-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଗାଁ ଠୁ ସହର ସବୁଠି ଲାଗିଲା ହୋଲିର ରଙ୍ଗ: ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ହୋଲି ପର୍ବ

26-Mar-2024



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୋଇଥିଲେ । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ

ଦବଦବା ରହିଥିଲା । ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି ।ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି। ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ। ଏ ନେଇ କନ୍ଧମାଳ ଜିଲ୍ଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ। ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ। ଏ ନେଇ ଆଜି ପ୍ରତ୍ୟୁଷରୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିରରେ ମନ୍ଦିର ପୂଜକ ଓ ଭକ୍ତ ମାନେ ଭୋର ସକାଳୁ ରୀତି ନୀତି ଅନୁଯାୟୀ

ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଶ୍ରୀ ରାଧା କୃଷ୍ଣଙ୍କୁ ଏକ ସୁସଜ୍ଜିତ ବିମାନରେ ବସାଇ ସମଗ୍ର ନଗର ପରିକ୍ରମା କରାଯାଇଥିଲା। ଏହି ସମୟରେ ସହରବାସୀ ଘର ଦୁଆର ମୁହଁରେ ଝୋଟି ପକାଇ କଳସ ସ୍ଥାପନା କରି ଶ୍ରୀ ରାଧାକୃଷ୍ଣ ଙ୍କୁ ବନ୍ଦାପନା କରିବା ସହ ଅବିର ହୋଲି ଖେଳିଥିଲେ। ଅବିର ରଙ୍ଗରେ ରଙ୍ଗୀନ ହୋଇ ଉଠିଥିଲା ଗାଁ ଦାଣ୍ଡ। ଠାକୁରଙ୍କୁ ଘରେ ଘରେ ବନ୍ଦାପନା କରିବା ସହ ସମସ୍ତେ ଅବିର ଲଗାଇଥିଲେ। ରଙ୍ଗ ଅବିରରେ ରଙ୍ଗାୟିତ ହୋଇ ଉଠିଥିଲା ସମଗ୍ର ସହର l  ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like