-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||     

HOME   ଜିଲ୍ଲା

ନଳକୂପ ଅଚଳକୁ ପଞ୍ଚାୟତ ଓ ବିଭାଗୀୟ ଅଫିସର ମଧ୍ୟ ଅଚଳ

24-Mar-2024



ନୂଆପଡ଼ା  (ଡୋଲେଶ୍ଵର ଵାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ରୋକାଳ ଗ୍ରାମପଞ୍ଚାୟତ ଅଧିନସ୍ତ ଜୟବାହାଳ ଗ୍ରାମର ବିଦ୍ୟାଧର ପଡ଼ାରେ ଆଜକୁ ଛଅମାସ ହେବ ନଳକୂପ ଅଚଳ ଅବସ୍ଥାରେ ପଡ଼ିରହିଛି । ଯେତେ  ଗୁହାରି କଲେ ମଧ୍ୟ ଶୁଣୁ ନାହାନ୍ତି ବିଭାଗୀୟ ଅଧିକାରୀ ବାବୁମାନେ  ।ଦିନକୁ ଦିନ ଗରମ ତାତି ବଢ଼ି ଚାଲିଛି ପାଣି ଟୋପାଏ ପାଇଁ ପଡା ବାସି ଡହକ ବିକଲ । ଅଧ କିଲୋମିଟର  ଦୂର ଏକ କୁଆଁରୁ ପିଇବା ପାଣି ଆଣି ଜୀବନ ଅତିବାହିତ କରୁଛନ୍ତି ପଡ଼ା ବାସି । ଗୋଟିଏ ପଟେ ସରକାରଙ୍କ ଘର ଘର ମେ ନଳ ହର୍ ଘର୍ ଜଲ୍ ବୋଲି ଡିଡିମ୍ବ ପିଟୁଥିବା ବେଲେ ବିଦ୍ୟାଧର ପଡ଼ା ପାଇଁ ଏହା ସାତ ସପନ ପାଲଟିଛି। ବସୁଧା ଯୋଜନା ରେ ପାଇପ ଲାଇନ ଯାଇଛି ହେଲେ ସମସ୍ତ ଘରକୁ ସଂଯୋଗି କରଣ ହୋଇ ନଥିବା କଥା ପଡ଼ା ବାସି ପ୍ରକାଶ କରିଛନ୍ତି। ସଂଯୋଗୀ କରଣ ପାଇଁ ଜଣାଇ ଥିଲେ ମଧ୍ୟ ବଡ଼ ବଡିଆ  ଅଫିସର ବାବୁ ମାନେ ଶୁଣୁ ନାହାନ୍ତି  ବୋଲି ଅଭିଯୋଗ ହେଉଛି। ବ୍ଲକ ଓ ଜିଲ୍ଲା ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଆଲୋଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026

You Might Also Like