-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ସି ଏନ ସି ର ମୃଗାକ୍ଷୀଂକୁ ସ୍ୱୟଂସିଦ୍ଧ।ସମ୍ମାନ

30-Mar-2024



ବଲାଙ୍ଗିର (ପ୍ରେରଣା ଖବର ): ସମ୍ବାଦ ଡିଡିଟାଲ୍ ଓ ରେସ୍ ଫାଉଣ୍ଡେସନ୍ ଗୃପ୍ ର ମିଳିତ ଆନୁକୁଲ୍ଯରେ ତୃତୀୟ ସ୍ୱୟଂସିଦ୍ଧା ସମ୍ମାନ ପ୍ରଦାନ କରାଯାଇ ଥିଲା ।ବଲିଉଡ ଅଭିନେତ୍ରୀ ମିନାକ୍ଷୀ ଶେଷାଦ୍ରୀ ଉପସ୍ଥିତ ସଫଳ ମହିଳା ମାନଂକୁ ଜଣେ ଜଣେ ସ୍ୱୟଂସିଦ୍ଧା ବୋଲି ସମ୍ବର୍ଦ୍ଧିତ କରି କହିଥିଲେ । ନାରୀ ମାନଂକ ପାଖରେ ଥିବା ଅପାର ଶକ୍ତି କୁ ଆହୁରି ଭଲ କାମ ରେ ବିନିଯୋଗ କରିବା ପାଇଁ ଉତ୍ସାହିତ କରିଥିଲେ ।ଏହି ଅବସର ରେ ମୃଗାକ୍ଷୀ ପଣ୍ଡା ଅଭିନେତ୍ରୀ ମିନାକ୍ଷୀ ଶେଷାଦ୍ରୀଂକ ଠାରୁ ସ୍ୱୟଂସିଦ୍ଧା ସମ୍ମାନ  ଗ୍ରହଣ କରିଥିଲେ।ମଂଚ ରେ ସମ୍ବାଦ ଗୃପ୍ ର ସମ୍ପାଦକ ତନୟା ପଟ୍ଟନାୟକ ଓ ରେସ୍ ଫାଉଣ୍ଡେସନ୍ ର ପ୍ରତିଷ୍ଠାତା ରଶ୍ମି ସାହୁ ଉପସ୍ଥିତ ଥିଲେ ।କାର୍ଯ୍ଯକ୍ରମ ଟି ଭୁବନେଶ୍ବର ର ହୋଟେଲ୍ କ୍ରିଷ୍ଟାଲ୍  କ୍ରାଉନ୍ ରେ ଅନୁଷ୍ଠିତ ହୋଇଥିଲା ।
ଦୀର୍ଘ ୧୫ ବର୍ଷ ଧରି  ସି ଏନ ସି ଛାତ୍ରଛାତ୍ରୀ ମାନଂକ ଭବିଷ୍ଯତ ଓ ବ୍ଯକ୍ତିତ୍ବ ଗଠନ ରେ ନିରବଚ୍ଛିନ୍ନ ଭାବରେ  କରି ଆସୁଥିବା ପ୍ରୟାସ କୁ ସମ୍ବାଦ ଏହି ସମ୍ମାନ ଦ୍ବାରା ଅନୁମୋଦିତ କରିଥିଲା ।
ଏହି ଅବସର ରେ ମୃଗାକ୍ଷୀ  ସି ଏନ ସି ର ସମସ୍ତ  ଛାତ୍ରଛାତ୍ରୀ     ତଥା  କର୍ମକର୍ତ୍ତାଂକୁ ଶ୍ରେୟ ଦେଇଛନ୍ତି। ଆଗାମୀ ପିଢୀ  ଶାନ୍ତି ରେ ରୁହନ୍ତୁ ବୋଲି ଯଦି ଆମେ ଚାହିଁବା ତେବେ ସେମାନଂକୁ ନେଇ ଆମକୁ ବର୍ତ୍ତମାନ ର ସୁଧାର କରିବାକୁ ପଡିବ ବୋଲି ଜିଜ୍ଞାସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like