-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ

27-Mar-2024



ସିନ୍ଧେକେଲା(ଦୀନେଶ ଜୈନ)- ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଲକ୍ଷ୍ମୀନାରାୟଣ ପଡାର ପ୍ରହରୀ ମଣ୍ଡପରେ କଟକିଆ ସମାଜ ଦ୍ୱାରା ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ  ଅଷ୍ଟପ୍ରହରି ନାମଯଜ୍ଞ ଓ ଫାଲଗୁନ ଉତ୍ସବ ଉଦଯାପିତ ହୋଇଯାଇଛି । ତିନିଦିନ ବ୍ୟାପୀ ଚାଲିଥିବା କାର୍ଯ୍ୟକ୍ରମରେ ପ୍ରଥମ ଦିନ ଅଧିବାସ ହୋଇଥିଲା । କଟକିଆ ପଡ଼ା ତଥା ଆଖପାଖ ଲୋକେ ସ୍ଥାନୀୟ ଦ୍ୱାରସେହ୍ନି ମନ୍ଦିର ନିକଟ ପବିତ୍ର ପୁଷ୍କରିଣୀ

ବାଣୀବଘାର ରୁ ବାଦ୍ୟଯନ୍ତ୍ର ସହ କଳସ ଆଣି ପ୍ରହରୀ ମଣ୍ଡପରେ ସ୍ଥାପନ କରିଥିଲେ । ପରବର୍ତ୍ତୀ ଦିନ ସକାଳୁ 'ହରେ କୃଷ୍ଣ ହରେ ରାମ' , 'ନିତାଇ ଗୌର ରାଧେଶ୍ୟାମ' ନାମାରମ୍ବ ହୋଇଥିଲା । ଉକ୍ତ ପ୍ରହରିରେ ଆଖପାଖ ତଥା ଦୂରଦୂରାନ୍ତରୁ ବିଭିନ୍ନ ସଂକୀର୍ତ୍ତନ ଦଳ ଭାଗ ନେଇ ନିଜ ନିଜ ଦଳର ସୁନ୍ଦର ପ୍ରଦର୍ଶନ କରିଥିଲେ । ପୂଜକ ଭାବରେ ପଣ୍ଡିତ ଭବାନୀ ଶଙ୍କର ତ୍ରିପାଠୀ , ଜପକ ଭାବରେ ରଞ୍ଜନ ଷଡ଼ଙ୍ଗୀ ଯୋଗଦେଇ ପୂଜା କାର୍ୟ ସମ୍ପାଦିତ କରିବା ସହ ମନ୍ତ୍ରପାଠ କରିଥିବା ବେଳେ ଆନନ୍ଦ ସାହୁ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ଶେଷ ଦିବସରେ ସକାଳେ ପୂର୍ଣ୍ଣାହୁତି ପରେ ଫାଲଗୁନ ଉତ୍ସବରେ  କୀର୍ତ୍ତନ ମଣ୍ଡଳୀ ସହ ଫଗୁ ଖେଳ ଖେଳି ଗ୍ରାମ ପରିକ୍ରମା କରାଯାଇଥିଲା । ରାତ୍ରିରେ ବୈଠକି କାର୍ଯ୍ୟକ୍ରମ ଅର୍ଥାତ ସଂକୀର୍ତ୍ତନ ମଣ୍ଡଳୀଙ୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ସେଥିରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଦଳ ମାନଙ୍କୁ ପୁରସ୍କୃତ ସହ ସମ୍ମାନିତ କରାଯାଇଥିଲା । ଶ୍ରୀ ନିତାଇ ଗୌର ପୂଜା କମିଟି ପକ୍ଷରୁ ତଥା ସାହୁ ସମାଜର ସଭାପତି ସୁରିୟା ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କଟକିଆ ସମାଜର ମୁଖ୍ୟ ହରିହର ସାହୁ , ଦୟାନିଧି ସାହୁ , ରାଜ୍ କିଶୋର ସାହୁ , ବିନୋଦ ସାହୁ , ଗୋବିନ୍ଦ ସାହୁ , ନର ସାହୁ , ପ୍ରଫୁଲ୍ଲ ସାହୁ ,

ପ୍ରମୋଦ ସାହୁ ,  ସୁରେଶ ସାହୁ , ପ୍ରସନ୍ନ ସାହୁ , ବୈକୁଣ୍ଠ ସାହୁ , ମୁନା ସାହୁ , ମନ ସାହୁ , ସନ୍ତୋଷ ସାହୁ , ଗୋପୀ ସାହୁ , ବଳରାମ ସାହୁ , ଜଗ ସାହୁ , ଅଲୋକ ସାହୁ , ମୁକେଶ ସାହୁ , ବୁଲୁ ସାହୁ , ପପୁ ସାହୁ ,  ଅମିତ ସାହୁ , ସୁମିତ ସାହୁ ସାଇ ପ୍ରସାଦ ସାହୁ , ମନୋଜ ସାହୁ , ସାଧୁରାମ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏହି ଅବସରରେ ଲୋକପ୍ରିୟ ବିଧାୟକ ସନ୍ତୋଷ ସିଂ ସଲୁଜା , ବିଧାୟକ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , କଣ୍ଟାବାଞ୍ଜି ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ସହ ବିଭିନ୍ନ ଦଳର ନେତାମାନେ ପହଞ୍ଚି ଭଗବାନଙ୍କ ଦର୍ଶନ ଲାଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like