-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ : ମନରେଗା ଦୁର୍ନୀତି ଉପରେ ଆମ୍ବୁଡ୍ସମ୍ୟାନଙ୍କ ଛାଟ

01-Apr-2024



ବୌଦ୍ଧ/ହରଭଙ୍ଗା(ଜୟାନନ୍ଦ ମିଶ୍ର ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଞ୍ଚାୟତ ରେ ମନରେଗା ଯୋଜନାରେ ଚାଲିଥିବା ଆଖିବୁଜା ଦୁର୍ନୀତି ଉପରେ ଆମ୍ବଡସମ୍ୟାନଙ୍କ ପୁଣି ଛାଟ ପଡିଛି ।ମନରେଗା ଯୋଜନାରେ ଏକ ରାସ୍ତା କାମରେ ଦୁର୍ନୀତି ଏବଂ  ଅନିୟମିତତା ଉପରେ ଆମ୍ବୁଡମ୍ୟାନ କଡା କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିଛନ୍ତି ।ଦୁର୍ନୀତିରେ ସଂମ୍ପୃକ୍ତ ପଞ୍ଚାୟତ ର ସରପଞ୍ଚ ,ପିଇଓ ,ଜିଆରଏସଙ୍କ ସମେତ କନିଷ୍ଟ  ଯନ୍ତ୍ରୀ ଏବଂ ବ୍ଲକ ଏ.ପି.ଓ ଙ୍କ ଠାରୁ ୨ଲକ୍ଷ୫୧ହଜାର ୬୦୯.୪୧ଟଙ୍କା ଭରଣା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନା ଅନୁଯାୟୀ ହରଭଙ୍ଗା ବ୍ଲକ୍ ଲୁଣିବାହାଲ ପଂଚାୟତର ଶୁକପାଲି ଧୋବାସାହି ଠାରୁ ବରୁଆଳ ବନ୍ଧ ରାସ୍ତା ଉନ୍ନତିକରଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ନେଇ ଲଇଗାଁ ଗ୍ରାମର 
ବାବୁଲା ଦେହୁରୀ ଗତ ଜାନୁୟାରୀ ମାସରେ  ମନରେଗା ଲୋକପାଳ ବୌଦ୍ଧଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ ।ଲୋକପାଳଙ୍କ ପକ୍ଷରୁ ଏକ ମାମଲା ରୁଜୁକରାଯାଇ ଘଟଣାର ତ୍‌ଦନ୍ତ ପରେ ରାସ୍ତା କାର୍ଯ୍ୟରେ ହୋଇଥିବା ଦୁର୍ନୀତି ଏବଂ ଅନିୟମିତତା ଧରାପଡିଥିଲା । ଡ.ଦିଲ୍ଲିପ କୁମାର ମହାପାତ୍ର (ମନରେଗା ଲୋକପାଳ ବୌଦ୍ଧ)  ଏହି ମାମଲାର ଶୁଣାଣି କରି ବ୍ଲକ  ଏ.ପି.ଓ ହେମନ୍ତ କୁମାର ପ୍ରଧାନ,ଲୁଣିବାହାଲ ସରପଞ୍ଚ ଚନ୍ଦ୍ରମା ପ୍ରଧାନ,ପୂର୍ବତନ କନିଷ୍ଟ  ଯନ୍ତ୍ରୀ ମନୋଜ କୁମାର ପାଣିଗ୍ରାହୀ, ପୂର୍ବତନ ପିଇଓ ପୁରନ୍ଦର ଠେଲା ଏବଂ ପୂର୍ବତନ ଜି.ଆର.ଏସ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଭଳି ୫ଜଣଙ୍କଠାରୁ  ୫୦ହଜାର ୩୨୧.୮୮ଟଙ୍କା ଲେଖାଏଁ  ମୋଟ ୨ଲକ୍ଷ ୫୧ହଜାର ୬୦୯.୪୧ଟଙ୍କା ଏକମାସ ଭିତରେ ଦରମାରୁ ଭରଣା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ଏହା ସହିତ ସେମାନଙ୍କ ବିରୁଦ୍ଧରେ ବିଭାଗୀୟ ପ୍ରୋସିଡିଂ ପାଇଁ ସୁପାରିଶ କରିଛନ୍ତି ।ଏହା ସହିତ ମନରେଗା ନିୟମ ଉଲ୍ଲଘଂନ କରୁଥିବା ଲାଇସେନ୍ସପ୍ରାପ୍ତ  ପ୍ରଧାନ ଟ୍ରାନସ୍ପୋର୍ଟର ଭେଣ୍ଡର ବାତିଲ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।ଶେଷରେ ବି.ଡି.ଓ ,ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀଙ୍କୁ ପ୍ରକଳ୍ପ କାର୍ଯ୍ୟ ତଦାରଖ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଗତ ସେପ୍ଟେମ୍ବର ୨୦୨୩ ରେ ଏହି ପଞ୍ଚାୟତରୁ ବିନା କୃଷି ପୋଖରୀ ଖନନ ଦୁର୍ନୀତି ଉପରେ ଆମ୍ବୁଡସମ୍ୟାନ ୭ଜଣ ଅଧିକାରୀଙ୍କ ନାଁରେ କାର୍ଯ୍ୟାନୁଷ୍ଠାନ ସୁପାରିଶ କରିଥିଲେ ।ବାରମ୍ବାର ଗୋଟିଏ ପଞ୍ଚାୟତ ରୁ ମନରେଗା ଦୁର୍ନୀତିର ପର୍ଦ୍ଦାଫାଶ ପରେ ବି ଏହି ପଞ୍ଚାୟତରେ କାର୍ଯ୍ୟରତ ପିଇଓ,ଜିଆରଏସ,ଯନ୍ତ୍ରୀ ଭଳି ସରକାରୀ କର୍ମଚାରୀଙ୍କ ସହିତ  ବି.ଡି.ଓ ଙ୍କ ଉପରେ କଡା ନଜର ରଖିବାକୁ ସାଧାରଣରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like