-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
23-Dec-2020
ବାରିପଦା, (ପ୍ରେରଣା ଖବର) - ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ ନାଁ । ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ library ର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ l