-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ

27-Mar-2024



ବଲାଙ୍ଗୀର- ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବଲାଙ୍ଗିର ସଦର ସ୍ଥିତ ଶାସ୍ତ୍ରୀନଗର ଠାରେ ଦିବ୍ୟାଙ୍ଗ ଶିଶୁମାନଙ୍କ ଆଶ୍ରା ଠାରେ ହୋଲି ଖେଳ ପାଳନ ହୋଇଯାଇଛି । ଶିଶୁ ଓ ମହିଳା ବିକାଶ ସୋସାଇଟିର (ସିଡବ୍ଲୁଡିଏସ୍‌) ର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ଅକୁର ସାହୁ ଓ ସମ୍ମାନିତ ଅତିଥି

ଭାବରେ ଶିକ୍ଷକ ରବିଚନ୍ଦ୍ର ପଶାୟତ ଯୋଗ ଦେଇଥିଲେ । ଏହି ଅବସରରେ ଶିଶୁମାନଙ୍କ ଅବେଗ ବିକାଶ ନିମନ୍ତେ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନ୍ତେବାସୀମାନଙ୍କୁ ହାତଧୁଆର ୬ଟି ସୋପାନ ପ୍ରଦର୍ଶନ ମାଧ୍ୟମରେ ବୁଝାଯାଇଥିଲା । ପରେ ଅନ୍ତେବାସୀ ମିଷ୍ଟାନ୍ନ ଓ ଦୈନନ୍ଦିନ ବ୍ୟବହୃତ ସ୍ୱଚ୍ଛତା ଉପଯୋଗୀ

ସାମଗ୍ରୀ ବଣ୍ଟନ କରାଯାଇ ସାମୟିକ ଭାବରେ ହୋଲି ଖେଳ ହୋଇଥିଲା । କାର୍ଯ୍ୟକ୍ରମରେ ଆଶ୍ରା ଅନୁଷ୍ଠାନର ମୁଖ୍ୟ ରଂଜନ ପ୍ରସାଦ ମହାନ୍ତି, ରୂପେଶ କୁମାର ସାହୁ ତଥା ଶିଶୁ ଓ ମହିଳା ସୋସାଇଟିର ସଭ୍ୟମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ଯଦୁମଣୀ ବଗର୍ତ୍ତି ପରିଚାଳନା କରିଥିବା ବେଳେ ବନମାଳି ମେହେର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026

You Might Also Like