସୋନପୁର ପି ଏସ କେଶ ନମ୍ୱର୍ ୧୧୯ ତାରିଖ ୨୩-୦୩-୨୪  (us 20 ) b ii c ୨୫/୨୯ ଧାରା ରେ ଗିରଫ କରିଛି l ଆଜି ଏ ଘଟଣା ନେଇ ସୋନପୁର ପୋଲିସ ଷ୍ଟେସନ ରେ ସୁବର୍ଣ୍ଣପୁର ଏସପି ଶ୍ରୀ ୟସ୍ ପ୍ରତାପ ଶ୍ରୀମାଲ ଙ୍କ ନେତୃତ୍ୱ ରେ ଆଇ ଆଇ ସି ଲୋକ ନାଥ ସାହୁ ଙ୍କ ଉପସ୍ଥିତି ରେ ଏକ ସାମ୍ୱାଦିକ ସମ୍ମିଳନୀ ଅୟୋଜନ କରାଯାଇ ଏସପି ଶ୍ରୀମାଲ ସମସ୍ତ ସୂଚନା ଦେଇଛନ୍ତି l ନୂତନ ଏସପି ଶ୍ରୀ ଶ୍ରୀମାଲ ଙ୍କ ତତ୍ଵlବଧାନ ରେ ଏବଂ ଥାନା ଅଧିକାରୀ ଶ୍ରୀ ସାହୁ ଙ୍କ  ସ୍ପେସାଲ ସ୍କ୍ୱାର୍ଡ ଙ୍କ ଉଦ୍ୟମ ରେ ଆଜି ଜିଲ୍ଲା ପୋଲିସ୍ କୁ ଏକ ରେକର୍ଡ ସଫଳତା ମିଳିଥିବାରୁ ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା