-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||     

HOME   ଜିଲ୍ଲା

ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?

29-Mar-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ର ପାଞ୍ଚ ଗୋଟି ବିଧାନସଭା ଆସନ ରୁ ଚାରିଟି ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ନର୍ଲା ଆସନ ଗୋଟି ଅନେକ ବିବାଦୀୟ କାରଣ ହେତୁ ସ୍ଥଗିତ ରହିଥିବା ବିଶ୍ଵସ୍ଥ ସୂତ୍ରରୁ ଜଣାପଡିଛି ଅନ୍ୟ ପକ୍ଷରେ ବିଜେପି ମଧ୍ୟ ନର୍ଲା ଆସନ ରେ ଜଣେ ବରିଷ୍ଠ ନେତୃତ୍ୱ ସାଙ୍ଗଠାନିକ ଭେଟରାନ ରାଜନେତା କୁ ମଇଦାନ କୁ ଓହ୍ଲାଇବା ପାଇଁ ସଜବାଜ କରୁଥିବା ସୂଚନା ମିଳିଛି ଏହି ଆସନ ପାଇଁ ବିଜେପି ରୁ ଅନିରୁଦ୍ଧ ପଧାନ, ପ୍ରଦୀପ ନାଏକ , ଆର୍ତ୍ତତ୍ରାଣ ମହାପାତ୍ର,   ଚର୍ଚ୍ଚାରେ ଥିବା ବେଳେ ବର୍ତ୍ତମାନ ତାଜା ଖବର ଅନୁଯାୟୀ ସାଂସଦ ଟିକେଟ କଟିଥିବା ବସନ୍ତ ପଣ୍ଡା ଓ ବିଜେଡି ରୁ ଇସ୍ତଫା ଦେଇ ବିଜେପି ରେ ସାମିଲ ହୋଇଥିବା ପୂର୍ବତନ ବିଧାୟକ ଧନେଶ୍ଵର ମାଝିଙ୍କୁ ମଧ୍ୟ ବିଜେପି ପ୍ରାର୍ଥୀ କରିପାରେ ବୋଲି ରାଜନୈତିକ ମଇଦାନ ରେ ଚର୍ଚ୍ଚା ହେଉଛି ଏଭଳି ଘଡିସନ୍ଧୀ ମୁହୂର୍ତ୍ତ ରେ କଂଗ୍ରେସ ଦଳ ପକ୍ଷରୁ ନର୍ଲା ର ସମୀର କୁମାର ଚାନ୍ଦ ନର୍ଲାରୁ ଟିକେଟ ମିଳିବା ଆଶାରେ ତାଙ୍କର ଫିଲ୍ଡ ସେଟିଂ ଥିବା ନିକଟତମ କର୍ମୀ ଓ ନେତା ମାନେ ପ୍ରକାଶ କରିଥିବା ବେଳେ କଳାହାଣ୍ଡି ର ବରିଷ୍ଠ ଟାଣୁଆ କଂଗ୍ରେସ ନେତା ପୂର୍ବତନ ସାଂସଦ ଭକ୍ତ ଚରଣ ଦାସ ମଧ୍ୟ ଅଚାନକ ନର୍ଲା ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହେବା ଘୋଷଣା କରିସମସ୍ତ ଦଳର ଆଶାୟୀ ପ୍ରାର୍ଥୀ ଙ୍କ ହୃଦ୍ ସ୍ପନ୍ଦନ ବଢେଇ ଦେଇଥିବା ବେଳେ  କଂଗ୍ରେସ ଦଳରେ ମଧ୍ୟ ସ୍ଥାନୀୟ ପ୍ରାର୍ଥୀତ୍ବ ପ୍ରତି ଅନେକ ଦଳୀୟ ନେତା ମତ ରଖୁଥିବାରୁ ଭକ୍ତ ଙ୍କ ପ୍ରତି ଦ୍ଵନ୍ଦ ଓ ବିରୋଧ ବଢିବାର ସମ୍ଭାବନା କୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ମତ ପ୍ରକାଶ ପାଇଛି ଏବଂ ବାରମ୍ବାର ପରାଜୟ ବରଣ କରିଥିବା ଭକ୍ତ ବାବୁ ଦୀର୍ଘ ତିରିଶ ବର୍ଷ ତଳେ ନର୍ଲା ବିଧାନସଭା ଆସନ କୁ ଆଖି ପକେଇଥିବାରୁ ନର୍ଲା ରେ ହେବିୱେଟ୍ ଲଢେଇ ହେବା ସଙ୍ଗେ ସଙ୍ଗେ ବଜେଡିରୁ ଟିକେଟ ନ ମିଳିଲେ କିଛି ଅସନ୍ତୁଷ୍ଟ ସ୍ଥାନୀୟ ନେତା ଶ୍ରୀ ଦାସ ଙ୍କ ସପକ୍ଷରେ ଯାଇପାରନ୍ତି ବୋଲି ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026

You Might Also Like