-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ବିଶ୍ୱ ଘର ଚଟିଆ ଦିବସ ପାଳିତ

21-Mar-2024



ବୌଦ୍ଧ (ପ୍ରେରଣା ଖବର ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ୱ ଘର ଚାଟିଆ ଦିବସ  ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବନମାଳୀ ମେହେରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟମକୁ ଶିକ୍ଷକ ସତ୍ୟଜିତ ପଣ୍ଡା ସଂଯୋଜନା କରିଥିଲେ ।  ପ୍ରକୃତି ଓ ଜୈବ ବିବିଧତାର ଅନନ୍ୟ ସୃଷ୍ଟି ହେଉଛି ଘରଚଟିଆ ।ଘରେ ରହିବାକୁ ପସନ୍ଦ କରୁଥିବା ଘରଚଟିଆ ଏବେ ଖୋଜୁଛି ଘର । ସିମେଣ୍ଟ, କଂକ୍ରିଟ୍ ଗାଆଁ ଦାଣ୍ଡରେ ଖୋଜି ପାଉନି ନୁଆଁଣିଆ ଚାଳ ଘରଟିଏ । ଯେଉଁଠି ସେ ଛୋଟିଆ ବସାଟିଏ ତୋଳିବ । ହେଲେ ସେ ପାଉନି ।  ପରିବେଶ ଭିତରେ ଏମାନେ ନିଜକୁ ଖାପ ଖୁଆଇ ଚଳିବା କଷ୍ଟକର ହୋଇପଡିଛି ,ନା ସେମାନଙ୍କ ପାଇଁ ପର୍ଯ୍ୟାପ୍ତ ସଂଖ୍ୟାରେ ଚାଳ ଛପର ଘର ଅଛି । ଯେଉଁଥିପାଇଁ ଏମାନଙ୍କ ବଂଶ ଲୋପ ପାଇବାକୁ ବସିଲାଣି । ଆଉ ଶୁଭୁନାହିଁ ସେମାନଙ୍କର ସୁମଧୁର କିଚିରି ମିଚିରି ଶବ୍ଦ । ଏବେ କାଁ ଭାଁ ଏକାକୀ ବିଚରଣ କରୁଥିବାର ଦେଖୁବାକୁ ମିଳୁଛି  । କୁନି ପକ୍ଷୀମାନଙ୍କୁ ଘରକୁ ଫେରାଇ ଆଣିବା ପାଇଁ ଘର ଆଗରେ ଏଭଳି କୃତ୍ରିମ ବସା ଲଗାନ୍ତୁ । ଏମାନଙ୍କ ସୁରକ୍ଷା ସମସ୍ତଙ୍କର ଦାୟିତ୍ଵ । ନଚେତ୍ ଆସନ୍ତା ଦିନରେ  ଏମାନଙ୍କ ବଂଶ ସମ୍ପୂର୍ଣ୍ଣ ଲୋପ ପାଇଯିବ । ଏମାନେ ପିଲାଙ୍କ ଛବି ବହିରେ କେବଳ ଛବି ହୋଇ ରହିଯିବେ  ବୋଲି ପ୍ରଧାନ ଶିକ୍ଷକ ତଥା ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ମତପ୍ରକାଶ କରିଥିଲେ । ଏହି କାର୍ଯ୍ୟମରେ ଶିକ୍ଷକ ସୁଜିତ୍ କୁମାର୍ ତାରିଆ,  ସରୋଜ ସାହୁ, ଆଲୋକ ପରଡ଼ିଆ, ଦେବସ୍ରୀତ ପ୍ରଧାନ, ଶିକ୍ଷୟିତ୍ରୀ  ମୀରବାଇ ଧରୁଆ, ସୁପ୍ରିୟା ପ୍ରିୟଦର୍ଶିନୀ, ଗୀତାଞ୍ଜଳୀ ସାହୁ,  ଛାତ୍ରଛାତ୍ରୀ  ଉପସ୍ଥିତ ରହି ସହଯୋଗ କରିଥିଲେ । ପରିଶେଷରେ ଶିକ୍ଷକ    ବୀରଭଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like