-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||     

HOME   ରାଜନୀତି

ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ

28-Mar-2024



ବଲାଙ୍ଗିର(ପ୍ରେରଣା ଖବର ):ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ବାଚନ ଘୋଷଣା କରିଛନ୍ତି । ଫଳରେ ଆଦର୍ଶ ଆଚରଣ ବିଧି ମଧ୍ୟ ଲାଗୁ ହୋଇଛି । ନିର୍ବାଚନ କୁ ଅବାଧ ଏବଂ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ  ଜିଲ୍ଲାସ୍ତରରେ ମିଡ଼ିଆ ସାର୍ଟିଫିକେସନ ଓ ମଣିଟରିଂ ସେଲ(ଏମସିଏମସି) ଗଠନ କରାଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଏମସିଏମସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ କାର୍ଯ୍ୟ କରୁଛି । ଏହି ସେଲ୍ଫର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜନୈତିକ ବିଜ୍ଞାପନର ପ୍ରାକ ସାର୍ଟିଫିକେସନ, ଦେୟ ପ୍ରଦାନ କରାଯାଇଥିବା ଖବର (ପେଡ ନ୍ୟୁଜ ) ତଦାରଖ ଓ କାର୍ଯ୍ୟାନୁଷ୍ଠାନ ଏବଂ ନିର୍ବାଚନ ପ୍ରକ୍ରିୟା ସମୟରେ ଗଣମାଧ୍ୟମ ଦ୍ଵାରା ହେଉଥିବା ଉଲଙ୍ଘନ ଉପରେ ନଜର ରଖିବା ସହିତ  କାର୍ଯ୍ୟାନୁଷ୍ଠାନ ନିମନ୍ତେ ସୁପାରିଶ କରିବ । ଯେ କୌଣସି ପଞ୍ଜୀକୃତ ରାଜନୈତିକ ଦଳ / ଗୋଷ୍ଠି / ସଂଗଠନ / ବ୍ୟକ୍ତି ବିଶେଷାଙ୍କ ଦ୍ଵାରା ସାମାଜିକ ଗଣମାଧ୍ୟମ ସମେତ ବୈଦ୍ୟୁତିକ ଗଣମାଧ୍ୟମ ରେ ବିଜ୍ଞାପନକୁ ପ୍ରସାରଣ କରିବା ପୂର୍ବରୁ ଏହି କମିଟିର ମଞ୍ଜୁରୀ ଆବଶ୍ୟକ ।  
ପାର୍ଥୀ ମାନଙ୍କର ପ୍ରାକ ସାର୍ଟିଫିକେସନ ଆବେଦନ କୁ ଜିଲ୍ଲା ସ୍ତରୀୟ ଏମସିଏମସି କମିଟି ଗ୍ରହଣ କରୁଥିବା ବେଳେ ପଞ୍ଜୀକୃତ ରାଜନୈତିକ ଦଳ ଗୁଡିକର ଆବେଦନ ରାଜ୍ୟ ସ୍ତରୀୟ ଏମସିଏମସି କମିଟି ଗ୍ରହଣ କରିବ । ପ୍ରତ୍ୟେକ ପଞ୍ଜୀକୃତ ଦଳ କିମ୍ବା ପାର୍ଥୀ ବିଜ୍ଞାପନ ପ୍ରସାରଣ ପାଇଁ ନିର୍ଦ୍ଧାରିତ ୩ ଦିନ ରୁ ଅଧିକ ସମୟ ପୂର୍ବରୁ ଆବେଦନ କରିବାକୁ ପଡିବ । ଅଣପଞ୍ଜୀକୃତ ମାନଙ୍କ ପାଇଁ ଏହା ୭ ଦିନ ରୁ ଅଧିକ ଦିନ ପୂର୍ବରୁ ଆବେଦନ କରିବାକୁ ଆବଶ୍ୟକ । ବିଜ୍ଞାପନର ପ୍ରାକ ସାର୍ଟିଫିକେସନ ପାଇଁ ୨ ଟି ନକଲ ବୈଦ୍ୟୁତିକ ଆକାରରେ ଏବଂ ଉପଯୁକ୍ତ ଅଟେସଟେଡ ଟ୍ରାନସ୍କ୍ରିପ୍ଟ , ଉତ୍ପାଦନ ଖର୍ଚ୍ଚ , ଟିଭି କିମ୍ବା କେବୁଲ ନେଟୱାର୍କ ରେ ପ୍ରସାରଣର ଆନୁମାନିକ ମୂଲ୍ୟ ଏବଂ କେତେଥର ପ୍ରସାରଣ ହେବ ତାହାର ତାଲିକା ଦେବାକୁ ପଡିବ । ଯଦି କୌଣସି ରାଜନୈତିକ ଦଳ କିମ୍ବା ପାର୍ଥୀଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତି ବିଜ୍ଞାପନ ଜାରି କରନ୍ତି ତେବେ ସେହି ବ୍ୟକ୍ତି ଶପଥରେ କହିବେ ଯେ , ଏହା କୌଣସି ଦଳ କିମ୍ବା ପାର୍ଥୀ ଙ୍କ ହିତ ପାଇଁ ନୁହେଁ ଏବଂ ସେମାନଙ୍କ ଦ୍ଵାରା ପ୍ରାୟୋଜିତ କିମ୍ବା କାର୍ଯ୍ୟକ୍ଷମ କିମ୍ବା ପ୍ରଦାନ କରାଯାଇନାହି ।  ସମସ୍ତ ଦେୟ ଚେକ କିମ୍ବା ଡ୍ରାଫଟ ମାଧ୍ୟମରେ ହେବ ବୋଲି ଏକ ବିବୃତି କିମ୍ବା ଘୋଷଣା ନାମା ଦେବେ । ଲୋକସଭା ପାର୍ଥୀ ଙ୍କ ଖର୍ଚ୍ଚ ୯୫ ଲକ୍ଷ ହେଇଥିବା ବେଳେ ବିଧାନସଭା ପାଇଁ ପାର୍ଥୀ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ । ଜନପ୍ରତିନିଧି ଆଇନ ୧୯୫୧ ଧାରା ୭୭(୧)ଅନୁସାରେ, ପ୍ରତ୍ୟେକ ପାର୍ଥୀ ନାମାଙ୍କନ ଦାଖଲ କରିଥିବା ତାରିଖ ଠାରୁ ନିର୍ବାଚନ ଫଳାଫଳ ଯାଏଁ ତାଙ୍କ ଦ୍ଵାରା କିମ୍ବା ତାଙ୍କ ଦ୍ଵାରା ନିର୍ବାଚିତ ଏଜେଣ୍ଟ ଦ୍ଵାରା ହୋଇଥିବା ଖର୍ଚ୍ଚର ହିସାବ ରଖିବା ଆବଶ୍ୟକ । ରାଜନୈତିକ ଦଳ ଗୁଡିକ ମଧ୍ୟ ନିଜର ନିର୍ବାଚନ ଖର୍ଚ୍ଚ ର ତାଲିକା ନିର୍ବାଚନ ଆୟୁକ୍ତଙ୍କ ନିକଟରେ ଦାଖଲ କରିବେ । ରାଜନୈତିକ ଦଳ ଗୁଡିକ ବିଧାନ ସଭା ପାଇଁ ୭୫ ଦିନ ଏବଂ ଲୋକ ସଭା ପାଇଁ ୯୦ ଦିନ ମଧ୍ୟରେ ଖର୍ଚ୍ଚ ବିବରଣୀ ପ୍ରଦାନ କରିବେ । ମୁଦ୍ରିତ ଗଣମାଧ୍ୟମ ରେ ଯଦି କୌଣସି ବିଜ୍ଞାପନ ପାର୍ଥୀଙ୍କ ଅସହମତିରେ ପ୍ରକାଶିତ ହୋଇଥାଏ ତେବେ ଆଇପିସି ଧାରା ୧୭୧ (ଏଚ) ଉଲଂଘନ ପାଇଁ ପ୍ରକାଶକ ଙ୍କ ବିରୋଧ ରେ କାର୍ଯ୍ୟାନୁଷ୍ଠାନଗ୍ରହଣ କରାଯିବ । ସେହିପରି ଆରପି ଆକ୍ଟ ୧୯୫୧ ଧାରା ୧୨୭ (ଏ )ଅନୁସାରେ ସମସ୍ତ ନିର୍ବାଚନୀ ପାମ୍ପଲେଟ , ପୋଷ୍ଟର, ବ୍ୟାଙ୍କ ବିଲ  ଓ ଅନ୍ୟାନ୍ୟ ପ୍ରଚାର ପତ୍ରରେ ପ୍ରକାଶକ ଓ ମୁଦ୍ରାକର ଙ୍କ ନାମ , ଠିକଣା ଓ ମୁଦିଲ କପି ର ସଂଖ୍ୟା ସମ୍ମୁଖ ଭାଗରେ ସ୍ଥାନ ପାଇବା ବାଧ୍ୟତାମୂଳକ । ନାମାଙ୍କନ ପତ୍ର ରେ ପାର୍ଥୀ ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ସମ୍ପର୍କରେ ମଧ୍ୟ ଲେଖିବା ଆବଶ୍ୟକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026

You Might Also Like