-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ

27-Mar-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖା ତରଫରୁ ପଲସାଗୋରା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠାନର ସଭାପତି ଜୟ କୁମାର ମହାରଣା ଙ୍କ ସଭାପତିତ୍ବ ରେ ସନ୍ଧ୍ୟା ୬ଟା ୩୦ମିନିଟ ସମୟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି  l  ପ୍ରଥମେ ଇଂରାଜୀ ଅକ୍ଷର “ଆଇ.ଟି.”ର ପ୍ରତୀକ ସ୍ୱରୂପ ଦୁଇଟି ଦ୍ୱୀପ ପ୍ରଜ୍ଜ୍ୱଳନ କରାଯାଇଥିଲା  l  ଏହାପରେ ଅନୁଷ୍ଠାନର ସମ୍ପାଦକ ଦିଲ୍ଲୀପ କୁମାର ମହାନ୍ତି

ଅନ୍ତର୍ଜାତୀୟ ଥିଏଟର ପ୍ରତିଷ୍ଠାନ ଆଇ ଟି ଆଇ /ବିଶ୍ୱ ଥିଏଟର ଦିବସ -୨୯୨୪-୨୭ ମାର୍ଚ୍ଚ ବାର୍ତାର ଲେଖକ : ନୋବେଲ ପୁରସ୍କୃତ ଲେଖକ ନାଟ୍ୟକାର ଶ୍ରୀ ଜୋନ ଫୋସେ (ନରୱେ) ଙ୍କ ଇଂରାଜୀ ବାର୍ତ୍ତା “କଳା ହେଉଛି ଶାନ୍ତି” କୁ ପାଠ କରିଥିଲେ l

  ଯାହାର ଓଡ଼ିଆ ଅନୁବାଦ କରିଥିଲେ ନାଟ୍ୟକାର ସୁବୋଧ ପଟ୍ଟନାୟକ (ନାଟ୍ୟ ଚେତନା )  l   ସଭାରେ ନାଟ୍ୟପ୍ରେମୀ ଅଚ୍ୟୁତ ଖମାରି, ବାବୁଲାଲ ମେହେର, ପୂର୍ଣ୍ଣ ଚରଣ ସାହୁ, ମାନସ ବଗର୍ତ୍ତୀ, ଅଶୋକ ମହାନ୍ତି, ଜଗତ ମୋହନ ସାହୁ, ସନ୍ତୋଷ ଖମାରି, ବିବେକାନନ୍ଦ ଭୋଇ, ଦୀପକ ସାଲମା, ଦାଶରଥି ତ୍ରିପାଠୀ, ଅଭିନାଶ ସାଲମା ପ୍ରମୁଖ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like