-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ବିଜ୍ଞାନ କଂଗ୍ରେସ ଅନୁଷ୍ଠିତ

30-Mar-2024



ବଲାଙ୍ଗିର/ଲୋଇସିଂହ(ପ୍ରେରଣା ଖବର) - ଲୋଇସିଂହା ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ବ୍ଲକ ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବ୍ଲକ ଉନ୍ନୟନ ଅଧିକାରୀ ଅକ୍ଷୟ ପାନୀ ଉଡୁ ଯୋଗ ଦେଇଥିଲେ । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବ୍ୟାସଦେବ ରାୟ, ଋଷୀମତୀ ତ୍ରିପାଠୀ, ଟଙ୍କଧର ଭୋଇ, ବ୍ଲକ ବିଜ୍ଞାନ ଆବାହକ ଅଶୋକ ତ୍ରିପାଠୀ, ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଶିବ ତ୍ରିପାଠୀ, ନୋଡାଲ ପ୍ରଧାନ ଶିକ୍ଷକ ସଦାନନ୍ଦ ଭୋଇ, ବ୍ଲକ ବିଜ୍ଞାନ ସଂଯୋଜକ ବିଷ୍ଣୁ ପ୍ରସାଦ ମିଶ୍ର ମଞ୍ଚାସୀନ ଥିଲେ । ବିଚାରକ ଭାବେ ବିଜ୍ଞାନ ଶିକ୍ଷକ ନାରାୟଣ ମିଶ୍ର, ମୌସୁମୀ ନାୟକ, ଅରୁନ୍ଧତୀ ବଢେଇ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ସଂଯୋଜନା ସିଆରସିସି ନିତ୍ୟାନନ୍ଦ ବାଗ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ବିଷ୍ଣୁ ପ୍ରସାଦ ମିଶ୍ର । କାର୍ଯ୍ୟକ୍ରମରେ ୪୧ଟି ପ୍ରକଳ୍ପ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା । ବିଭିନ୍ନ ସ୍କୁଲର ଛାତ୍ର ଛାତ୍ରୀଙ୍କ  ମଧ୍ୟରୁ ବ୍ଲକ ସ୍ତରରୁ ଯୋଗ୍ୟ ବିବେଚିତ ହୋଇଥିବା ଶ୍ରେଷ୍ଠ ୫ଟି ପ୍ରକଳ୍ପ- ଯୋଗୀସର୍ଡା ହାଇସ୍କୁଲ ର ଛାତ୍ର ଅଶୋକ ଚୌହାନ, ତଲିଉଡାର ହାଇସ୍କୁଲ ର ଛାତ୍ରୀ ରେଶମା ପ୍ରଧାନ, କୁଟୁରାପାଲି ହାଇସ୍କୁଲର ଛାତ୍ର ମୁକେଶ ବାଗ, ବାଦିବାହାଲ ହାଇସ୍କୁଲର ଛାତ୍ରୀ ପ୍ରିୟଙ୍କା ଧରୁଆ, ଲୋଇସିଂହା ବାଳିକା ବିଦ୍ୟାଳୟର ଛାତ୍ରୀ ନିତୁ ପଟେଲ ଓ ଫଟାବାହାଲ ପିୟୁପିଏସର  ଛାତ୍ରୀ ଅଙ୍କିତା ଗଡତ୍ୟା ଜିଲ୍ଲା ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେବେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like