-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବଳଭଦ୍ର ମାଝୀ ହେଲେ ବିଜେପି ର ନବରଙ୍ଗପୁର ଲୋକସଭା ପ୍ରାର୍ଥୀ। କାର୍ଯ୍ୟକର୍ତ୍ତା ମାନଙ୍କ ଭିତରେ ଆନନ୍ଦ ର ଲହରୀ

25-Mar-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର,) ବଳଭଦ୍ର ମାଝୀ ଙ୍କ ନାମ ବିଜେପି ଲୋକସଭା ପ୍ରାର୍ଥୀ ଭାବେ ଘୋଷଣା ହେବା ପରେ ଅଧିକାଂଶ କାର୍ଯ୍ୟକର୍ତ୍ତା ମାନଙ୍କ ମନରେ ଆନନ୍ଦ ର ଲହରୀ ଖେଳିଯାଇଛି। ନବରଙ୍ଗପୁର ଜିଲ୍ଲା ର ଦଶଟି ବ୍ଲକ ଓ ଦୁଇଟି ମ୍ୟୁନିସିପାଲିଟିର ପ୍ରମୁଖ କାର୍ଯ୍ୟକର୍ତ୍ତା  ବଳଭଦ୍ର ମାଝୀ ଙ୍କୁ ଶୁଭେଚ୍ଛା ର ବାର୍ତ୍ତା ଦେଉଛନ୍ତି। ବଳଭଦ୍ର ମାଝୀ ଜଣେ ମେଳାପି ଓ ଦକ୍ଷ ବ୍ୟକ୍ତି ଏବଂ ସାଂସଦ ପାଇଁ ସଂପୂର୍ଣ୍ଣ ଯୋଗ୍ୟ ବ୍ୟକ୍ତି ବୋଲି ବୁଦ୍ଧିଜୀବୀମାନେ ମତ ବ୍ୟକ୍ତ କରିଛନ୍ତି। କିନ୍ତୁ ପର୍ଶୁରାମ ମାଝୀ ଙ୍କୁ ପ୍ରାର୍ଥୀ କରା ନ ଯିବା ଯୋଗୁଁ କିଛି ହାତ ଗଣତି ସମର୍ଥକ ଉଦ୍ବେଗ ପ୍ରକାଶ କରିଛନ୍ତି। ବିଜେପି ବ୍ୟତିତ ଅନେକ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରବାଦୀ ସଂଗଠନ ଗୁଡ଼ିକ ର ମଧ୍ୟ ସମର୍ଥନ ପୂର୍ବତନ ସାଂସଦ ବଳଭଦ୍ର ମାଝୀ ଙ୍କ ପ୍ରତି ରହିଥିବା ସୂଚନା ମିଳିଛି। ଗତ ମାର୍ଚ୍ଚ ୨୪ ତାରିଖ ଦିନ ପର୍ଶୁରାମ ମାଝୀ ଙ୍କ ସମର୍ଥକ ମାନେ ଏକ ବୈଠକ କରି ଉଦ୍ବେଗ ପ୍ରକାଶ କରିଥିବା କିଛି ଭିଡିଓ ସ୍ଥାନୀୟ ଅଞ୍ଚଳରେ ଆଲୋଚନା ର ବିଷୟ ପାଲଟିଛି। ଅନ୍ୟ ପକ୍ଷରେ ଗାଁ ଗାଁ ରେ ବଳଭଦ୍ର ମାଝୀ ଙ୍କ ସମର୍ଥନ ରେ ଲୋକ ଖୋଲାଖୋଲି ମତବ୍ୟକ୍ତ କରୁଛନ୍ତି। ସାଧୁସନ୍ଥ ମାନଙ୍କ ଆଶୀର୍ବାଦ ମଧ୍ୟ ବଳଭଦ୍ର ମାଝୀ ଙ୍କ ସହିତ ଥିବା ସୂଚନା ମିଳିଛି। ସମସ୍ତ ବର୍ଗ ଓ ସଂପ୍ରଦାୟ ସହ ମଧୁର ସଂପର୍କ ରକ୍ଷା କରି ଦୀର୍ଘ ପାଞ୍ଚବର୍ଷ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଥିବା ବଳଭଦ୍ର ମାଝୀ ଙ୍କୁ ସାଂସଦ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ସଂପୂର୍ଣ୍ଣ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like