-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,

29-Mar-2024



 କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ  ବ୍ଲକ୍ ଅନ୍ତର୍ଗତ ଖଟଖଟିଆ ଗ୍ରାମ ପଞ୍ଚାୟତ ସ୍ଥିତ   ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି  l  ସକାଳେ ମା ପନ୍ଥେଇଙ୍କ ପୀଠରେ ପୂଜାର୍ଚ୍ଚନା ପରେ ନାମ ସଙ୍କୀର୍ତ୍ତନ ସହ ଏକ ମଶାଲ ଶୋଭାଯାତ୍ରା ଗ୍ରାମ ପରିକ୍ରମା ପରେ ଉତ୍ସବ ମଣ୍ଡପରେ ପହଞ୍ଚିଥିଲା । ସମାଜସେବୀ ବିଜିତ କୁମାର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ବାର୍ଷିକୋତ୍ସବର କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ  ।  ମଧ୍ୟାହ୍ନରେ ସମସ୍ତ ଅପା,ଭାଇମାନଙ୍କୁ ନେଇ ଏକ ପାଠ୍ୟ ଚକ୍ର ଅନୁଷ୍ଠିତ ହୋଇଥିଲା  l  ଭଉଣୀ ସାଗରିକା ପ୍ରଧାନ ଦୁର୍ଗା ସ୍ତୋତ୍ର ଓ ମାତୃ ମନ୍ତ୍ର ଆବୃତ୍ତି ଓ ଜିଲ୍ଲା ସଂଯୋଜକ ରାମ ପ୍ରସାଦ କର୍ଣ୍ଣ ସ୍ବାଗତ ଅଭିଭାଷଣ ରଖିଥିଲେ   l   ଆଲୋଚୋକ ଭାବେ ଗୌରୀ ପ୍ରସାଦ ସାହୁ,ବିରେନ୍ଦ୍ର ଭୂଷଣ ମେଣ୍ଡିଲି, ଦିଲ୍ଲୀପ କୁମାର କର୍ଣ୍ଣ ପ୍ରମୁଖ ଯୋଗଦେଇ  ପୂର୍ଣ୍ଣାଙ୍ଗ ଶିକ୍ଷା ର ଆଭିମୁଖ୍ୟ ଉପରେ ବକ୍ତବ୍ୟ ରଖିଥିଲେ  l ସଂଧ୍ୟାକାଳୀନ ଅଧିବେଶନରେ  ମୁଖ୍ୟ ଅତିଥି ଭାବରେ   ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ ମୁଖ୍ୟଅତିଥି ଓ ଭଞ୍ଜ ନଗର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ବିବେକ ଭାଇ ମୁଖ୍ୟ ବକ୍ତା ଏବଂ ରାମ ପ୍ରସାଦ କର୍ଣ୍ଣ, ସମାଜସେବୀ ରାଧାକାନ୍ତ ମହାଳିକ , ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟା ପୀଠର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଯଜ୍ଞସେନି ଖେତୀ , ସିଆରସିସି ଶଶାଙ୍କ ପୋଢ଼, ସ୍କୁଲ ପରଚାଳନା ସଭାପତି ଗଣେଶ ବାରିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ  l  ଏହିଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କୁ  ଟ୍ରଫି, ମାନପତ୍ର,ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା  l  ଅନୁଷ୍ଠାନର ଉପଦେଷ୍ଟା ରଂଜନ କୁମାର ପାତ୍ର ସଭା ସଂଯୋଜନା ଓ ସୁରେନ୍ଦ୍ର କର୍ଣ୍ଣ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା  l   ସ୍କୁଲ ଅଧକ୍ଷ ଜଗନ୍ନାଥ କ୍ଷେତି,ସଂପାଦକ ଲଳିତ କୁମାର ବସ୍ତିଆ, ନେପାଳ ଚନ୍ଦ୍ର ପଲିଆ, ସତ୍ୟ ନାରାୟଣ ଖେତି, ସୁମିତ ସାହୁ,ମନୋଜ ସେଠୀ,  ଗୁପ୍ତେଶ୍ୱର ଖେତି,ସଙ୍ଗୀତା ଅପା ,କଲ୍ୟାଣୀ, ଅନୂଷୟା,ମମତା ପ୍ରମୁଖ ସହୋଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like