-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I

27-Mar-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଶ୍ରୀଯୁକ୍ତ ଶ୍ରୀକାନ୍ତ ପୃଷ୍ଟି ଗତ ରବିବାର ସୁବର୍ଣ୍ଣପୁର ଜିଲା ଗସ୍ତରେ ଆସି ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଚାଲିଥିବା ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।  ବିଭିନ୍ନ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି ନିର୍ବାଚନ ଗୁରୁ ଦାୟିତ୍ଵ ତୁଲାଇବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି lଏ ନେଇ ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ଅନୁଷ୍ଠିତ ଜିଲାସ୍ତରୀୟ ସମୀକ୍ଷା ବୈଠକ ରେ  ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଅନ୍ୟା ଦାସ , ଅତିରିକ୍ତ ଜିଲାପାଳ (ରାଜସ୍ବ) ରବୀନ୍ଦ୍ରନାଥ କଁହର , ଅତିରିକ୍ତ ଜିଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ , ଜିଲାପରିଷଦ ମୁଖ୍ୟ ଉନ୍ନୟନ ତଥା ର୍ନିବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର , ଉପଜିଲାପାଳ ସୋନପୁର ସୁରଜ କୁମାର ପଟ୍ଟନାୟକ, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଡେପୁଟି କଲେକ୍ଟର ତଥା ନିର୍ବାଚନ ଶାଖା ଅଧିକାରୀ ଯଶସ୍ୱନି ପୋଥାଳ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ତଥା ନିର୍ବାଚନ ପରିଚାଳନା ଦାୟିତ୍ବ ରେ ଥିବା ଜିଲ୍ଲାସ୍ତରୀୟ ବିଭିନ୍ନ ନୋଡାଲ ଅଧିକାରୀ ପ୍ରମୁଖ 
ଯୋଗ ଦେଇଥିଲେ। ବଲାଙ୍ଗୀର ଲୋକସଭା ତଥା ଜିଲାର ସୋନପୁର ଓ ବୀରମହାରାଜପୁର  ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୂଚାରୁ ରୂପେ ଭୋଟ ଗ୍ରହଣ ବ୍ୟବସ୍ଥା ସମ୍ବନ୍ଧିୟ ସମସ୍ତ  ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ଶ୍ରୀମତୀ ଦାସ ରାଜସ୍ବ ଆୟୁକ୍ତ ଙ୍କୁ ଅବଗତ କରାଇଥିଲେ । ନିର୍ବାଚନ ପାଇଁ ଆବଶ୍ୟକ ସମସ୍ତ ପ୍ରସ୍ତୁତି ଓ ପରିଚାଳନାରେ ଯେପରି କୌଣସି ତ୍ରୁଟି ନ ହୁଏ ତାହା ତଦାରଖ କରିବା, ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ନିର୍ବାଚନ ଆଚରଣ ଵିଧିକୁ କଡାକଡି ପାଳନ  କରିବା ଉପରେ ସେ ନିର୍ଦେଶ ଦେଇ ଜିଲ୍ଲାରେ ଅବାଧ, ନିରପେକ୍ଷ, ସ୍ବଚ୍ଛ, ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ଜନସାଧାରଣଙ୍କ ମନରେ ବିଶ୍ଵାସ ସୃଷ୍ଟି କରିବା ପାଇଁ ପ୍ରଶାସନ କୁ ଚେତେଇ ଦେଇଥିଲେ I ଏହା ସହିତ ଭୋଟ ଗ୍ରହଣ କେନ୍ଦ୍ର ଗୁଡିକରେ ପାନୀୟ ଜଳ, ପରିମଳ ବ୍ୟବସ୍ଥା, ଆବଶ୍ୟକ ଶୌଚାଳୟ ସୁବିଧା ସହ ବିଜୁଳି ଆଲୋକ ବ୍ୟବସ୍ଥା ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଆଲୋଚନା ବୈଠକ ପରେ ରାଜସ୍ବ ଆୟୁକ୍ତ ଶ୍ରୀଯୁକ୍ତ ପୃଷ୍ଟି ଇଭିଏମ୍ ସଂରକ୍ଷିତ କେନ୍ଦ୍ର ପରିଦର୍ଶନ କରି  ସେଠାରେ ଥିବା ସମସ୍ତ ମେସିନ୍ ର କାର୍ଯ୍ୟକାରିତା ଏବଂ ଏହାର ପ୍ରେରଣ ବ୍ୟବସ୍ଥାର ପ୍ରସ୍ତୁତି ସମ୍ପର୍କରେ ପଚାରି ବୁଝିଥିଲେ। ସେ ଆଲୋଚନାରେ ନିର୍ବାଚନ ଦାୟିତ୍ୱ ରେ ସମ୍ପୃକ୍ତ ସମସ୍ତ ଅଧିକାରୀ ପ୍ରଶାସନ ସହିତ ଉତ୍ତମ ସମନ୍ଵୟ ରଖି ନିଜ ନିଜର ଦାୟିତ୍ଵ ସୂଚାରୁ ରୂପେ ତୁଲାଇବାକୁ ପରାମର୍ଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like