-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ

27-Mar-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସ୍ୱଚ୍ଛ ଭାରତ ସଙ୍ଗଠନ ସୋନପୁର ମନମୁଣ୍ଡl ପକ୍ଷରୁ ଭାଇ ଚାରା ର ପର୍ବ ପବିତ୍ର ହୋଲି ଉତ୍ସବ ମହା ସମାରୋହ ପାଳିତ ହୋଇ ଯାଇଛି l  ସକାଳେ ପ୍ରଥମେ ରୋଗୀ ସେବା ଶ୍ରମ ରେ ଫଳ ବଣ୍ଟନ କରଯାଇଥିଲା l  ଅନୁଷ୍ଠାନ ର ପ୍ରତିଷ୍ଠାତା ସ୍ୱର୍ଗୀୟ  ଲକ୍ଷ୍ମୀ ନାରାୟଣ ମେହେର ଙ୍କ ସ୍ମୃତି ରେ ଅନୁଷ୍ଟିତ ଏହି ଉତ୍ସବ ଆରମ୍ଭରେ ଶ୍ରୀ ରାଧା କୃଷ୍ନ ଙ୍କ ଫଟୋ ଚିତ୍ର ଓ ସ୍ୱର୍ଗୀୟ ମେହେର ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ ହୋଇଥିଲା l ମୁଖ୍ୟ ଅତିଥି ଭlବେ ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ , ସମ୍ମାନିତ ଅତିଥି ଭାବରେ ଥାନା ଅଧିକାରୀ ଲୋକନାଥ ସାହୁ, ସର୍ଜେଣ୍ଟ ନୀଳକଣ୍ଠ କହଁର, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଜ୍ୟୋତି ରଂଜନ ପଟ୍ଟନାୟକ, ପୋଲିସ୍ କନେଷ୍ଟ ବଲ୍ ସଂଘ ସଭାପତି ଦିନେଶ ମିଶ୍ର, ପ୍ରଫେସର ନୀଳାମ୍ବର ଶତପଥି,  ପରେଶ୍ ମେହେର ଯୋଗ  ଦେଇ ସମସ୍ତ ଙ୍କୁ ହୋଲି ଶୁଭେଚ୍ଛା ଜଣାଇ ଏହି ଉତ୍ସବ ମାଧ୍ୟମ ରେ କଳା ସଂସ୍କୃତି ପ୍ରେମ ଭାବ ର ରଙ୍ଗ ରେ ସହର ବାସୀ ଙ୍କୁ ଏକାଠି କରି ପାରିଥିବାରୁ ଏହି ଅୟୋଜନ କୁ ଖୁବ୍ ପ୍ରଶଂସା କରିଥିଲେ l ସଂଗଠନ ଉପଦେଷ୍ଟା ପ୍ରଦୀପ ପୁରୋହିତ ସ୍ୱାଗତ ଭାଷଣ ପ୍ରଦାନ୍ କରିଥିବା ବେଳେ ଇନ୍ଦୁମତୀ ପୁରୋହିତ,  ମନୋଜ୍ ପଣ୍ଡା, ଓ ଲଡ଼ୁ କିଶୋର ମଲ୍ଲିକ ଙ୍କ ଦ୍ବାରା ଅତିଥି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରଯାଇଥିଲା l ସଭା ଓ ମେଲୋଡି କାର୍ଯ୍ଯ କ୍ରମ କୁ ମନୋରଞ୍ଜନ ତ୍ରୀପାଠୀ ସଂଯୋଜନl କରିଥିବା ବେଳେ ପ୍ରଫୁଲ୍ଲ ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ l

ଖ୍ୟାତନାମା ମ୍ୟୁଜିଶିଆନ ବ୍ରହ୍ମା କୁମ୍ଭାର ଓ ସାଥୀ ଙ୍କ ଦ୍ବାରା ସମ୍ବଲପୁରୀ ମେଲୋଡି ସଂଗୀତ ପରିବେଷଣ କରଯାଇଥିଲା l ସଧାରଣ ଜନତା ଏହି ସଂଗୀତ କାର୍ଯ୍ଯ କ୍ରମ କୁ ଉପଭୋଗ କରି ଖୁବ୍ ମଜା ନେଇଥିଲେ l କୁଇଜ୍ ପ୍ରଶ୍ନ ଉତ୍ତର ମାଧ୍ୟମ ରେ ପ୍ରତିଯୋଗୀ ଙ୍କୁ ପୁରସ୍କାର ପ୍ରଦାନ୍ କରଯାଇଥିଲା l ପଏଁରୀ, ଶ୍ରୀ ଗୋପାଳ ଜି ଯୋଗଳୟ, ସ୍ବଚ୍ଛ ଭରତ ସଙ୍ଗଠନ ର ସମସ୍ତ ସଭ୍ୟ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l  ଅତିଥି ଙ୍କ ଦ୍ବାରା ମ୍ୟୁଜିକ ଡାଇରେକ୍ଟର ବ୍ରହ୍ମା କୁମ୍ଭାର, ଗୀତିକାର ପୁରନ୍ଦର ଠେଲା ,  ଢ଼ୋଲ୍ ମାଷ୍ଟର ପେଟୁ,  ତାସl ମାଷ୍ଟର ବିକାଶ, ନିଶାନ ମାଷ୍ଟର ଜିତେନ୍,  ଓ ସାଉଣ୍ଡ ମାଷ୍ଟର ଆନନ୍ଦ କୁମାର୍ ଙ୍କୁ ଉତ୍ସବ ରେ ସମ୍ବର୍ଧିତ କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like