-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ ଇଲେଭେନ ଆନୁକୁଲ୍ୟରେ ବଲ୍ ବ୍ୟାଡମିଣ୍ଟନ ପ୍ରତିଯୋଗିତା

24-Mar-2024



କଟକ (ପ୍ରେରଣା ଖବର ): ସ୍ଥାନୀୟ ସୁଭଦ୍ରାପୁର ନିକଟସ୍ଥ ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଫ୍ରେଣ୍ଡସ ଇଲେଭେନ ଅର୍ଗାନାଇଜେସନ୍ ଆନୁକୁଲ୍ୟରେ ୨ୟ ବସନ୍ତ ବିଶ୍ଵାଳ ସ୍ମାରକୀ ଦିବାରାତ୍ର ବଲ୍ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଓଡ଼ିଶା ଏବଂ ଓଡିଶା ବାହାରର ୧୦ଗୋଟି ଦଳ ଅଂଶ ଗ୍ରହଣ କରିଥିଲେ। ଫ୍ରେଣ୍ଡସ୍ ଇଲେଭେନର ସମ୍ପାଦକ କାହ୍ନୁ ଚରଣ ବିଶ୍ଵାଳ,କୋଷାଧ୍ୟକ୍ଷ ଅନିଲ କୁମାର ନାୟକ,ସାରା ଆକାଶ କ୍ଲବର ସଭାପତି ଗଜାନନ ବିଶ୍ଵାଳ ଏବଂ କୋଷାଧ୍ୟକ୍ଷ ଅଭିଜିତ୍ ବିଶୋଇ ଖେଳର ଉଦଘାଟନ କରିଥିଲେ। ଅତିଥି ଭାବେ ୫୬ୱାର୍ଡ କର୍ପୋରେଟର ଲିପ୍ସା ନାୟକ, ପୂର୍ବତନ କର୍ପୋରେଟର ତଥା ଆମ ପ୍ରିୟ ବଡଭାଇ ସଂଜୟ କୁମାର ବରାଳ,ବିଶିଷ୍ଟ ସମାଜସେବୀ ବିଶ୍ୱରଞ୍ଜନ ବିଶ୍ଵାଳ,କମଳାକାନ୍ତ ବରାଳ,ଶକ୍ତିରଞ୍ଜନ ଦାସ,ଚିତ୍ତରଞ୍ଜନ ବିଶ୍ଵାଳ ଯୋଗଦାନ କରିଥିଲେ। କଟକ ଜିଲ୍ଲା ବଲ୍ ବ୍ୟାଡମିଣ୍ଟନ ସମ୍ପାଦକ ଅଜୟ କୁମାର ସାହୁ ଏବଂ ସଭାପତି ପାର୍ଥ ସାରଥି ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ। ଲିଙ୍ଗରାଜ ପୃଷ୍ଟି,ମୀନକେତନ ପଣ୍ଡା,ଏମ୍ ଡି ରେହେମାନ୍ ଏବଂ ମହେଶ୍ୱତା ସାହୁ ମ୍ଯାଚ ପରିଚାଳନା କରିଥିଲେ। ପ୍ରତିଯୋଗିତାର ଫାଇନାଲ୍ ମ୍ୟାଚ୍ ଭୁବନେଶ୍ବର ଦଳ ୨-୦ ସେଟରେ ରାୟଗଡାକୁ ପରାସ୍ତ କରି ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ଚାମ୍ପିୟନ ଦଳକୁ ନଗଦ ୫୦୦୦ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବା ସହିତ ରନର୍ସ ଅପ୍ ଦଳକୁ ନଗଦ ୩୦୦୦ ଟଙ୍କା ସହିତସହ ଟ୍ରଫି ପ୍ରଦାନ କରାଯାଇଥିଲା। ପ୍ରତିଯୋଗିତାଟିକୁ ସାଫଲ୍ୟ ମଣ୍ଡିତ କରିବା ରେ ମା ଚର୍ଚ୍ଚିକା ୟୁଥ ଆସୋସିଏସନ,ବାଙ୍କୀ ଏବଂ ସାରା ଆକାଶ କ୍ଲବ,ସୁଭଦ୍ରାପୁରର ଯୋଗଦାନ ଅବର୍ଣ୍ଣନୀୟ ପରିଶେଷରେ ଗଜାନନ ବିଶ୍ଵାଳ,ଫ୍ରେଣ୍ଡସ୍ ଇଲେଭେନ ପରିବାର ତରଫରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like