-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ

29-Mar-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ର ଅଗ୍ରଣି ନାଟକ ଓ ନୃତ୍ୟ ଅନୁଷ୍ଠାନ ନାଟ୍ୟଚକ୍ର ପକ୍ଷରୁ ସ୍ଥାନିୟ ସାହାରା ଟ୍ରଷ୍ଟ ଉଚ୍ଚବିଦ୍ୟାଳୟ ଠାରେ ବିଶ୍ବନାଟ୍ୟ ଦିବସ ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ସାମ୍ବାଦିକ ତଥା ଆଇନଜୀବି ଗୋରେଖନାଥ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦେଇ ନାଟକ  ଆମର ଜୀବନର ପ୍ରତିଛବି ଓ ନାଟକ ହିଁ ଆମ ସମାଜକୁ ଉଚିତ ଦିଗଦର୍ଶନ ଦେଇଥାଏ ବୋଲି ଅଭିହିତ କରିଥିବା ବେଳେ ମୁଖ୍ୟବକ୍ତା ଭାବରେ ବରିଷ୍ଠ ନାଟ୍ୟକାର, ନିର୍ଦ୍ଦେଶକ, ଆଶୁକବି ତଥା ବିଶିଷ୍ଟ ଆଇନଜୀବି ଶ୍ୟାମାଓମ୍ ପ୍ରସାଦ ମିଶ୍ର ଯୋଗଦେଇ ଆଧୁନିକ ନାଟକ ଉପରେ ବିଶଦ ଆଲୋଚନା କରି ଗୋଟିଏ କଳାକାର ଜୀବନରେ ସାଧାରଣତଃ ଆଚରଣ ଓ ଉଚ୍ଚାରଣ ସମାନ ହେଲେ ତାହା ସମାଜରେ ପ୍ରତିଫଳିତ ହୋଇଥାଏ ବୋଲି ଦିକ୍ଷାନ୍ତ ବକ୍ତବ୍ୟ ପ୍ରଦାନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସର ପ୍ରାପ୍ତ ପ୍ରଫେସର ମୀନା ମହାରଣା, ବରିଷ୍ଠ ଶିକ୍ଷାବିତ ଗତିକୃଷ୍ଣ ମିଶ୍ର, ବିଶିଷ୍ଟ ସମାଜସେବୀ ଗୋବିନ୍ଦ ମହାରଣା, ଶ୍ରୀବତ୍ସ ମଲ୍ଲିକ ନାଟ୍ୟଚକ୍ର ଅନୁଷ୍ଠାନର ବରିଷ୍ଠ ନାଟ୍ୟକାର, ନିର୍ଦ୍ଦେଶକ ନାଟ୍ୟ ଭିଷ୍ମ ଗଦାଧର ବାରିକ, ପରିଚାଳନା ନିର୍ଦ୍ଦେଶକ ଶିବପ୍ରସାଦ ଗୁରୁ ପ୍ରମୁଖ ସମ୍ମାନିତ ଅତିଥିଭାରେ ଯୋଗଦେଇ ନାଟ୍ୟଚକ୍ର ଅନୁଷ୍ଠାନର ଅଗ୍ରଗତି ସମ୍ପର୍କିତ ଅଲୋଚନା କରିଥିଲେ। ଏହିଅବସରରେ ବରିଷ୍ଠ ଦଣ୍ଡ କଳାକାର ବିପିନ ଜାଲଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ନାଟ୍ୟଚକ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ପରେ ଜିଲ୍ଲା ଶିଶୁଗୃହର କଳାକାର ମାନେ ବିଭିନ୍ନ ପ୍ରକାର ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିବା ବେଳେ ନାଟ୍ୟଚକ୍ର ଅନୁଷ୍ଠାନର କୁନିକଳାକାର ବିଦୁସ୍ମିତା ଜାଲ, ଶ୍ରିୟା ସାହୁ ,ସ୍ବୀକୃତୀ ମିଶ୍ର, ନୃତ୍ୟପରିବେଷଣକରି ଉପସ୍ଥିତ ଦର୍ଶକ ଙ୍କ ମନମୋହିଥିଲେ। ଏହି ଅବସରରେ ବଡକର୍ଲେ ବୀଣାପାଣି ନାଟ୍ୟ ସଂସଦ ପକ୍ଷରୁ ଏକ ହାସ୍ୟରସାତ୍ମକ ନାଟକ "ନାଇଟ ହସପିଟାଲ" ମଞ୍ଚସ୍ଥ ହୋଇଥିବା ବେଳେ ଦର୍ଶକ ବିଳମ୍ବିତ ରାତି ଯାଏ ବେଶ ମଜାନେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଭାପତି ଯୁବ ନିର୍ଦ୍ଦେଶକ ମନୋଜ କୁମାର ବାରିକ ସୁଚାରୁ ରୂପେ ସଂଯୋଜନା କରିଥିବା ବେଳେ  ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ସନ୍ତୋଷ କୁମାର ପ୍ରଧାନ, ସୌମ୍ୟକାନ୍ତ ମିଶ୍ର, ପ୍ରୟବ୍ରତ ନାଏକ, ପଞ୍ଚାନନ ନାଏକ, ରଶ୍ମି ରଞ୍ଜନ ମିଶ୍ର, ମିଥୁନ ସାହୁ, ଉମେଶ କୁମ୍ଭାର, ଜିତେନ୍ଦ୍ର ମେହେର , କୌଶିକ ଜାଲ, ବଳଦେବ, ସଞ୍ଜିବ ଥନାପତି, ରମେଶ ନନ୍ଦ, ଗଣପତି ବାଘ, ସିତାକାନ୍ତ ସିଂ, ଧରଣୀଧର ମିଶ୍ର, ରାଜ ମହାନ୍ତି, ଶ୍ରଦ୍ଧାଞ୍ଜଳି ମିଶ୍ର, ହିରଣ୍ମୟୀ ବାରିକ, ଜ୍ୟୋର୍ତିମୟୀ ବାରିକ, ଅଙ୍କିତା କହଁର, ପ୍ରମୁଖ ସମସ୍ତ ସଦସ୍ୟ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like