-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଅଜାତଶତ୍ରୁ ଥିଲେ ପାଟଣା ମହାରାଜା, ଚେତନାର ଉର୍ଦ୍ଧାୟନ ଘଟି ଅସାଧାରଣ ବ୍ୟକ୍ତିତ୍ବର ଅଧିକାରୀ ଥିଲେ  ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ 

31-Mar-2024



ପାଟଣା ମହାରାଜା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ୧୧୨ତମ ଜୟନ୍ତୀ ସମାରୋହ 

ବଲାଙ୍ଗିର(ପ୍ରେରଣା ଖବର): ବଂଶ ପରମ୍ପରାରେ ନୁହେଁ ,ବରଂ ଆପଣାର ବ୍ଯକ୍ତିତ୍ବ ବଳରେ ସେ ହୋଇଥିଲେ  ମହାରାଜା। କୋଟି ହୃଦୟର ମଣିଷ ଭାବରେ  ସେ ପ୍ରଜାନୁରଂଜନ ଧର୍ମକୁ  ଧାରଣ କରି କେବଳ ବଲାଙ୍ଗୀର ନୁହେଁ ସମଗ୍ର ଓଡିଶାର ତଥା ଭାରତୀୟ ରାଜନୀତିରେ ସେ ଥିଲେ ଅଜାତଶତ୍ରୁ ମଣିଷ। ତାଙ୍କ ପଦାଙ୍କ ଅନୁସରଣ  କରି ନିଜ ଅଂଚଳର  ବିକାଶରେ ବ୍ରତୀ ହେବା ପାଇଁ ମତ ଦେଇଛନ୍ତି ଆଜି ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଠାରେ ଆୟୋଜିତ  ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓ ଙ୍କ ୧୧୨ ତମ ଜନ୍ମ ଜୟନ୍ତୀ ସମାରୋହର ବକ୍ତା ମାନେ। 

ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓ ସ୍ମୃତି କମିଟି ତରଫରୁ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ଅତିଥିଭାବରେ ଯୋଗ ଦେଇ ଥିଲେ ମହାରାଜାଙ୍କ ପୁତ୍ର ଅନଙ୍ଗ ଉଦୟ ସିଂହଦେଓ,ନାତି କଳିକେଶ ନାରାୟଣ ସିଂହଦେଓ,ନାତୁଣୀବୋହୁ ମେଘନା ସିଂହ ଦେଓ ସିଂହଦେଓ,ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ,ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ,ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ  ପ୍ରମୁଖ।ସ୍ମୃତି କମିଟିର ଅଧ୍ୟକ୍ଷ ଶରତ ଚନ୍ଦ୍ର ମିଶ୍ର ଙ୍କ ସଭାପତିତ୍ବ ରେ  ଅନୁଷ୍ଠିତ ଏହି ଜୟନ୍ତୀ ସମାରୋହ ରେ ସଂପାଦକ ରାଜେନ୍ଦ୍ର ପାଣିଗ୍ରାହୀ ସମସ୍ତଙ୍କୁ ସ୍ବାଗତକରିଥିଲେ। ସନ୍ଦୀପ କୁମାର କୁଅଁର ଙ୍କ ମଂଚ ସଂଯୋଜନାରେ  ଅନୁଷ୍ଠିତ ଏହି ସ୍ମୃତି ସଭା ପୂର୍ବରୁ ଅତିଥିମାନେ ପାର୍କ ପରିସରରେ ଥିବା ମହାରାଜାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରିଥିଲେ। ଏହି ବସରରେ ରସରାଜ ଅଚ୍ୟୁତ ପୁରୋହିତ, ଶିଳ୍ପଦ୍ୟୋଗୀ ଶ୍ରୀମତୀ ଶୋଭନା ଗିରି, ବାଲୁକା ଶିଳ୍ପୀ ଓମପ୍ରକାଶ ସାହୁ,ରାଜ୍ଯ ଚଳଚିତ୍ର ପୁରସ୍କାର ବିଜେତା ଚୈତନ୍ୟ ମଟାରୀ ,ଡାକ୍ତର ମନୋଜ ଅଗ୍ରୱାଲ, ଦ

ଜାତୀୟ ସନ୍ତରଣ ପଦକ ବିଜେତା ଦ୍ବାରର କଠାର, ସାମ୍ବାଦିକ ତରୁଣ କୁମାର ସାହୁ,ଯୁବ ନାଟ୍ୟକାର ନିର୍ଦ୍ଦେଶକ ପ୍ରକାଶ ଚନ୍ଦ୍ର ଥନାପତି, ସାମ୍ବାଦିକା ସସ୍ମିତା ସାହୁ, କଣ୍ଠଶିଳ୍ପୀ ସ୍ବରୂପା ସିଂ , ସମ୍ବାଦ ଜିଲ୍ଲା ପ୍ରତିନିଧି ଅଂଜନ ପ୍ରଧାନ,ଇଣ୍ଡିଏନ ଆଇଡଲ ଫେମ ଅଜୟ ଅମର ସିଂହଦେଓ ,ଢୋଲକୁ କଳା ପରିଷଦ  ମୁଖ୍ଯ ନୀଳାଞ୍ଚଳ ନନ୍ଦ,ଓଡିଶୀ ନୃତ୍ୟ ଗୁରୁ ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀ,ଫୁଟବଲ କୋଚ୍ ପରଶର ବାଗ,  ଶୁଭମ କୁମାର ଦର୍ଜୀ ,ବିଙ୍ଗ ଷ୍ଟ୍ରଙ୍ଗ ଫିଟନେସ , ତକ୍ଷକ ର ସଂପାଦକ ବିଶ୍ବମୟପୂଜାରୀ । ଙ୍କ ସମେତ ସହଯୋଗ ଫାଉଣ୍ଡେସନ, ନାଗରିକ କମିଟି;ନାରୀଶକ୍ତି ଫାଉଣ୍ଡେସନ  ୟୁଥ ଏକ୍ସନ କମିଟି , ବରିଷ୍ଠ ନାଗରିକମଞ୍ଚ , ଜୈନ ସମାଜ,ଜିଲ୍ଲା ସ୍ବେଚ୍ଛାସେବୀ ସଂଗଠନ,କର୍ତ୍ତବ୍ଯ ଫାଉଣ୍ଡେସନ,  ଆଶ୍ରା ,ସଂପୂର୍ଣ୍ଣା ,ଜାଗୃତି ଗୃହ,ମାରୱାଡି ସମ୍ମେଳନ,ମାହେଶ୍ବରୀ ସଂଗଠନ, ପାର୍ବତୀଗିରି ବାଲ ନିକେତନ , ମାରୱାଡି ମହିଳା ସମିତି,ଅଟୋଚାଳକ ସଂଘ,ସମଲେଶ୍ବରୀ ରୋଷେଇଆ ସଂଘ,ଓଡିଶା ମୋଟର ଚାଳକ ସଂଘ,ବଲାଙ୍ଗୀର,ରାଜ୍ଯ ଲନ ବଲ ସଂଘ,ସନ୍ତରଣ ଓ ଫେନ୍ସିଙ୍ଗ  କୋଚ ସର୍ବଶ୍ରୀ ନରେଶ ପଧାନ,ସୁରେଶ ପ୍ରଧାନ , ତରୁଣ ସେଠ,ସୁକାନ୍ତ ସେଠ,ନିତିନ ସ୍ବାଇଁ,ରୋଶନ ସାହୁ ଓ ଅନ୍ବେଷା ରାଉତ  ପ୍ରମୁଖଙ୍କୁ ପାଟଣା ଗୌରବ ରେ ସମ୍ମାନ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026

You Might Also Like