-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ ଯାଦବ ମହାସଭା ପକ୍ଷରୁ ଦୋଳ ମହୋତ୍ସବ ପାଳିତ

25-Mar-2024



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମଣ୍ଡା ଗ୍ରାମ ପଞ୍ଚାୟତର କୁର୍ଲ୍ଲୁ ପାଲି ସ୍ଥିତ ମା ସମଲେଶ୍ଵରୀ ପୀଠ ଠାରେ ପୁଇଁନ୍ତଲା ବ୍ଲକ ଯାଦବ ମହାସଭା ପକ୍ଷରୁ ତୃତୀୟ ତମ ବ୍ଲକସ୍ତରୀୟ ଦୋଳ ମହୋତ୍ସବ ପାଳିତ ହୋଇଯାଇଛି । ଯୁବ ଯାଦବ ସଭାପତି ଦେବେନ୍ଦ୍ର ହାତୀ ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ମହୋତ୍ସବରେ ଅତିଥି ଭାବେ ବ୍ଲକ ସଭାପତି ଅନିରୁଦ୍ଧ ବଗର୍ତ୍ତୀ, ଜିଲ୍ଲା ଯାଦବ ମହାସଭା ପୂର୍ବତନ ସଂପାଦକ ଡମନ ବଗର୍ତ୍ତୀ, ବ୍ଲକ ସଂପାଦକ ପ୍ରଦୀପ କୁମାର ସେଲମା, କୋଷାଧ୍ୟକ୍ଷ ମହାଦେବ ବାଙ୍କ, ମଲମଣ୍ଡା ଗ୍ରା.ପ. ସଭାପତି ପିତାମ୍ବର ବାଙ୍କ ଯୋଗ ଦେଇଥିଲେ । ଏହି ଅବସରରେ ବ୍ଲକ ଯାଦବ ମହାସଭା ପକ୍ଷରୁ କୋଶଳ ପ୍ରବାହ ର ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ, ବଲାଙ୍ଗିର ଜିଲ୍ଲା ସକାଳ ପ୍ରତିନିଧି ଶିଶିରକାନ୍ତ ଶତପଥି , ସମାଜ ସହ ସଂପାଦକ ବଳରାମ ମିଶ୍ର, ବଲାଙ୍ଗିର ଜିଲ୍ଲା ପ୍ରମେୟ ପ୍ରତିନିଧି ମୁକେଶ ବହିଦାର, ବଲାଙ୍ଗିର ଜିଲ୍ଲା ସମ୍ବାଦ ପ୍ରତିନିଧି ଅଞ୍ଜନ କୁମାର ପ୍ରଧାନ , ପ୍ରେରଣା ର ସଂପାଦକ ରଘୁ ନନ୍ଦନ ସିଂ, ପୁଇଁନ୍ତଲା ବ୍ଲକ ସମ୍ବାଦ ପ୍ରତିନିଧି ବାରଣ ଭୂୟାଁ, ବରିଷ୍ଠ ସାମ୍ବାଦିକ ନବୀନ କୁମାର ପଶାୟତ,ଜନ ସମ୍ବାଦ ସଂପାଦକ ସଚିତା ନନ୍ଦ ବଗର୍ତ୍ତୀ, ରାଧେ ଶ୍ୟାମ ହାତୀ ଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ଠେଟୁଆଲ ପରିଚାଳନା କରିଥିବା ବେଳେ ଶେଷରେ ଯୁବ ଯାଦବ ସଂପାଦକ ସଚିତା ନନ୍ଦ ବଗର୍ତ୍ତୀ, ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ କୁ ସୁଦାମ ସେଲମା, ସମ୍ପତ୍ତି ବାଗ, ବଳରାମ ଚନ୍ଦନ, ଶଙ୍କର ବାଗ, ଶିବ ଚିରର୍ଗୁନ, ଲକ୍ଷ୍ମଣ ବାଗ, ସୁଶାନ୍ତ ସେଲମା, ଜଗନ୍ନାଥ ଚନ୍ଦନ ଙ୍କ ସମେତ ଗ୍ରାମ ପଞ୍ଚାୟତ ସ୍ତରୀୟ ସଭାପତି ଓ ସଂପାଦକ ମାନେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026

You Might Also Like