-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ 

28-Mar-2024



ନାକଟିଦେଉଳ(କନ୍ଦର୍ପ ବେହେରା ): ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ପାଣିମୋରା ଗ୍ରାମରେ ସ୍ବାମୀର ଠେଙ୍ଗା ମାଡରେ ଜନୈକା ମହିଳା ମ୍ରୁତ୍ୟୁ ବରଣ କରିଥିବା ଖବର ପୋଲିସ୍ ସୂତ୍ରରୁ ଜଣା ପଡିଛି ା 

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ , କିସିଣ୍ଡା ଥାନା ପାଣିମୋରା ଗ୍ରାମର ଲଳିତ ମାଟିଆରୀକୁ ତାଙ୍କ ସ୍ବାମୀ ବିଜୟ ମାଟିଆରୀ ଏକ ଠେଙ୍ଗାରେ ଆକ୍ରମଣ କରିବା ଫଳରେ ଘଟଣା ସ୍ଥଳରେ ହିଁ ମହିଳା ଜଣଙ୍କର ମ୍ରୁତ୍ୟୁବରଣ କରିଥିବା ପୋଲିସ୍ ପ୍ରକାଶ କରିଛି ା ଏ ସଂପର୍କରେ ମ୍ରୁତ ମହିଳାଙ୍କର ବାପା ଙ୍କୁ ବଡ ଝିଅ ଫୋନ୍ କରି ଜଣାଇ ଥିଲେ ା ମହିଳାଙ୍କ ବାପା ଚାରମାଳ ଥାନା ଡଙ୍ଗାପଥର ଗ୍ରାମର ପବିତ୍ର ଘିବେଲା କିସିଣ୍ଡା ଥାନାକୁ ଆସି ଲିଖିତା କାରରେ ଅଭିଯୋଗ କରିଛନ୍ତି ।
କିସିଣ୍ଡା ଥାନା କେସ୍ ନଂ ୨୨/୨୪ ୟୁ / ଏସ୍ _ ୩୦୨ ଆଇପିସି ୨୭/ ୦୩/ ୨୪ ରେ ମାମଲା ରୁଜୁ ହୋଇଥିବା ପୋଲିସ୍ କହିଛି ା ହତ୍ୟାକାରୀ ସ୍ବାମୀକୁ ପୋଲିସ୍ ଅଟକ ରଖିଛି ା କଣ ପାଇଁ ସେ ଠେଙ୍ଗାରେ ପିଟି ହତ୍ୟା କରିଛି ତାହା ଜଣା ପଡିନାହିଁ ା ନାକଟିଦେଉଳ ତହସିଲ୍ ଦାର୍ ଅମର ଡୁଙ୍ଗ ଡୁଙ୍ଗ ମାଜିଷ୍ଟ୍ରଟ୍ ଦାୟିତ୍ବରେ ଘଟଣା ସ୍ଥଳକୁ ପହଂଚିଥିଲେ ତହସିଲ୍ ଦାର୍ ଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇଥିଲା ା


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like