-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଉନ୍ନତ ସଜନା ଚାଷ ଉପରେ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

26-Mar-2024



ସମ୍ବଲପୁର-(ସଂଜୀବପାଣିଗ୍ରାହୀ) : ଅଭିନଵ କୃଷି ଅନୁଷ୍ଠାନ ସମ୍ବଲପୁର ପକ୍ଷରୁ ରେଙ୍ଗାଲି ବ୍ଲକ କତରବଗା ଗ୍ରାମରେ ଉନ୍ନତ ସଜନା (ମୁନଗା) ଚାଷ ଉପରେ ସୋମବାର ଏକ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଗ୍ରାମର ଅଗ୍ରଣୀ ଚାଷୀ ଲକ୍ଷ୍ମଣ ଖାମାରି ଙ୍କ କୃଷି କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି ତାଲିମ୍ କାର୍ଯ୍ୟକ୍ରମରେ ଅଞ୍ଚଳର ୨୦ ଜଣ ରୁ ଉର୍ଦ୍ଧ ଚାଷୀ ଅଂଶଗ୍ରହଣ କରିଥିଲେ I କିଭଳି ଭାବେ ସଜନା ଗଛର ୩/୪ ଫୁଟ୍ ର କାଣ୍ଡ ଷ୍ଟେମ୍ କଟିଙ୍ଗ ବ୍ୟବହାର କରି ସମ ଗୁଣ ସମ୍ପର୍ଣ ଉର୍ନ୍ନତ ସଜନା ଚାଷ କରାଯାଇ ପାରିବ ସେ ନେଇ ଅଭିନବ କୃଷି ଅନୁଷ୍ଠାନ ର ପ୍ରଶିକ୍ଷକ ଡ଼. ଅଭିଲାଶ ପ୍ରଧାନ ତାଲିମ୍ ପ୍ରଦାନ କରିଥିଲେ I ଏହି ଗଛରେ ମାତ୍ର ଗୋଟିଏ ବର୍ଷରେ ଫଳ ଉତ୍ପାଦନ ହୋଇପାରିବ ଏବଂ ଚାଷୀ ଲାଭାନ୍ୱିତ ହୋଇ ପାରିବେ I ଏହା ବ୍ୟତୀତ ଜୈବିକ ପ୍ରଣାଳୀରେ ଫଳ ଚାଷ କରିବା ଉପରେ ଅଗ୍ରଣୀ ଚାଷୀ ଜଟା ଭୂଷଣ ସାହୁ ଉପସ୍ଥିତ ଚାଷୀ ମାନଙ୍କ ସହିତ ଆଲୋଚନା କରିଥିଲେ I ଅଭିନଵ କୃଷି ଅନୁଷ୍ଠାନ ର ପ୍ରଶିକ୍ଷକ ଚାଷୀ ମୋତିଲାଲ ପାତ୍ର ଏବଂ ଅଭିଷେକ ସ୍ୱାଇଁ ଯୋଗଦାନ କରି ବିଷ ମୁକ୍ତ ଖାଦ୍ୟ ଓ ଉତ୍ପାଦନ ଉପରେ ଚାଷୀ ମାନଙ୍କୁ ଉତ୍ସାହିତ କରିଥିଲେ I ଶେଷରେ ଚାଷୀ କୃଷ୍ଣ ଚନ୍ଦ୍ର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like