-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଡିଏଫଓ କେନ୍ଦୁପତ୍ର ବିଭାଗ ସହିତ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ର ଆଲୋଚନା

30-Mar-2024



ପାଟଣାଗଡ (ପ୍ରେରଣା ଖବର): ଗତକାଲି ପାଟଣାଗଡ କେନ୍ଦୁପତ୍ର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଡି.ଏଫ.ଓ ଙ୍କ ସହିତ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ର ପ୍ରତିନିଧି ଦଳ ଶ୍ରମିକ ଓ କର୍ମଚାରୀ ମାନଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ l କର୍ମଚାରୀ ମାନଙ୍କ ମୁଖ୍ୟ ଦାବୀ ଗୁଡିକ ମଧ୍ୟରେ ପାଟଣାଗଡ କେନ୍ଦୁପତ୍ର ଡିଭିଜନ ଅଧୀନରେ କାର୍ଯ୍ୟରତ ମୁନସୀ, ଚପରାଶି, ଚେକର ମାନଙ୍କ ମାସିକ ଦରମା ପ୍ରତି ମାସ ୫ ତାରିଖ ମଧ୍ୟରେ ପ୍ରଦାନ କରିବା, ମୃତ କର୍ମଚାରୀ ମାନଙ୍କ ପରିବାର ସଦସ୍ୟ ଙ୍କୁ ଗ୍ରାଚୁଇଟି ପ୍ରଦାନ, ନୂତନ ଫଡ଼ି ଗୃହ ନିର୍ମାଣ ସହିତ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ପ୍ରତ୍ୟେକ କେନ୍ଦୁପତ୍ର ସେକ୍ସନ ରେ ଫରେଷ୍ଟର କାର୍ଯ୍ୟାଳୟ ନିର୍ମାଣ,ଯୋଗିମୁଣ୍ଡା ରେଞ୍ଜ ରେ ୧୯୯୩ ମସିହା ରୁ କାର୍ଯ୍ୟରତ ଚେକର ଗନ୍ଧର୍ବ ବରିହା କୁ ବନ୍ଧେଇ ଚେକର ପଦବୀ କୁ

ପଦୋନ୍ନତି,ବିଭାଗୀୟ ମୁନ୍ସୀ ଲଳିତ ମଳିକ କୁ ଚେକର ପଦବୀ କୁ ପଦୋନ୍ନତି,ବର୍ତ୍ତମାନ ବଜାର ଦର ବୃଦ୍ଧି ଅନୁସାରେ ଢ଼ଳେଇ ରଚେଇ ପାଇଁ ଦିଆଯାଉଥିବା ୫00 ଟଙ୍କା କୁ ୧୫00 ଟଙ୍କା କୁ ବୃଦ୍ଧି, କର୍ମଚାରୀ ମାନଙ୍କୁ କେନ୍ଦୁପତ୍ର ବିଭାଗ ତରଫରୁ ପ୍ରତିବର୍ଷ ୟୁନିଫର୍ମ ପ୍ରଦାନ,ଚେକର ମୁନ୍ସୀ, ଚପରାଶି, ବନ୍ଧେଇ ଚେକର, ସର୍କଲ ଚେକର, ଋତୁକାଳୀନ ଚେକର କର୍ମଚାରୀ ମାନଙ୍କୁ

ସାଇକଲ ଭତ୍ତା, ଟିଏ, ଡିଏ, ବୋନସ ଇତ୍ୟାଦି ପ୍ରଦାନ ପାଇଁ ଆଲୋଚନା କରାଯାଇଥିଲା l ଆଲୋଚନା ବେଳେ ସଂଘ ର ଉପସଭାପତି ଚନ୍ଦ୍ରମଣି ବାଗ ସମ୍ପାଦକ ଲଳିତ ମଲ୍ଲିକ,ବାଲମକନ୍ଦ କୁଅଁର, ଭୀଷ୍ମ ମଲ୍ଲିକ,ପଞ୍ଚାନନ ଧରୁଆ, ପାଣ୍ଡବ ଭୁଏ, ବସୁଦେବ ରାଏ, ଶେଷ ଦବ ପଟେଲ,ଦାମ୍ବୋଦର ମଲ୍ଲିକ,ପ୍ରଶୁ ଧରୁଆ, ମନୋଜ ମଲ୍ଲିକ, ବିଦେଶୀ ଜାଲ, କମଲ ଲୋଚନ ପ୍ରଧାନ, ନରସିଂହ ମେହେର, କାର୍ତ୍ତିକ ବନଛୋର,ହରେକୃଷ୍ଣ ବାଗ,ସନୁ ଧରୁଆ,ଶୁକରାମ ଧରୁଆ, କରୁଣା ବଗର୍ତ୍ତି,ମଦନ ଥପା ଶ୍ରମିକ ନେତା ଗିରିଧାରୀ ଭୋଇ ଉପସ୍ଥିତ ଥିଲେ lପରେ ଏକ ୧୦ଦଫା ଦାବି ସମ୍ବଳିତ ସ୍ମାରକ ପତ୍ର ଡ଼ିଏଫଓ ଶ୍ରୀ ସେଠି ଙ୍କୁ ପ୍ରଦାନ କରାଯାଇଥିଲା। କର୍ମଚାରୀ ମାନଙ୍କ ସମସ୍ୟା ତୁରନ୍ତ ସମାଧାନ ନ କଲେ ଆନ୍ଦୋଳନ ଚେତାବନୀ ଦିଆଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like