-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗର ଚଢ଼ାଉ,୨ ଗିରଫ

24-Mar-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ଡଙ୍ଗରା ଓ ମେଞ୍ଜର ଗ୍ରାମର ୨ଜଣ ଙ୍କ ଘରେ ଅବକାରୀ ବିଭାଗ ଚଢ଼ାଉ କରି ୨୦.୮ ଲିଟର ବିଅର  ମଦ ଜବତ କରିଛି । ଅବକାରୀ ବିଭାଗ ଅଧିକ୍ଷକ ଅଭିରାମ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଏବଂ  ଅବକାରୀ ବିଭାଗ ନିରୀକ୍ଷକ ରଞ୍ଜୁଲତା ବାରିକଙ୍କ ତତ୍ତ୍ଵାବଧାନରେ ରବିବାର ଦିନ ଡାବୁଗାଁ ଥାନା ଅଧୀନ ଡଙ୍ଗରା ଗ୍ରାମରଜଦୁରାମ ଗୌଡ ଓ ମେଞ୍ଜର ଗ୍ରାମ ର ଭଗବାନ ଭତ୍ରା ଙ୍କ ଘରେ ଚଢ଼ାଉ କରି ୨୦.୮ ବିଅର  ଜବତ କରିଥିଲେ । ୨ ଜଣ ଙ୍କୁ ଗିରଫ କରି ନୋଟିସ ଦିଆଯାଇ ଛାଡି ଦିଆଯାଇଛି | ଏହି ଚଢ଼ାଉ ରେ ଡାବୁଗାଁ ଅବକାରୀ ବିଭାଗ ଉପ ନିରୀକ୍ଷକ ବୁଲୁ ପାତ୍ର, ସହ ଉପ ନିରୀକ୍ଷକ ଏସ. କେ. ପଣ୍ଡା, ସୁରେଖା ଭତ୍ରା, ଶ୍ରୀକାନ୍ତ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ । ଏନେଇ ୨ଜଣ ଙ୍କ ନାମରେ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୨୨୦/୨୩-୨୪ ଓ ୨୨୧/୨୩-୨୪ ରେ ମାମଲା ରୁଜୁ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like