-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ

29-Mar-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର - ୫୦ କେଜି ଗଞ୍ଜେଇ ଜବତ କରିବା ସହ ଏକ କାର ଓ ୨ ଜଣଙ୍କୁ ଗିରଫ କରିଛି ସୋନପୁର ଅବକାରୀ ବିଭାଗ। ଏକ କାରରେ ସୋନପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ସୋନପୁର ପଟାଭାଡ଼ି ଛକରେ ଯାଞ୍ଚ ଆରମ୍ଭ କରିଥିଲା। ଉକ୍ତ ସମୟରେ ଆସୁଥିବା ଓଡି ୦୫ ଟି-୯୭୩୬ କାରକୁ ଧରାଯାଇଥିବା ବେଳେ ଯାଞ୍ଚ କରାଯିବାରୁ ଉକ୍ତ କାର କାରରୁ ୫୦ କେଜି ଗଞ୍ଜେଇ ବାହାରିଥିଲା ବେଳେ କାର ରେ ଥିବା ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ତୁରୁଡ଼ା ଗ୍ରାମର ଶରତ ନାଏକ (୩୮) ଏବଂ କରଡିଙ୍ଗାବାହାଲ ଗ୍ରାମର ରଞ୍ଜନ ସିଂହ (୩୯) ଙ୍କୁ ଅଟକ ରଖିଥିଲେ ଅବକାରୀ ବିଭାଗ ପରେ ଏକ ମାମଲା ରୁଜୁ କରି ଉକ୍ତ ୨ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ବେଳେ ବ୍ୟବହୃତ କାରକୁ ମଧ୍ୟ ଜବତ କରିଛି। ଅବକାରୀ ଅଧୀକ୍ଷକ ପ୍ରବୀର ସାମଲଙ୍କ ନିର୍ଦ୍ଦେଶରେ ଏହି ଚଢ଼ଉରେ ଅବକାରୀ ଇନ୍ସପେକ୍ଟର ପ୍ରକାଶ ସା, ଇନ୍ସପେକ୍ଟର ହରପ୍ରସାଦ ରଣା, ଏସ୍‌ଆଇ ସୁମିତ୍ରା ହେମ୍ବ୍ରମ, ଏସ୍‌ଆଇ ଶାନ୍ତନୁ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like