-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ

29-Mar-2024



କଣ୍ଟାମାଲ: ଜାତୀୟ ନିର୍ବାଚନ କମିଶନ ସମଗ୍ର ଦେଶରେ ସଧାରଣ ନିର୍ବାଚନ ନିମନ୍ତେ ଆଚରଣ ବିଧି ଲାଗୁ କରିଛନ୍ତି । ଏହି ନିୟମକୁ କଡା କଡି ପାଳନ କରିବା ପାଇଁ ସମସ୍ତ ରାଜ୍ୟ କମିଶନର ମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି l କିନ୍ତୁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅଞ୍ଚଳରେ ଖୋଲାଖୋଲି ଭାବେ ନିର୍ବାଚନ ଆଚରଣ ବିଧି ଉଲଂଘନ କରା ଯାଉଥିବା ଦେଖିବାକୁ ମିଳିଛି । ସୂଚନାମତେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଖୁଣ୍ଟିଗୋରା-ଜାମୁଟ ରାସ୍ତା ନିର୍ମାଣ କାର୍ଯ୍ୟ କରା ଯାଇଛି । ମାତ୍ର ଉକ୍ତ ରାସ୍ତାର କାର୍ଯ୍ୟ ସମ୍ପୂର୍ଣ୍ଣ ହେବାପରେ ଦେଓଗାଁ ଛକ ନିକଟରେ ସମ୍ପୃକ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ଏକ ସରକାରୀ ବିଜ୍ଞାପନ ଲଗା ଯାଇଛି । ନିର୍ବାଚନ କମିଶନଙ୍କ ନିୟମ ଅନୁସାରେ ସାରା ରାଜ୍ୟରେ ନିର୍ବାଚନ ଆଚରଣ ବିଧି କାର୍ଯ୍ୟକାରୀ ହେବା ପରଠାରୁ ଯାହା ସାଧାରଣ ଭୋଟର ମାନଙ୍କୁ ପ୍ରଭାବିତ କରିବା ଭଳି କୌଣସି ପ୍ରକାର ସରକାରୀ ବିଜ୍ଞାପନ ଲାଗି ପାରିବ ନାହିଁ । ଯଦି ପୂର୍ବରୁ

ଏଭଳି ଵିଜ୍ଞାପନ କୌଣସି ସ୍ଥାନରେ ଲଗା ଯାଇଛି ସେଗୁଡ଼ିକୁ କାଢ଼ି ଦେବାପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । କିନ୍ତୁ ବିଭାଗୀୟ ଅଧିକାରୀ ମାନେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶନାମାକୁ ସମ୍ପୂର୍ଣ୍ଣ ଭାବେ ଉଲଂଘନ କରି ରାସ୍ତା ମାନଙ୍କରେ ଲଗା ଯାଇଥିବା ସରକାରୀ ବିଜ୍ଞାପନ ଉପରେ କୌଣସି ପ୍ରକାର ଗୁରୁତ୍ୱ ନଦେଇ ଅବହେଳା ପ୍ରଦର୍ଶନ କରୁଥିବା ଅଭିଯୋଗ ହେଉଛି । ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ତେଣୁ ଯଥାଶୀଘ୍ର ଜିଲ୍ଲା ନିର୍ବାଚନ ଅଧିକାରୀ ଏଥିପ୍ରତି ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like