-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ

28-Mar-2024



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଠାରେ ପ୍ରାକ୍ତନ ମନ୍ତ୍ରୀ ତଥା ସୋନପୁର ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଙ୍କୁ ଆଜି ସଂଧ୍ୟାରେ ଜିଲ୍ଲା ବିଜେଡି ଦଳ ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି l ଶ୍ରୀ ପୂଜାରୀ ଆଜି ନବୀନ ନିବାସ ରେ ମୂଖ୍ୟ ମନ୍ତ୍ରୀ ଙ୍କୁ ଭେଟି କୃତଜ୍ଞତା ଜଣାଇ ନିଜ ନିର୍ବାଚନ ମଣ୍ଡଳୀ କୁ ଫେରିବା ପରେ ମନମୁଣ୍ଡା ତେଲ ନଦୀ ବ୍ରିଜ ଠାରୁ ଦଳ ପକ୍ଷରୁ ଏକ ବିରାଟ ବାଇକ୍ ଶୋଭାଯାତ୍ରା ରେ ପ୍ରଥମେ ନୂଆଁ ଟାଉନ୍ ହଲ ଓ  ନଳିନୀ ଛକ ଦେଈ ସ୍ଥାନୀୟ ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ଯାଏ ପାଛୋଟି ନିଆ ଯାଇଥିଲା l ଶ୍ରୀ  ପୂଜାରୀ ପ୍ରଥମେ ମା ସୁରେଶ୍ଵରୀ ଙ୍କ ଦର୍ଶନ ଲାଭ କରି ଆଶୀର୍ବାଦ ଭିକ୍ଷା କରି ଥିଲେ l ଏବଂ ଆଗାମୀ ଦିନରେ ସୁବର୍ଣ୍ଣପୁର ଅଞ୍ଚଳ ତଥା ରାଜ୍ୟ ର ସାମୂହିକ ବିକାଶ ଲାଗି ସଂକଳ୍ପ ନେଇଥିଲେ l ପରେ ପରେ ଉପସ୍ଥିତ ହଜାର ଦଳୀୟ ନେତା ଓ କର୍ମୀ ଙ୍କ ସହିତ ଆଲୋଚନା କରି ଆଗାମୀ ନିର୍ବାଚନ ର ରଣ ନୀତି ପ୍ରସ୍ତୁତ କରିବାକୁ ଓ ରାଜ୍ୟ ସରକାର ଶ୍ରୀ ନବୀନ ପଟ୍ଟନାୟକ ଙ୍କ ସୂ ଶାସନ ଓ ସଧାରଣ ବର୍ଗ ଲୋକ ଙ୍କ ବିକାଶ ଲାଗି ଲାଗୁ ହୋଇଥିବା ବିଭିନ୍ନ ଯୋଜନା ସବୁ ଉପରେ ପ୍ରଚାର ପ୍ରସାର କରିବlକୁ ଆହ୍ବାନ କରିବା ସହିତ ପରିବାର ସମ୍ପର୍କ ଅଭିଯାନ ଓ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପହଞ୍ଚାଇବାକୁ ଶ୍ରୀ ପୂଜାରୀ ଆହ୍ବାନ ଦେଇଥିଲେ l ବିଜେଡି ଜିଲ୍ଲା ସଭାପତି ସରୋଜ କମ୍ପ, ଉପ ସଭାପତି ରମେଶ ପୂଜାରୀ, ସୋନପୁର ବ୍ଲକ୍ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତl ନାୟକ, ଉପାଧ୍ୟକ୍ଷl ମଲ୍ଲିକl ଦାନୀ, ବିଜେଡି କାର୍ଯକାରୀ ସଭାପତି ଅଭିମନ୍ୟୁ କୁଶଳ, ପ୍ରାକ୍ତନ ନଗରପାଳ କଇରୁ ସ୍ବାଇଁ, ପ୍ରକାଶ ସାହୁ, ନଗର ସଭାପତି ଜନ୍ମଞ୍ଜୟ ପାତ୍ର, ବିଜେଡି ନେତା ସୁବାଷ ସେଠି,  ତରଭା ଏନ୍ ଏ ସି ଅଧ୍ୟକ୍ଷ ଗଗନ ଅଗ୍ରୱାଲ, ହିମାଂଶୁ ବିଶ୍ଵାଳ, ମାନଭଞ୍ଜନ ବେଦବlକ , ସତ୍ୟ ନାରାୟଣ ତ୍ରିପାଠି, ମନୋରଞ୍ଜନ ତ୍ରୀପାଠୀ, ସନ୍ତୋଷ ମିଶ୍ର, ଆନନ୍ଦ ପାତ୍ର, ରାଜ ସୁନା, ପ୍ରମୁଖ ଜିଲ୍ଲା ର ସମସ୍ତ ଅଞ୍ଚଳ ର ନେତା କର୍ମୀ ଏଥିରେ ସାମିଲ ରହି ବିଧାୟକ ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଶୁଭେଚ୍ଛା ଜଣାଇ ଉତ୍ସାହ ବଢ଼ାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like